Tag Archives: Home Middle

ବାଂଲାଦେଶ ହିଂସା ପଛରେ ରହିଛି ଏହି ଦେଶର ହାତ, ହେଲା ବଡ଼ ଖୁଲାସା

ଢାକା,୬।୮: ବାଂଲାଦେଶରେ ସରକାରଙ୍କୁ ହଟାଇବା ନେଇ ଗୁପ୍ତଚର ବିଭାଗର ରିପୋର୍ଟରେ ଏକ ବଡ଼ ଖୁଲାସା ହୋଇଛି। ଏହା ପଛରେ ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ରହିଛି ବୋଲି କୁହାଯାଉଛି। ସୂତ୍ର ଅନୁଯାୟୀ, ବାଂଲାଦେଶ ପରିସ୍ଥିତି ପଛରେ ପାକିସ୍ତାନର ଗୁପ୍ତଚର ଏଜେନ୍ସି...

ହାସିନାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ ତସ୍‌ଲିମା: ମୋତେ ବାହାର କରିଥିଲ ଆଉ ଏବେ…

ଢାକା, ୬।୮: ଚାରିଆଡେ ପୋଡାଜଳା, ହିଂସା ଅରାଜକତାରେ ଜଳୁଛି ବାଂଲାଦେଶ। ଦେଶରେ ଅସମ୍ଭାଳ ସ୍ଥିତି। ପ୍ରଧାନମନ୍ତ୍ରୀ ପଦରୁ ଶେଖ୍‌ ହାସିନା ଇସ୍ତଫା ଦେଇ ଦେଶ ଛାଡିବା ପରେ ପାର୍ଲାମେଣ୍ଟକୁ ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଭଙ୍ଗ ଘୋଷଣା କରିଛନ୍ତି ।...

ଶେଖ ହସିନାଙ୍କ ପରେ ଏହି ହେବେ ବାଂଲାଦେଶର ପ୍ରଧାନମନ୍ତ୍ରୀ, ଜାଣନ୍ତୁ ତାଙ୍କ ବିଷୟରେ…

ଢାକା,୬।୮: ବାଂଲାଦେଶ ହିଂସା ମଧ୍ୟରେ ଶେଖ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଦେଶ ଛାଡିଦେଇଛନ୍ତି। ଏବେ ପ୍ରଶ୍ନ ହେଉଛି ହାସିନାଙ୍କ ପରେ ଦେଶର ପ୍ରଧାନମନ୍ତ୍ରୀ କିଏ ହେବେ। ବାସ୍ତବରେ ବାଂଲାଦେଶ ସେନା ମୁଖ୍ୟ ୱାକର-ଉଜ-ଜମାନ ସାମରିକ ଅକ୍ତିଆର ସମ୍ଭାବନାକୁ...

ଚନ୍ଦ୍ରଚୂଡଙ୍କୁ ମିଳିଲା ହତ୍ୟା ଧମକ

ନୂଆଦିଲ୍ଲୀ,୬ା୮: ସୁପ୍ରିମକୋର୍ଟଙ୍କ କୋଟା ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରି ଜଣେ ବ୍ୟକ୍ତି ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡଙ୍କୁ ହତ୍ୟା ଧମକ ଦେଇଛନ୍ତି। ସମ୍ପୃକ୍ତ ବ୍ୟକ୍ତି ସୋସିଆଲ ମିଡିଆରେ ଏକ ପୋଷ୍ଟ ଲେଖି ସିଜେଆଇଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇଛନ୍ତି।...

ଦଣ୍ଡ ଭୋଗିବେ ଦଙ୍ଗାକାରୀ

ଲଣ୍ଡନ,୬ା୮: ବ୍ରିଟେନରେ ପ୍ରବାସୀ ବିରୋଧୀ କଠୋର ଜାତୀୟତାବାଦୀ ସଂଗଠନଗୁଡ଼ିକ ପକ୍ଷରୁ ହିଂସାତ୍ମକ ସଂଘର୍ଷ ଉଗ୍ର ରୂପ ଧାରଣ କରିଥିବାବେଳେ ତୁରନ୍ତ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମର ନିର୍ଦ୍ଦେଶ ଦେଇଛନ୍ତି। ମୁସଲମାନ ସମ୍ପ୍ରଦାୟଙ୍କୁ ଟାର୍ଗେଟ...

”ଆମେରିକାରେ ମଧ୍ୟ ଏତିକି ସୁବିଧା ନାହିଁ”; ଲକ୍ଷ୍ୟ ସେନଙ୍କ ସମେତ ଭାରତୀୟ ଆଥଲେଟଙ୍କ ଉପରେ ବର୍ଷିଲେ ପ୍ରକାଶ ପାଦୁକନ

ନୂଆଦିଲ୍ଲୀ,୫।୮: ଭାରତୀୟ ବ୍ୟାଡମିଣ୍ଟନ ତଥା ଅନ୍ୟ ଖେଳାଳିମାନେ ପ୍ୟାରିସ ଅଲମ୍ପିକ୍ସରେ ଏପର୍ଯ୍ୟନ୍ତ କୌଣସି ଖାସ ପ୍ରଦର୍ଶନ କରି ପାରି ନାହାନ୍ତି। ଖେଳାଳି ମାନଙ୍କର ଏଭଳି ନୈରାଶ୍ୟଜନକ ପ୍ରଦର୍ଶନ ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ପ୍ରକାଶ ପାଦୁକୋନ। ଅଲମ୍ପିକ୍ସ ଆରମ୍ଭର ୧୦...

ସେମିଫାଇନାଲ ପୂର୍ବରୁ ଭାରତୀୟ ହକି ଦଳକୁ ବଡ ଝଟକା; ଓଡ଼ିଶାର ଅମିତ ଗୋଟିଏ ମ୍ୟାଚ୍‌ରୁ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫।୮: ଭାରତର ପ୍ରମୁଖ ଡିଫେଣ୍ଡର ତଥା ପ୍ରଥମ ରଶର ଅମିତ ରୋହିଦାସ ଗୋଟିଏ ମ୍ୟାଚରୁ ସସ୍‌ପେଣ୍ଡ ହୋଇଛନ୍ତି। ଫଳରେ ସେ ଚଳିତ ଅଲିମ୍ପିକ୍ସର ଜର୍ମାନୀ ବିପକ୍ଷ ପୁରୁଷ ହକି ସେମିଫାଇନାଲ ଖେଳିପାରିବେ ନାହିଁ। ଗ୍ରେଟ୍‌ ବ୍ରିଟେନ ବିପକ୍ଷ କ୍ୱାର୍ଟର ଫାଇନାଲର...

ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ, ଜିଲାସ୍ତରୀୟ ପାଇଁ ଅଧିକ ଅର୍ଥ ବରାଦ

ଭୁବନେଶ୍ୱର,୫।୮: ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି...

ବାଂଲାଦେଶ ଛାଡି କାହିଁକି ପଳାଇବାକୁ ବାଧ୍ୟ ଦେଲେ ହସିନା, ଇସ୍ତଫାଠୁ ଆରମ୍ଭ କରି ଭାରତ ପହଞ୍ଚିବା ପର୍ଯ୍ୟନ୍ତ, ଜାଣନ୍ତୁ ପୂରା କାହାଣୀ

ଢାକା,୫।୮: ସପ୍ତାହେ ଧରି ଚାଲିଥିବା ହିଂସାତ୍ମକ ଛାତ୍ର ବିରୋଧ ପ୍ରଦର୍ଶନ ଅଶାନ୍ତିରେ ପରିଣତ ହେବା ପରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଇସ୍ତଫା ଦେଇଛନ୍ତି ଏବଂ ଦେଶ ଛାଡିଛନ୍ତି। ଖବର ଅନୁଯାୟୀ, ୭୬ ବର୍ଷିୟ ଶେଖ ହସିନା ବାଂଲାଦେଶ ଛାଡି...

ହିଣ୍ଡନ ଏୟାରବେସ ସେଫ୍ ହାଉସରେ ଶେଖ ହସିନା; ସୁରକ୍ଷାରେ ଗରୁଡ଼ କମାଣ୍ଡୋ

ନୂଆଦିଲ୍ଲୀ,୫।୮: ଦେଶ ଛାଡ଼ିବା ପରେ ଶେଖ ହସିନା ଏବେ ଭାରତରେ ଅଛନ୍ତି। ହିଣ୍ଡନ ଏୟାରବେସରେ ତାଙ୍କର ସ୍ୱତନ୍ତ୍ର ବିମାନ ଅବତରଣ କରିଛି। ଏଠାରେ ଏନଏସଏ ଅଜିତ ଡୋଭାଲ ତାଙ୍କୁ ସାକ୍ଷାତ କରିଛନ୍ତି। ଦୁହିଁଙ୍କ ମଧ୍ୟରେ ପ୍ରାୟ ଦେଢ଼ ଘଣ୍ଟା ଆଲୋଚନା...

ଶେଖ ହସିନାଙ୍କୁ ଭେଟିଲେ ଅଜିତ ଡୋଭାଲ, କିଛି ଦିନ ଭାରତରେ ରହିପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୮: ଏନଏସଏ ଅଜିତ ଡୋଭାଲ ହିଣ୍ଡନ ଏୟାରବେସରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଭେଟଥିବା ସୂଚନା ମିଳିଛି। ସୂଚନାନୁସାରେ, ଶେଖ ହସିନା ଭାରତରେ କିଛି ଦିନ ରହିପାରନ୍ତି। ଦେଶରେ ଛାତ୍ର ଆନ୍ଦୋଳନ ହିଂସାତ୍ମକ ହେବା ପରେ ପ୍ରଧାନମନ୍ତ୍ରୀ ପଦରୁ...

ହିଣ୍ଡନ ଏୟାରବେସରେ ପହଞ୍ଚିଲେ ଶେଖ ହସିନା; ଭାରତରୁ ଲଣ୍ଡନ ଯାଇ ପାରନ୍ତି

ନୂଆଦିଲ୍ଲୀ,୫।୮: ଦେଶରେ ଛାତ୍ର ଆନ୍ଦୋଳନ ହିଂସାତ୍ମକ ହେବା ପରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଶେଖ ହସିନା ଆସି ଭାରତରେ ପହଞ୍ଚିଛନ୍ତି। ମିଡ଼ିଆ ରିପୋର୍ଟ ଅନୁଯାୟୀ ଶେଖ ହସିନାଙ୍କ ବିମାନ ହିଣ୍ଡନ ଏୟାର ବେସରେ ଅବତରଣ କରିଛି। ବିମାନଟି ହିଣ୍ଡନ୍...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri