Tag Archives: Home Middle

ଫେଲ୍‌ ମାରିଲା ଟିମ୍‌ଇଣ୍ଡିଆର ବ୍ୟାଟିଂ ଲାଇନ୍‌: ଶ୍ରୀଲଙ୍କା ବିଜୟୀ

କଲମ୍ବୋ, ୪ା୮: ଭାରତ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌କୁ ୩୨ରନ୍‌ରେ ଜିତି ନେଇଛି ଶ୍ରୀଲଙ୍କା। ପ୍ରଥମେ ବ୍ୟାଟିଂ କରି ଦଳ ୫୦ ଓଭରରେ ୯ ଉଇକେଟ ହରାଇ ୨୪୦ ରନ୍‌ କରିଥିଲା। ଜବାବରେ ଭାରତ...

ମେଟଲ୍‌ ମିଟ୍‌ ୨୦୨୪: ସିନିୟର ବିଭାଗରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ୍‌

ଭୁବନେଶ୍ୱର,୪ା୮(ଅସମାପିକା ସାହୁ) ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ କ୍ରିଷ୍ଟାଲ କ୍ରାଉନ୍‌ ହୋଟେଲରେ ଦୁଇଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଷଷ୍ଠ ସଂସ୍କରଣ ‘ମେଟଲ୍‌ ମିଟ୍‌ ୨୦୨୪’ର ରବିବାର ଶେଷ ହୋଇଛି । ଗ୍ରାଣ୍ଡ ଫିନାଲେରେ ସିନିୟର...

ଓ୍ବାୟନାଡ ଗଲା ବ୍ରହ୍ମପୁରର ସନ୍ଧାନୀ କୁକୁର ‘ଷ୍ଟର୍ମ’

ବ୍ରହ୍ମପୁର,୪ା୮: କେରଳର ଓ୍ବାୟନାଡରେ ଭୂସ୍ଖଳନ ପରେ ମାଟିତଳୁ ଚାଲିଛି ଜୀବନ ଖୋଜା। ଭୂ-ସ୍ଖଳନର ମହାବିପର୍ଯ୍ୟୟରେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ତେବେ ଏହି ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବାକୁ ବ୍ରହ୍ମପୁର ପୋଲିସର ସନ୍ଧାନୀ...

ଜୁନିୟର ଗ୍ରୁପ୍‌ରେ ବାଜି ମାରିଲା ଭୁବନେଶ୍ୱରର ଡିଏଭି

ଭୁବନେଶ୍ୱର,୪ା୮(ଅସମାପିକା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ ଇଭେଣ୍ଟ ‘ମେଟଲ ମିଟ-୨୦୨୪’ର ଗ୍ରାଣ୍ଡ ଫିନାଲେ ହୋଟେଲ କ୍ରିଷ୍ଟାଲ କ୍ରାଉନ୍‌ରେ ରବିବାର ଅନୁଷ୍ଠିତ ହୋଇଥିଲା। ଗ୍ରାଣ୍ଡ ଫିନାଲେରେ ଜୁନିୟର...

ମେଟଲ୍‌ ମିଟ୍‌-୨୦୨୪: ଆରମ୍ଭ ହେଲା ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୪ା୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦ୍ୱିତୀୟ ତଥା ଅନ୍ତିମ ଦିବସର ରାଜ୍ୟସ୍ତରୀୟ କୁଇଜ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୨୪’ର ଗ୍ରାଣ୍ଡ୍‌ ଫିନାଲେ ହୋଟେଲ କ୍ରିଷ୍ଟାଲ କ୍ରାଉନ୍‌ରେ ରବିବାର ଆରମ୍ଭ ହୋଇଛି। ଗ୍ରାଣ୍ଡ୍‌ ଫିନାଲେରେ ଜୁନିୟର ଓ...

ବ୍ରିଟେନ୍‌କୁ ଧୂଳି ଚଟାଇ ସେମିଫାଇନାଲ୍‌ରେ ଭାରତ

ପ୍ୟାରିସ୍‌,୪।୮: ଭାରତୀୟ ହକି ଦଳ କ୍ୱାର୍ଟର ଫାଇନାଲରେ ଗ୍ରେଟ ବ୍ରିଟେନକୁ ପରାସ୍ତ କରି କରିଛି। କ୍ୱାର୍ଟର ଫାଇନାଲରେ ଶୁଟ-ଆଉଟ ୪-୨ରେ ପରାସ୍ତ କରି ଗ୍ରେଟ ବ୍ରିଟେନକୁ ପରାସ୍ତ କରି ଭାରତୀୟ ହକି ଦଳ ସେମିଫାଇନାଲରେ ପ୍ରବେଶ କରିଛି। କ୍ରମାଗତ ଦ୍ୱିତୀୟ...

ପୁଣି ସାମ୍ନାକୁ ଆସିଲା ପାଶ୍ଚାତ୍ୟ ଦେଶର ଡବଲ ଚେହେରା, ଭାରତକୁ କଲେ କଠୋର ସମାଲୋଚନା

ନୂଆଦିଲ୍ଲୀ/ଓ୍ବାଶିଂଟନ,୪ା୮: ଇରାନର ରାଜଧାନୀ ତେହରାନରେ ଜୁଲାଇ ୩୧ରେ ହମାସ ନେତା ଇସ୍‌ମାଇଲ ହନିୟେଙ୍କ ହତ୍ୟା ପରେ ହମାସ ଏବଂ ଇରାନ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଏହି ହତ୍ୟାକାଣ୍ଡ ଉପରେ ବିଶ୍ୱ ସ୍ତରରେ ଗ୍ରହଣ କରାଯାଇଥିବା ଡବଲ ଚେହେରା...

କାନ୍ଥ ଭୁଶୁଡ଼ି ଚାଲିଗଲା ୯ ଶିଶୁଙ୍କ ଜୀବନ, ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ,୪ା୮: ମଧ୍ୟପ୍ରଦେଶର ସାଗର ଜିଲାରେ ଏକ ଭୟଙ୍କର ଅଘଟଣ ଘଟିଛି। ଏଠାରେ ଏକ ମନ୍ଦିରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୯ ଶିଶୁଙ୍କର ଜୀବନ ଯାଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ଆଉ କିଛି ଚାପି ହୋଇ ରହିଥିବା ଆଶଙକା...

ସାବଧାନ! ଆଇଫୋନ୍‌ ୟୁଜର୍ସଙ୍କ ପାଇଁ ଆସୁଛି ବଡ଼ ବିପଦ, ଲିକ୍‌ ହୋଇପାରେ ପର୍ସନାଲ ଡାଟା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୪ା୮: ଯଦି ଆପଣ ଆଇଫୋନ୍‌ ବ୍ୟବହାର କରୁଛନ୍ତି ତେବେ ସତର୍କ ହେବା ଜରୁରୀ ଅଟେ। ବାସ୍ତବରେ ସାଇବର କ୍ରାଇମ୍‌ ସମ୍ପର୍କରେ କେନ୍ଦ୍ର ସରକାର ଆଇଟି ସେଲ୍‌କୁ ସତର୍କ କରାଇଛନ୍ତି। ଏହା ସହିତ ଆଇଫୋନ, ଆଇପ୍ୟାଡ ଏବଂ ସମସ୍ତ ଆପଲ ୟୁଜର୍ସଙ୍କ...

ଏହି ୩ ବ୍ୟକ୍ତି ଲେଖନ୍ତି ରାହୁଲଙ୍କ ଭାଷଣ, ଗୋଟିଏ ଘରେ ଏକାଠି ବସି ହୁଏ ଷ୍ଟ୍ରାଟେଜି ପ୍ଲାନ୍‌

ନୂଆଦିଲ୍ଲୀ,୪।୮:‘ଏମାନେ ଦେଶବାସୀଙ୍କୁ ଚକ୍ରବ୍ୟୁହରେ ଫସାଇବାକୁ ଚାହୁଁଛନ୍ତି, ହେଲେ ଆମେ ଏହି ଚକ୍ରକୁ ଭାଙ୍ଗିବୁ’। ସଂସଦରେ ଏ ଡାଇଲଗ୍‌ ଥିଲା ବିରୋଧୀ ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର। ଭାରତ ଯୋଡ ଯାତ୍ରା ପରେ ରାହୁଲଙ୍କ ରାଜନୈତିକ ଠାଣିରେ...

ଇସ୍ରାଏଲକୁ ଭାରତ ଅସ୍ତ୍ରଶସ୍ତ୍ର ନ ଯୋଗାଇବା ପାଇଁ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ନିବେଦନ, ଚିଠିରେ ଲେଖା ଅଛି…

ଜେରୁଜେଲମ୍‌/ନୂଆଦିଲ୍ଲୀ,୪ା୮: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଅଧିକ ଆକ୍ରମଣାତ୍ମକ ହେବାରେ ଲାଗିଛି। ଉଭୟ ପରସ୍ପର ଉପରେ ଆତ୍ମଘାତୀ ଆକ୍ରମଣ କରୁଛନ୍ତି। ଏହି ସମୟରେ ଇସ୍ରାଏଲ ସ୍ପଷ୍ଟ କରିଛି ଯେ, ହମାସକୁ ଧ୍ୱଂସ କରିବା ପରେ ହିଁ ତାକୁ...

ଇରାନ ଘଟଣା ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ ଗାଳି ଦେଲେ ବାଇଡେନ

ନୂଆଦିଲ୍ଲୀ,୪ା୮: ଇରାନ ରାଜଧାନୀ ତେହେରାନରେ ହାମାସ ମୁଖ୍ୟ ଇସମାଇଲ ହାନିଆଙ୍କ ହତ୍ୟା ପରେ ପଶ୍ଚିମ ଏସିଆରେ ଯୁଦ୍ଧର କଳା ବାଦଲ ଛାଇ ରହିଛି। ହାନିଆଙ୍କ ମୃତ୍ୟୁ ପାଇଁ ଉଭୟ ହାମାସ ଏବଂ ଇରାନ ଇସ୍ରାଏଲକୁ ଦାୟୀ କରିଛନ୍ତି। ତେବେ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri