Tag Archives: Home Middle

ଅମରନାଥ ଯାତ୍ରା ସ୍ଥଗିତ

ନୂଆଦିଲ୍ଲୀ,୭।୭:ଜମ୍ମୁ କଶ୍ମୀରରେ ଖରାପ ପାଗ ହେତୁ ଶୁକ୍ରବାର ଅମରନାଥ ଯାତ୍ରା ସ୍ଥଗିତ ରଖାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହାକୁ ସ୍ଥଗିତ ରଖାଯାଇଥିବା ଜଣାପଡିଛି। ଯାତ୍ରୀମାନଙ୍କୁ ଉଭୟ ବେସ କ୍ୟାମ୍ପ ବାଲଟାଲ ଏବଂ ପହଲଗାମ ରୁଟରେ ରୋକାଯାଇଛି। ଦେଶ ତଥା ବିଶ୍ୱରୁ...

ୟୁପି-ଛତିଶଗଡକୁ ଆଜି ଉପହାର ଦେବେ ମୋଦି, ଦେଶକୁ ମିଳିବ ନୂଆ ବନ୍ଦେ ଭାରତ

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛତିଶଗଡର ରାଜଧାନୀ ରାୟପୁରରୁ ଚାରିଟି ରାଜ୍ୟ ଗସ୍ତ ଆରମ୍ଭ କରିବେ। ପୂର୍ବାହ୍ନ ୧୦.୪୫ରେ ରାୟପୁରରେ ପହଞ୍ଚିବେ। ଯେଉଁଠାରେ ସେ ସାଇନ୍ସ କଲେଜରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବୈଠକକୁ ବିଜୟ...

ଭାରତୀୟ ଦୂତାବାସ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା

ଓ୍ବାଶିଂଟନ,୭ା୭: ଭାରତୀୟ ଦୂତାବାସ ଉପରେ ହୋଇଥିବା ଖାଲିସ୍ତାନୀ ଆକ୍ରମଣକୁ ଆମେରିକାର ଆଇନଜୀବୀମାନେ ନିନ୍ଦା କରିଛନ୍ତି। ସେମାନେ ଏହି ‘ଅପରାଧିକ କାର୍ଯ୍ୟ’ ପଛରେ ଥିବା ବ୍ୟକ୍ତିଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଆମେରିକାର ଥିବା ଭାରତର ରାଷ୍ଟ୍ରଦୂତ ତରଣଜିତ୍‌ ସିଂ...

ଦୁଇ ବସ୍‌ ଧକ୍କା: ୮୦ ଆହତ, ୧୮ ଗୁରୁତର

ନ୍ୟୁୟର୍କ,୭ା୭: ଆମେରିକାର ନ୍ୟୁୟର୍କ ସହରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି। ଏଠାରେ ଦୁଇଟି ବସ୍‌ ଧକ୍କାରେ ୮୦ ଜଣ ଆହତ ହୋଇଛନ୍ତି। ସେଥିମଧ୍ୟରୁ ୧୮ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁସାରେ, ଡବଲ ଡେକର୍‌ ଟୁର୍‌ ବସ୍‌ ପଛରୁ ଏକ...

ଥରିଲା ପାକିସ୍ତାନ

ଇସଲାମାବାଦ,୭ା୭: ଶୁକ୍ରବାର ସକାଳେ ପାକିସ୍ତାନ ଏବଂ ଇଣ୍ଡୋନେସିଆରେ ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। ତେବେ ଉଭୟ ଦେଶରେ ଭୂକମ୍ପର ତୀବ୍ରତା ଭିନ୍ନ ମାପ କରାଯାଇଛି। ପାକିସ୍ତାନରେ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୪.୩ ଥିବା ବେଳେ ଇଣ୍ଡୋନେସିଆରେ ୫.୬...

ଦୁର୍ବଳ ମୌସୁମୀ: ୧୬ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୭ା୭(ଅନିଲ ଦାସ): ବର୍ଷାଭାବ ଯୋଗୁ ରାଜ୍ୟରେ ଚାଷ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହେଲାଣି। ମୌସୁମୀ ଦୁର୍ବଳ ରହିବା ଯୋଗୁ ଗତ କିଛିଦିନ ହେବ ରାଜ୍ୟରେ ବର୍ଷା କମିଯାଇଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଜୁନ୍‌ ପହିଲାରୁ ଜୁଲାଇ...

ଜଷ୍ଟିସ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୭ା୭(ପି.ଟି.):ଓଡ଼ିଶା ସମେତ ୭ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ଲାଗି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ସୁପ୍ରିମକୋର୍ଟ କଲେଜିୟମ ୭ ଜଣ ବିିଚାରପତିଙ୍କ ନାମ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତି। ଅନ୍ୟ ହାଇକୋର୍ଟଗୁଡ଼ିକ ହେଲେ ବମ୍ବେ, ଗୁଜରାଟ, ତେଲଙ୍ଗାନା,...

ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ କ’ଣ, ଯାହାକୁ କ୍ୟାବିନେଟରେ ମିଳିଛି ମଞ୍ଜୁରୀ

ନୂଆଦିଲ୍ଲୀ,୬।୭: ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ ଅର୍ଥାତ୍‌ ପର୍ସନାଲ ଡାଟା ପ୍ରେଟେକ୍ସନ ବିଲ ୨୦୨୩ର ଡ୍ରାଫ୍ଟକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ସଂସଦର ମୌସୁମୀ ଅଧିବେଶନରେ ଏହି ବିଲ ଆଗତ ହେବ। ସଂସଦର ମୌସୁମୀ ଅଧିବେଶନ ୨୦ ଜୁଲାଇରୁ...

ଟମାଟୋ ଦର ବୃଦ୍ଧିକୁ ନେଇ ଚିନ୍ତା ପ୍ରକଟ କଲା ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ, ୬।୭: ଗତ କିଛି ଦିନ ହେବ ଟମାଟୋର ଦର ଆକାଶଛୁଆଁ ହୋଇଛି। ତେଣୁ ଟମାଟୋର ମୁଦ୍ରାସ୍ଫୀତି ଅର୍ଥ ମନ୍ତ୍ରଣାଳୟର ଚିନ୍ତା ବଢାଇ ଦେଇଛ। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଅର୍ଥ ମନ୍ତ୍ରଣାଳୟର ଅର୍ଥନୈତିକ ବିଭାଗ ଦ୍ୱାରା ପ୍ରକାଶିତ ବାର୍ଷିକ...

ରାହୁଲଙ୍କୁ ମିଳିବ କି ଆଶ୍ୱସ୍ତି, ଶୁକ୍ରବାର ଆସିବ ରାୟ

ନୂଆଦିଲ୍ଲୀ,୬।୭: ମାନହାନି ମକଦ୍ଦମା ମାମଲାରେ ଗୁଜରାଟ ହାଇକୋର୍ଟ ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ରାୟ ପ୍ରକାଶ କରିବେ। ତାଙ୍କୁ ସୁରଟ କୋର୍ଟ ଦୋଷୀ ସାବ୍ୟସ୍ତ କରି ମାର୍ଚ୍ଚ ୨୩ରେ ଦୁଇ ବର୍ଷ ଦଣ୍ଡାଦେଶ ଶୁଣାଇଥିଲେ। ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ...

ଟୁଇଟରକୁ ଟକ୍କର ଦେବା ପାଇଁ ଥ୍ରେଡ୍ସ ଲଞ୍ଚ କଲେ ଜୁକରବର୍ଗ

ନୁୟର୍କ,୬।୭: ଫେସବୁକ ଏବଂ ଇନଷ୍ଟାଗ୍ରାମର ପ୍ୟାରେଣ୍ଟ କମ୍ପାନୀ ମେଟାର ବହୁ ପ୍ରତୀକ୍ଷିତ ସୋସିଆଲ ମିଡିଆ ପ୍ଲାଟଫର୍ମ ଥ୍ରେଡ୍ସ ଲଞ୍ଚ ହୋଇଯାଇଛି। ଥ୍ରେଡ୍ସ ହେଉଛି ଏକ ଟେଷ୍ଟ-ଆଧାରିତ ସୋସିଆଲ ମିଡିଆ ଆପ, ଯାହା ଏଲନ ମସ୍କଙ୍କ ଟୁଇଟରର ପ୍ରତିଦ୍ୱନ୍ଦ୍ୱୀ ଭାବରେ ଗଣାଯାଉଛି।...

‘ମୁଁ ହିଁ ଏନସିପି ଅଧ୍ୟକ୍ଷ’

ମୁମ୍ବାଇ,୬।୭: ଅଜିତ ପାୱାରଙ୍କ ବିଦ୍ରୋହ ପରେ ମହାରାଷ୍ଟ୍ରର ରାଜନୀତିରେ ଉତ୍ତେଜନା ଦେଖାଯାଇଛି। ଏହି ସମୟରେ ଗୁରୁବାର ଦିଲ୍ଲୀରେ ଶରଦ ପାୱାରଙ୍କ ଦଳ ଏନସିପିର ଜାତୀୟ କାର୍ଯ୍ୟନିର୍ବାହୀ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶରଦ ପାୱାର କହିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri