Tag Archives: Home Middle

ନୂତନ ପିଢ଼ିଙ୍କୁ ପୁସ୍ତକ ସହ ଯୋଡ଼ିବା ପାଇଁ, ମଲରେ ଲକ୍ଷ ଲକ୍ଷ ପୁସ୍ତକର ଲାଇବ୍ରେରୀ…

ସିଓଲ,୩।୭ : ଇଣ୍ଟରନେଟର ଯୁଗରେ, ଲୋକଙ୍କ ମଧ୍ୟରେ ବହି ପ୍ରତି ଆଗ୍ରହ ଦ୍ରୁତ ଗତିରେ କମିଯାଉଛି। ଲାଇବ୍ରେରୀଗୁଡ଼ିକ ଅଦରକାରୀ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ ଦକ୍ଷିଣ କୋରିଆ ନିଜ ଲୋକଙ୍କୁ ପୁସ୍ତକ ସହିତ ଯୋଡିବା ଏବଂ ଏହାର ସାହିତ୍ୟ ଶିକ୍ଷା...

୧୨ ଦିନ ପରେ କିଭ୍‌ ଉପରେ ଆକ୍ରମଣ କଲା ରୁଷିଆ…

ମସ୍କୋ,୩।୭ : ୧୨ ଦିନ ପରେ ରୁଷିଆ ସେନା ୟୁକ୍ରେନର ରାଜଧାନୀ କିଭ ଉପରେ ଏୟାର ଷ୍ଟ୍ରାଇକ କରିଛି। ରୁଷିଆର ସୈନ୍ୟବାହିନୀ ଗୋଟିଏ ପରେ ଗୋଟିଏ ଡ୍ରୋନ ପଠାଇଥିଲେ। କିନ୍ତୁ ସମସ୍ତଙ୍କୁ ଗୁଳି କରି ଖସାଇ ଦିଆଯାଇଥିଲା। କିଭର ରାଜ୍ୟପାଳ...

ଭର୍ଜିନ ଗାଲାକ୍ଟିକ ପକ୍ଷରୁ ‘ଫେରେରି’ ମୂଲ୍ୟରେ ମହାକାଶ ଯାତ୍ରା ପାଇଁ ବୁକିଂ ଆରମ୍ଭ, ୯୦ ମିନିଟର ଯାତ୍ରା…

ମେକ୍ସିକୋ ସିଟି,୩।୭ : ଦୁନିଆର ଅନେକ ଲୋକ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ କିମ୍ବା ଗୋଟିଏ ଦେଶରୁ ଅନ୍ୟ ଦେଶକୁ ପର୍ଯ୍ୟଟକ ଭାବରେ ଆସୁଛନ୍ତି। ତଥାପି, ଅନେକ ଲୋକ ମଧ୍ୟ ମହାକାଶକୁ ଯାତ୍ରା କରିବାର ସ୍ବପ୍ନ ଦେଖୁଛନ୍ତି। ବର୍ତ୍ତମାନ ଏଭଳି...

ଲାଫେ ଜିତିଲେ ଦ୍ୱିତୀୟ ଷ୍ଟେଜ୍‌

ବିଲ୍‌ବାଓ (ସ୍ପେନ), ୩ା୭ (ଏପି): ଫ୍ରାନ୍ସର ଭିକ୍ଟର ଲାଫେ ଚଳିତ ଟୁର ଡି’ ଫ୍ରାନ୍ସର ଦ୍ୱିତୀୟ ଷ୍ଟେଜ୍‌ ଜିତିଛନ୍ତି । ୨୦୮.୯ କିଲୋମିଟର ଦୂରତା ବିଶିଷ୍ଟ ଏହି ରେସ୍‌ରେ ବେଲଜିୟମର ଓଟ୍‌ ଭାନ୍‌ ଆର୍ଟ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା...

ଭର୍ଷ୍ଟାପେନ୍‌ଙ୍କୁ ଅଷ୍ଟ୍ରିଆନ୍‌ ଗ୍ରାଁ ପ୍ରି

ସ୍ପିଲବର୍ଗ, ୩ା୭ (ଏପି): ଫର୍ମୁଲାଓ୍ବାନ ଚାମ୍ପିୟନ ରେଡ୍‌ବୁଲ୍‌ ଡ୍ରାଇଭର ମ୍ୟାକ୍ସ ଭର୍ଷ୍ଟାପେନ ରବିବାର ଅଷ୍ଟ୍ର୍ରିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ଏଥିସହିତ ସେ କ୍ରମାଗତ ତୃତୀୟ ବିଶ୍ୱକପ୍‌ ଟାଇଟଲ ଅଭିମୁଖେ ତାଙ୍କ ଯାତ୍ରା ଜାରି ରଖିଛନ୍ତି।...

ନୂଆ ରୂପରେ ଫେରିବ ହକି ଇଣ୍ଡିଆ ଲିଗ୍‌

ନୂଆଦିଲ୍ଲୀ, ୩ା୭(ପି.ଟି.): ଆସନ୍ତା ବର୍ଷ ଶେଷ ଭାଗରେ କିମ୍ବା ୨୦୨୫ ପ୍ରଥମ ଭାଗରେ ନୂଆ ରୂପରେ ଆୟୋଜନ କରିବା ଲାଗି ବିଚାର କରୁଛି ଉଭୟ ପୁରୁଷ ଓ ମହିଳା ହକି ଇଣ୍ଡିଆ ଲିଗ୍‌ (ଏଚ୍‌ଆଇଏଲ୍‌) । ଫ୍ରାଞ୍ଚାଇଜଭିତ୍ତିକ ଏହି ଲିଗ୍‌...

ରାଇଜିଂ ଷ୍ଟାର ଜିତିଲା ଫାଓ ସୁପରକପ୍‌

ଭୁବନେଶ୍ୱର, ୩।୭(ତପନ ସ୍ବାଇଁ): ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଆୟୋଜିତ ସୁପର କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ରାଇଜିଂ ଷ୍ଟାର୍‌ ଚାମ୍ପିୟନ ହୋଇଛି। କଟକର ବାରବାଟୀ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଫାଇନାଲରେ ରାଇଜିଂ ଷ୍ଟୁଡେଣ୍ଟ ପେନାଲ୍ଟି ଶୁଟ୍‌ଆଉଟ ୨-୦...

ପ୍ରଥମ ମହିଳା ଭାବେ ପଏଣ୍ଟ ସ୍କୋର କଲେ ସୋଫିଆ

ନୂଆଦିଲ୍ଲୀ, ୩ା୭: ପ୍ରଥମ ମହିଳା ଖେଳାଳି ଭାବରେ ଫର୍ମୁଲା-୩ ଗ୍ରାଁ ପ୍ରିରେ ପଏଣ୍ଟ ସ୍କୋର କରି ଇତିହାସ ରଚିଛନ୍ତି ଜର୍ମାନୀର ସୋଫିଆ ଫ୍ଲୋରେସ। ରବିବାର ଶେଷ ହୋଇଥିବା ଅଷ୍ଟ୍ରିଆନ୍‌ ଗ୍ରାଣ୍ଡ ପ୍ରିରେ ସେ ନବମ ସ୍ଥାନରେ ରହି ରେସ୍‌ ଫିନିଶ...

ଉତ୍ତରପ୍ରଦେଶରୁ ଲୋକ ସଭା ନିର୍ବାଚନ ଲଢ଼ିପାରନ୍ତି ନୀତୀଶ

ପାଟନା, ୩ା୭ : ଦିଲ୍ଲୀ ରାଜନୀତି ଉପରେ ନଜର ରଖିଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉତ୍ତରପ୍ରଦେଶକୁ ତାଙ୍କର ଲଞ୍ଚ୍‌ପ୍ୟାଡ୍‌ କରିପାରନ୍ତି। ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି (ଏସ୍‌ପି) ସହ ମେଣ୍ଟ କରିବାକୁ ଜେଡିୟୁ ଚାହୁଁଛି। ୟୁପିର ଫୁଲପୁର ଏବଂ ପ୍ରତାପଗଡ଼...

ବିରୋଧୀଙ୍କ ବେଙ୍ଗାଲୁରୁ ବୈଠକ ସ୍ଥଗିତ

ପାଟନା, ୩ା୭ : ବିରୋଧୀ ଦଳଗୁଡ଼ିକର ପ୍ରସ୍ତାବିତ ଦ୍ୱିତୀୟ ବୈଠକ ଜୁଲାଇ ୧୩ ଓ ୧୪ରେ ବେଙ୍ଗାଲୁରୁରେ ହେବାକୁ ଥିବାବେଳେ ଏହାକୁ ସ୍ଥଗିତ ରଖାଯାଇଛି। ବୈଠକର ପରବର୍ତ୍ତୀ ତାରିଖ ଧାର୍ଯ୍ୟ ହୋଇନାହିଁ। ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ପରେ ପରବର୍ତ୍ତୀ ବୈଠକ...

ବିଆର୍‌ଏସ୍‌ ଭାଜପାର ବି-ଟିମ୍‌: ରାହୁଲ

ଖମ୍ମାମ, ୩ା୭ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ଅଧ୍ୟକ୍ଷ କେ. ଚନ୍ଦ୍ରଶେଖର ରାଓ(କେସିଆର୍‌)ଙ୍କୁ କଡ଼ା ସମାଲୋଚନା କରିଛନ୍ତି। କେସିଆର୍‌ଙ୍କ ରିମୋଟ କଣ୍ଟ୍ରୋଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଖରେ...

ଡେଙ୍ଗୁ ହଟ୍‌ସ୍ପଟ୍‌ ଭୁବନେଶ୍ୱର

ଭୁବନେଶ୍ୱର,୩।୭ (ବନ୍ଦନା ସେଠୀ): ରାଜ୍ୟରେ କାୟା ମେଲାଉଛି ଡେଙ୍ଗୁ। ଆଉ ଡେଙ୍ଗୁର ହଟ୍‌ସ୍ପଟ୍‌ ପାଲଟିଛି ରାଜଧାନୀ ଭୁବନେଶ୍ୱର। ଜୁଲାଇ ୧ ସୁଦ୍ଧା ରାଜ୍ୟରୁ ୧୭୫ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବାବେଳେ ସେଥିରୁ ସର୍ବାଧିକ ୯୨ଜଣ ଭୁବନେଶ୍ୱରରୁ ରହିଥିଲେ। ତେବେ ରବିବାର ସୁଦ୍ଧା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri