କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ ନୂତନ ଗ୍ରାହକ ଯୋଡ଼ି ପାରିବନି ଏବଂ ନୂଆ କ୍ରେଡିଟ କାର୍ଡ ମଧ୍ୟ ପ୍ରଦାନ...