ନୂଆ ବାସଭବନକୁ ଗଲେ ମୁଖ୍ୟମନ୍ତ୍ରୀ: ପ୍ରଥମେ ଏହି ଘରେ ରହିଥିଲେ ନନ୍ଦିନୀ ଶତପଥୀ
ଭୁବନେଶ୍ୱର, ୭ା୩(ସୁନିତ୍ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ନୂଆ ସରକାରୀ ବାସଭବନରେ ଗୃହପ୍ରବେଶ କରିଛନ୍ତି। ଭୁବନେଶ୍ୱର ଗଭର୍ନର ହାଉସ୍ ଛକରୁ ଏଜି ଛକ ଯିବା ରାସ୍ତାର ବାମପାର୍ଶ୍ୱରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ନିର୍ମିତ ଏହି ବାସଭବନକୁ ଗତ ୨୫ ବର୍ଷ...