ଦୋକାନରେ ଖୁଆଇଲେ, ପରେ ବ୍ରିଜ୍ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’ ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ ପିପିଲି ନିମାପଡ଼ା ଛକର ସ୍ବର୍ଗତ ମହେଶ୍ୱର ବେହେରାଙ୍କ ଝିଅ ଇପ୍ସିତା ବେହେରା(୨୬)। ସେ...