Tag Archives: MP

ଭାଜପା ତଣ୍ଟିରେ ଲାଗିଛି ‘ଶିନ୍ଦେ’ କଣ୍ଟା ! ସାଙ୍ଗରେ ରଖିବାକୁ ଦଳ ଯେତିକି ବାଧ୍ୟ ସେତିକି ଜରୁରୀ, ଅଣଦେଖା କଲେ…

ମୁମ୍ବାଇ,୨୮।୧୧: ଯଦି ଏକନାଥ ସିନ୍ଦେ ନୁହନ୍ତି, ତେବେ ମହାରାଷ୍ଟ୍ରର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ? ଦେବେନ୍ଦ୍ର ଫଡନାଭିସ ଏହି ଦୌଡରେ ସବୁଠାରୁ ଆଗରେ ଥିବା କୁହାଯାଉଛି। ହେଲେ ଯଦି ଶିନ୍ଦେ ମୁଖ୍ୟମନ୍ତ୍ରୀ ନ ହୁଅନ୍ତି ତେବେ ତାଙ୍କ ଭୂମିକା କ’ଣ...

ଏହି ଏମ୍‌ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଲା ଇଡି, ୮୯ କୋଟି ଟଙ୍କାର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୨୮ା୮: ଫେମା ମାମଲାରେ ଇଡି ଜଣେ ଏମ୍‌ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଛି। ତେବେ ଡିଏମ୍‌କେ ଏମ୍‌ପି ଏସ୍‌ ଜଗତରକ୍ଷକ ଏବଂ ତାଙ୍କ ପରିବାର ଉପରେ ଇଡି ଏହି ଜରିମାନା କରିଥିବା ବେଳେ ୮୯ କୋଟି ଟଙ୍କାର...

ମୁଖ୍ୟମନ୍ତ୍ରୀଙ୍କ ପାଇଁ ୨୩୩ କୋଟିର ବିମାନ, ମନ୍ତ୍ରୀଙ୍କ ପାଇଁ କିଣାଗଲା ଦାମୀ ଗାଡ଼ି

ଭୋପାଳ,୧୦।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କ ପାଇଁ କିଣାଯିବ ବିମାନ। ଏହାର ମୂଲ୍ୟ ୨୦୦ କୋଟିରୁ ଊର୍ଦ୍ଧ୍ୱ ବୋଲି କୁହାଯାଉଛି। ଏଥିସହ ମନ୍ତ୍ରୀମାନଙ୍କ ପାଇଁ ଦାମୀ ଗାଡ଼ି ମଧ୍ୟ କିଣାଯାଇସାରିଛି। ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ମନ୍ତ୍ରୀମାନଙ୍କୁ ତାହା...

ଲକ୍ଷାଧିକ ଦରମା ସହ ମିଳିଥାଏ ଅନେକ ସୁବିଧା, ଜାଣନ୍ତୁ ନିର୍ବାଚିତ ଏମ୍‌ପିମାନଙ୍କ ଦରମା କେତେ? କ’ଣ ସେମାନେ ଦିଅନ୍ତି ଟିକସ…

୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟ ସଦସ୍ୟମାନେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଏମ୍‌ପିମାନଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ଜୁନ ୨୪ରୁ ଆରମ୍ଭ ହୋଇଥିବା...

ଜିତିବା ପରେ ବଦଳିଗଲା ଏମ୍‌ପିଙ୍କ ଆଚରଣ; ବିନା ଅନୁମତିରେ କେହି ଭେଟିବାକୁ ଆସିଲେ କାର୍ଯ୍ୟାନୁଷ୍ଠାନ

ଲକ୍ଷ୍ନୌ,୨୨।୬: ଉତ୍ତରପ୍ରଦେଶର ନଗୀନା ଲୋକ ସଭା ଆସନରୁ ଏମ୍‌ପି ଭାବେ ନିର୍ବାଚିତ ହେବା ପରେ ଚନ୍ଦ୍ରଶେଖର ରାବଣଙ୍କ ଆଚରଣ ବଦଳିଯାଇଛି। ବିନା ଅନୁମତିରେ ଏମ୍‌ପିଙ୍କୁ ଭେଟିବାକୁ ପହଞ୍ଚନ୍ତୁ ନାହିଁ ବୋଲି ତାଙ୍କ ଦଳ ଆଜାଦ ସମାଜ ପାର୍ଟୀ ପକ୍ଷରୁ କୁହାଯାଇଛି।...

ଫ୍ରିଜ୍‌ରୁ ମିଳିଥିଲା ଗୋମାଂସ, ୧୧ ଜଣଙ୍କ ଘର ଉପରେ ବୁଲ୍‌ଡୋଜର ଚଢ଼ାଇଲା ପୋଲିସ

ଭୋପାଳ,୧୬।୬: ମଧ୍ୟପ୍ରଦେଶର ମଣ୍ଡଳାରେ ୧୧ଜଣଙ୍କ ଘରେ ଥିବା ଫ୍ରିଜ୍‌ରୁ ଗୋମାଂସ ମିଳିଥିଲା। ପ୍ରଶାସନ ପକ୍ଷରୁ ଉକ୍ତ ଘରଗୁଡ଼ିକୁ ବୁଲଡୋଜର ଚଳାଇ ଭାଙ୍ଗି ଦିଆଯାଇଛି। ଏପରିକି ପୋଲିସ ଘଟଣାସ୍ଥଳରୁ ୧୫୦ ଗାଇଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।...

କେନ୍ଦ୍ରାପଡ଼ାରେ ଏମ୍‌ପିରେ ଭାଜପା, ବିଧାନସଭାରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍‌ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ ଜିଲାର ଏମ୍‌ପି ଆସନରେ ଭାଜପା ଓ ବିଧାନସଭାରେ ବିଜେଡି ପ୍ରାର୍ଥୀମାନେ ଆଗୁଆ...

ପ୍ରଥମ ସାକ୍ଷାତକାରରେ ଭାବପ୍ରବଣ ହେଲେ ସ୍ବାତୀ, କହିଲେ ମୁଁ ଯେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲି…

ନୂଆଦିଲ୍ଲୀ,୨୩ା୫: ପ୍ରଥମଥର ପାଇ ଏଏପିର ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲ ଏକ ସାକ୍ଷାତକାର ଦେଇଛନ୍ତି। ଏହି ସାକ୍ଷାତକାରରେ ସେ କହିଛନ୍ତି, ମେ’ ୧୩ରେ ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଭେଟିବାକୁ ତାଙ୍କ ବାସଭବନକୁ ଯାଇଥିଲେ। ସେଠାରେ କର୍ମଚାରୀମାନେ...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି କରୁଛନ୍ତି। ସିଟ୍‌ ଗଣିବାରେ ବ୍ୟସ୍ତ। କିନ୍ତୁ ଗୋଟିଏ ଗଣିତ ଅଛି, ଯେଉଁଥିରେ ଭାରତ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ...

ଲୋକ ସଭା ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୩ା୪: ଶନିବାର ଲୋକ ସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଏନେଇ ଦଳ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କେନ୍ଦୁଝରରୁ ମୋହନ ହେମ୍ବ୍ରମ, ବାଲେଶ୍ୱରରୁ ଶ୍ରୀକାନ୍ତ ଜେନା, ଭଦ୍ରକରୁ ଅନନ୍ତ ପ୍ରସାଦ ସେଠୀ, ଯାଜପୁରରୁ ଅଞ୍ଚଳ...

କଟିଲା ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁଙ୍କ ଟିକେଟ୍‌, ଏଥର ଧନୁର୍ଜୟ ସିଦ୍ଧୁ କେନ୍ଦୁଝର ବିଜେଡି ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଳମ୍ବରେ ହେଉ ପଛେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର କେନ୍ଦୁଝର ଲୋକ ସଭା ପାଇଁ ପୂର୍ବତନ ବିଧାୟକ ଧନୁର୍ଜୟ ସିଦ୍ଧୁଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଘୋଷଣା ପରେ ଦୀର୍ଘଦିନ ଧରି ଅପେକ୍ଷା କରିଥିବା ତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri