ଲଣ୍ଡନର ହାର୍ଟ ସର୍ଜନ କହି ପାଇଥିଲେ ଚାକିରି, ସର୍ଜରୀ ବେଳେ ୭ ରୋଗୀଙ୍କୁ ମାରିଦେଲେ… ଦମୋହ,୬।୪: ମଧ୍ୟପ୍ରଦେଶର ଦମୋହ ସହରର ଏକ ଘରୋଇ ମିଶନାରି ହସ୍ପିଟାଲରେ ଜଣେ ନକଲି ଡାକ୍ତର ହୃତ୍ପିଣ୍ଡ ଅସ୍ତ୍ରୋପଚାର ବେଳେ ଅନୂ୍ୟନ ୭ ଜଣ ରୋଗୀଙ୍କୁ ମାରିଦେଇଥିବା ଅଭିଯୋଗ ହୋଇଛି। ଜିଲା ଅଧିକାରୀ ଅଭିଯୋଗର ତଦନ୍ତ ଚଳାଇଛନ୍ତି। ମାସେ ମଧ୍ୟରେ ଉକ୍ତ...