Advertisement

MP

ମହିଳାମାନେ ପର୍ସରେ ଲିପ୍‌ଷ୍ଟିକ୍‌, ଲଙ୍କା ପାଉଡର ଏବଂ ରାମପୁରୀ ଛୁରୀ ରଖିବା ଉଚିତ; ମନ୍ତ୍ରୀଙ୍କ ପରାମର୍ଶ…ମହିଳାମାନେ ପର୍ସରେ ଲିପ୍‌ଷ୍ଟିକ୍‌, ଲଙ୍କା ପାଉଡର ଏବଂ ରାମପୁରୀ ଛୁରୀ ରଖିବା ଉଚିତ; ମନ୍ତ୍ରୀଙ୍କ ପରାମର୍ଶ…

ମହିଳାମାନେ ପର୍ସରେ ଲିପ୍‌ଷ୍ଟିକ୍‌, ଲଙ୍କା ପାଉଡର ଏବଂ ରାମପୁରୀ ଛୁରୀ ରଖିବା ଉଚିତ; ମନ୍ତ୍ରୀଙ୍କ ପରାମର୍ଶ…

ମୁମ୍ବାଇ,୯।୩: ମହିଳାମାନେ ନିଜ ପର୍ସରେ ରାମପୁରୀ ଛୁରୀ ରଖିବା ଉଚିତ। କିଛି ଏଭଳି ପରାମର୍ଶ ଦେଇ ଚର୍ଚ୍ଚାରେ ଦେବେନ୍ଦ୍ର ଫଡନବୀସଙ୍କ ସରକାରଙ୍କ ମନ୍ତ୍ରୀ ଗୁଲାବରାଓ ପାଟିଲ। ଅନ୍ତର୍ଜାତୀୟ…

1 month ago
ଭାଜପା ତଣ୍ଟିରେ ଲାଗିଛି ‘ଶିନ୍ଦେ’ କଣ୍ଟା ! ସାଙ୍ଗରେ ରଖିବାକୁ ଦଳ ଯେତିକି ବାଧ୍ୟ ସେତିକି ଜରୁରୀ, ଅଣଦେଖା କଲେ…ଭାଜପା ତଣ୍ଟିରେ ଲାଗିଛି ‘ଶିନ୍ଦେ’ କଣ୍ଟା ! ସାଙ୍ଗରେ ରଖିବାକୁ ଦଳ ଯେତିକି ବାଧ୍ୟ ସେତିକି ଜରୁରୀ, ଅଣଦେଖା କଲେ…

ଭାଜପା ତଣ୍ଟିରେ ଲାଗିଛି ‘ଶିନ୍ଦେ’ କଣ୍ଟା ! ସାଙ୍ଗରେ ରଖିବାକୁ ଦଳ ଯେତିକି ବାଧ୍ୟ ସେତିକି ଜରୁରୀ, ଅଣଦେଖା କଲେ…

ମୁମ୍ବାଇ,୨୮।୧୧: ଯଦି ଏକନାଥ ସିନ୍ଦେ ନୁହନ୍ତି, ତେବେ ମହାରାଷ୍ଟ୍ରର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ? ଦେବେନ୍ଦ୍ର ଫଡନାଭିସ ଏହି ଦୌଡରେ ସବୁଠାରୁ ଆଗରେ ଥିବା କୁହାଯାଉଛି। ହେଲେ…

5 months ago
ଏହି ଏମ୍‌ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଲା ଇଡି, ୮୯ କୋଟି ଟଙ୍କାର ସମ୍ପତ୍ତି ଜବତଏହି ଏମ୍‌ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଲା ଇଡି, ୮୯ କୋଟି ଟଙ୍କାର ସମ୍ପତ୍ତି ଜବତ

ଏହି ଏମ୍‌ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଲା ଇଡି, ୮୯ କୋଟି ଟଙ୍କାର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୨୮ା୮: ଫେମା ମାମଲାରେ ଇଡି ଜଣେ ଏମ୍‌ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଛି। ତେବେ ଡିଏମ୍‌କେ ଏମ୍‌ପି ଏସ୍‌ ଜଗତରକ୍ଷକ ଏବଂ ତାଙ୍କ ପରିବାର…

8 months ago
ମୁଖ୍ୟମନ୍ତ୍ରୀଙ୍କ ପାଇଁ ୨୩୩ କୋଟିର ବିମାନ, ମନ୍ତ୍ରୀଙ୍କ ପାଇଁ କିଣାଗଲା ଦାମୀ ଗାଡ଼ିମୁଖ୍ୟମନ୍ତ୍ରୀଙ୍କ ପାଇଁ ୨୩୩ କୋଟିର ବିମାନ, ମନ୍ତ୍ରୀଙ୍କ ପାଇଁ କିଣାଗଲା ଦାମୀ ଗାଡ଼ି

ମୁଖ୍ୟମନ୍ତ୍ରୀଙ୍କ ପାଇଁ ୨୩୩ କୋଟିର ବିମାନ, ମନ୍ତ୍ରୀଙ୍କ ପାଇଁ କିଣାଗଲା ଦାମୀ ଗାଡ଼ି

ଭୋପାଳ,୧୦।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କ ପାଇଁ କିଣାଯିବ ବିମାନ। ଏହାର ମୂଲ୍ୟ ୨୦୦ କୋଟିରୁ ଊର୍ଦ୍ଧ୍ୱ ବୋଲି କୁହାଯାଉଛି। ଏଥିସହ ମନ୍ତ୍ରୀମାନଙ୍କ ପାଇଁ ଦାମୀ ଗାଡ଼ି…

9 months ago
ଲକ୍ଷାଧିକ ଦରମା ସହ ମିଳିଥାଏ ଅନେକ ସୁବିଧା, ଜାଣନ୍ତୁ ନିର୍ବାଚିତ ଏମ୍‌ପିମାନଙ୍କ ଦରମା କେତେ? କ’ଣ ସେମାନେ ଦିଅନ୍ତି ଟିକସ…ଲକ୍ଷାଧିକ ଦରମା ସହ ମିଳିଥାଏ ଅନେକ ସୁବିଧା, ଜାଣନ୍ତୁ ନିର୍ବାଚିତ ଏମ୍‌ପିମାନଙ୍କ ଦରମା କେତେ? କ’ଣ ସେମାନେ ଦିଅନ୍ତି ଟିକସ…

ଲକ୍ଷାଧିକ ଦରମା ସହ ମିଳିଥାଏ ଅନେକ ସୁବିଧା, ଜାଣନ୍ତୁ ନିର୍ବାଚିତ ଏମ୍‌ପିମାନଙ୍କ ଦରମା କେତେ? କ’ଣ ସେମାନେ ଦିଅନ୍ତି ଟିକସ…

୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟ ସଦସ୍ୟମାନେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ…

10 months ago
ଜିତିବା ପରେ ବଦଳିଗଲା ଏମ୍‌ପିଙ୍କ ଆଚରଣ; ବିନା ଅନୁମତିରେ କେହି ଭେଟିବାକୁ ଆସିଲେ କାର୍ଯ୍ୟାନୁଷ୍ଠାନଜିତିବା ପରେ ବଦଳିଗଲା ଏମ୍‌ପିଙ୍କ ଆଚରଣ; ବିନା ଅନୁମତିରେ କେହି ଭେଟିବାକୁ ଆସିଲେ କାର୍ଯ୍ୟାନୁଷ୍ଠାନ

ଜିତିବା ପରେ ବଦଳିଗଲା ଏମ୍‌ପିଙ୍କ ଆଚରଣ; ବିନା ଅନୁମତିରେ କେହି ଭେଟିବାକୁ ଆସିଲେ କାର୍ଯ୍ୟାନୁଷ୍ଠାନ

ଲକ୍ଷ୍ନୌ,୨୨।୬: ଉତ୍ତରପ୍ରଦେଶର ନଗୀନା ଲୋକ ସଭା ଆସନରୁ ଏମ୍‌ପି ଭାବେ ନିର୍ବାଚିତ ହେବା ପରେ ଚନ୍ଦ୍ରଶେଖର ରାବଣଙ୍କ ଆଚରଣ ବଦଳିଯାଇଛି। ବିନା ଅନୁମତିରେ ଏମ୍‌ପିଙ୍କୁ ଭେଟିବାକୁ ପହଞ୍ଚନ୍ତୁ…

10 months ago
ଫ୍ରିଜ୍‌ରୁ ମିଳିଥିଲା ଗୋମାଂସ, ୧୧ ଜଣଙ୍କ ଘର ଉପରେ ବୁଲ୍‌ଡୋଜର ଚଢ଼ାଇଲା ପୋଲିସଫ୍ରିଜ୍‌ରୁ ମିଳିଥିଲା ଗୋମାଂସ, ୧୧ ଜଣଙ୍କ ଘର ଉପରେ ବୁଲ୍‌ଡୋଜର ଚଢ଼ାଇଲା ପୋଲିସ

ଫ୍ରିଜ୍‌ରୁ ମିଳିଥିଲା ଗୋମାଂସ, ୧୧ ଜଣଙ୍କ ଘର ଉପରେ ବୁଲ୍‌ଡୋଜର ଚଢ଼ାଇଲା ପୋଲିସ

ଭୋପାଳ,୧୬।୬: ମଧ୍ୟପ୍ରଦେଶର ମଣ୍ଡଳାରେ ୧୧ଜଣଙ୍କ ଘରେ ଥିବା ଫ୍ରିଜ୍‌ରୁ ଗୋମାଂସ ମିଳିଥିଲା। ପ୍ରଶାସନ ପକ୍ଷରୁ ଉକ୍ତ ଘରଗୁଡ଼ିକୁ ବୁଲଡୋଜର ଚଳାଇ ଭାଙ୍ଗି ଦିଆଯାଇଛି। ଏପରିକି ପୋଲିସ ଘଟଣାସ୍ଥଳରୁ…

10 months ago
କେନ୍ଦ୍ରାପଡ଼ାରେ ଏମ୍‌ପିରେ ଭାଜପା, ବିଧାନସଭାରେ ବିଜେଡି ଆଗୁଆକେନ୍ଦ୍ରାପଡ଼ାରେ ଏମ୍‌ପିରେ ଭାଜପା, ବିଧାନସଭାରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ାରେ ଏମ୍‌ପିରେ ଭାଜପା, ବିଧାନସଭାରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍‌ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ…

11 months ago
ପ୍ରଥମ ସାକ୍ଷାତକାରରେ ଭାବପ୍ରବଣ ହେଲେ ସ୍ବାତୀ, କହିଲେ ମୁଁ ଯେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲି…ପ୍ରଥମ ସାକ୍ଷାତକାରରେ ଭାବପ୍ରବଣ ହେଲେ ସ୍ବାତୀ, କହିଲେ ମୁଁ ଯେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲି…

ପ୍ରଥମ ସାକ୍ଷାତକାରରେ ଭାବପ୍ରବଣ ହେଲେ ସ୍ବାତୀ, କହିଲେ ମୁଁ ଯେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲି…

ନୂଆଦିଲ୍ଲୀ,୨୩ା୫: ପ୍ରଥମଥର ପାଇ ଏଏପିର ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲ ଏକ ସାକ୍ଷାତକାର ଦେଇଛନ୍ତି। ଏହି ସାକ୍ଷାତକାରରେ ସେ କହିଛନ୍ତି, ମେ’ ୧୩ରେ ସେ ଦିଲ୍ଲୀ…

11 months ago
ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି କରୁଛନ୍ତି।…

11 months ago
ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ କରିଛନ୍ତି।…

12 months ago
ଲୋକ ସଭା ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌ଲୋକ ସଭା ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଲୋକ ସଭା ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୩ା୪: ଶନିବାର ଲୋକ ସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଏନେଇ ଦଳ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କେନ୍ଦୁଝରରୁ ମୋହନ ହେମ୍ବ୍ରମ,…

1 year ago