ଜାଗାବାଡ଼ିକୁ କେନ୍ଦ୍ର କରି ସାନ ଭାଇଙ୍କୁ ହାଣିଲେ ବଡ଼ ମୋରଡ଼ା,୧୬ା୬(ସ୍ମାରକ ମାଜୀ): ଜାଗାବାଡ଼ିକୁ ନେଇ ସାନ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ବଡ଼ ଭାଇ। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜା ପଞ୍ଚାୟତର ଲୁଣଚାଟି ଗାଁରେ। ଘଟଣା ଅନୁଯାୟୀ,ଉକ୍ତ ଗ୍ରାମର...
ସରସରା ହତ୍ୟାକାଣ୍ଡ: ଛତିଶଗଡ଼ରୁ ଧରା ହେଲେ ଜଣେ ଅଭିଯୁକ୍ତ, ଆଉ ଜଣେ ଏବେ ବି ଫେରାର ବରଗଡ଼,୨୪ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ ସୋମବାର ସାଧାରଣ ନିର୍ବାଚନ ନେଇ ମତଦାନ ଚାଲିଥିବାଳେ ବରଗଡ଼ ସଦର ଥାନା ଅର୍ନ୍ତଗତ ସରସରା ଗ୍ରାମରେ ସଂଘଟିତ ହତ୍ୟାକାଣ୍ଡର ଜଣେ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସରସରା...
ପଶ୍ଚିମବଙ୍ଗରେ ପୁଣି ହିଂସା: ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମୃତ୍ୟୁ କୋଲକାତା,୨୩ା୫: ମେ’ ୨୫ରେ ଷଷ୍ଠ ପର୍ଯ୍ୟାୟ ମତଦାନ ପୂର୍ବରୁ ପଶ୍ଚିମବଙ୍ଗରେ ପୁଣି ଥରେ ହିଂସା ଘଟିଛି। ରାଜ୍ୟର ନନ୍ଦିଗ୍ରାମରେ ଭାଜପା-ଟିଏମ୍ସି କର୍ମୀଙ୍କ ମଧ୍ୟରେ ହିଂସା ଘଟିଥିବା ଖବର ଆସିଛି। ବୁଧବାର (୨୨ ମେ’) ରାତିରେ ନନ୍ଦିଗ୍ରାମରେ ତୃଣମୂଳ କଂଗ୍ରେସ (ଟିଏମସି)...
ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର ଲଖନପୁର ଥାନା ବାଣୀପାହା ନିକଟରେ। ମୃତକ ଜଣକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର...
ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦) ମଙ୍ଗଳବାର ବୁଲିବାକୁ ଯାଇ ଭଣଜା ହାତରେ ମୃତ୍ୟୁବରଣ କରିବା ଚର୍ଚ୍ଚାର ବିଷୟ ସାଜିଛି।...
ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ ବଚସାରୁ ଉତ୍ତ୍ୟେକ୍ତ ହୋଇ ବାପା ପୁଅଙ୍କୁ ଭୁଜାଲିରେ ହାଣି ଦେଇଥିଲେ। ଫଳରେ ଘଟଣାସ୍ଥଳରେ...
ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଜଗା ପୋଡିୟମ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାରେ...
ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି ଜଣେ ବ୍ୟକ୍ତି। ଖବର ନେବାରୁ ଜଣାପଡ଼ିଛି ଉକ୍ତ ବ୍ୟକ୍ତି ଜଣଙ୍କ ତାଙ୍କ ଭାଇବୋହୂ...
ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି ଅଭାବନୀୟ ଘଟଣା ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତୁମ୍ବାଗୁଡ଼ା ଗ୍ରାମରେ ଦେଖିବାକୁ...
କ୍ଲବ ଘର ବାହାରେ ପଡ଼ିଛି ଖଣ୍ଡା, ଭିତରେ ପଡ଼ିଛି ଯୁବକଙ୍କ ମୃତଦେହ ବାଙ୍କୀ,୧୨ା୪: କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ଗାଁରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଥିବା ନୂଆସାହି କ୍ଲବ ଘର ଭିତରୁ ଜଣେ ଯୁବକଙ୍କର ମୃତଦେହ ଜବତ ହୋଇଥିବା ବେଳେ ଘର ବାହାରେ ଖଣ୍ଡା, ମୋବାଇଲ...
କେରଳରେ ପ୍ରେମିକାଙ୍କୁ ହତ୍ୟା, କନ୍ଧମାଳରୁ ଗିରଫ ହେଲେ ପ୍ରେମିକ ବାଲିଗୁଡ଼ା,୧୦ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଯୁବକ ଓ ଯୁବତୀ ଦୁହେଁ କନ୍ଧମାଳ ଜିଲାର। ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। କାମଧନ୍ଦା ପାଇଁ କେରଳ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ ପ୍ରେମିକାଙ୍କୁ ହତ୍ୟା କରିଥିଲେ ପ୍ରେମିକ। ଏହି ଘଟଣାରେ କେରଳ ପୋଲିସ...
ନୃଶଂସ ଭାବେ ବେକ କାଟି ହତ୍ୟା କରି ଫିଙ୍ଗିଦେଲେ, ରକ୍ତ ଜୁଡୁବୁଡ଼ୁ ମୃତଦେହ ଜବତ କଲା ପୁରୀ ପୋଲିସ ପୁରୀ,୩।୪(ଅଜିତ୍ ମହାନ୍ତି): ପୁରୀ ସମୁଦ୍ରକୂଳ ଥାନା ଅଞ୍ଚଳରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଚକ୍ରତୀର୍ଥ ରୋଡ ସମୁଦ୍ର କୂଳ ଥାନା ଅନ୍ତର୍ଗତ ନାରାୟଣ ପ୍ୟାଲେସ ଗ୍ରାମ୍ୟ ବ୍ୟାଙ୍କ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜବତ କରାଯାଇଛି।...