Advertisement

National

‘ଶେଷ ନିଃଶ୍ୱାସ ଯାଏ ଲଢ଼ିବି…’ମାୟାବତୀଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ମୁହଁ ଖୋଲିଲେ ଆକାଶ ଆନନ୍ଦ‘ଶେଷ ନିଃଶ୍ୱାସ ଯାଏ ଲଢ଼ିବି…’ମାୟାବତୀଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ମୁହଁ ଖୋଲିଲେ ଆକାଶ ଆନନ୍ଦ

‘ଶେଷ ନିଃଶ୍ୱାସ ଯାଏ ଲଢ଼ିବି…’ମାୟାବତୀଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ମୁହଁ ଖୋଲିଲେ ଆକାଶ ଆନନ୍ଦ

ଲକ୍ଷ୍ନୌ,୯।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ମାୟାବତୀ ନିଜର ପୁତୁରା ଆକାଶ ଆନନ୍ଦଙ୍କୁ ଦଳର ସମସ୍ତ ପଦବୀରୁ ହଟାଇ ଦେଇଛନ୍ତି। ଏପରିକି…

12 months ago
‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’

‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ଜାରି…

12 months ago
‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’

‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’

ଗାନ୍ଧିନଗର,୪।୫: ମୋଦି ନିଜେ ରାଜା, ହେଲେ ମୋ’ ଭାଇଙ୍କୁ ରାଜକୁମାର କୁହନ୍ତି। କିଛି ଏଭଳି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା…

12 months ago
ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ରାଜ୍ୟ…

12 months ago
ବଡ଼ କାର୍ଯ୍ୟାନୁଷ୍ଠାନ, ଝାଡ଼ଖଣ୍ଡ କଂଗ୍ରେସର ‘ଏକ୍ସ’ ଆକାଉଣ୍ଟ ବନ୍ଦବଡ଼ କାର୍ଯ୍ୟାନୁଷ୍ଠାନ, ଝାଡ଼ଖଣ୍ଡ କଂଗ୍ରେସର ‘ଏକ୍ସ’ ଆକାଉଣ୍ଟ ବନ୍ଦ

ବଡ଼ କାର୍ଯ୍ୟାନୁଷ୍ଠାନ, ଝାଡ଼ଖଣ୍ଡ କଂଗ୍ରେସର ‘ଏକ୍ସ’ ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୨।୫: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ନକଲି ଭିଡିଓ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ। ଝାଡ଼ଖଣ୍ଡ କଂଗ୍ରେସର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଆକାଉଣ୍ଟକୁ ବ୍ୟାନ୍‌ କରିଦିଆଯାଇଛି।…

12 months ago
‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ ଏହି…

12 months ago
ଏହି ଦିନ ନାମାଙ୍କନପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ ମୋଦି: ବିଶେଷ ମୂହୁର୍ତ୍ତ ସହ ରହିଛି ଏଭଳି ସଂଯୋଗ !ଏହି ଦିନ ନାମାଙ୍କନପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ ମୋଦି: ବିଶେଷ ମୂହୁର୍ତ୍ତ ସହ ରହିଛି ଏଭଳି ସଂଯୋଗ !

ଏହି ଦିନ ନାମାଙ୍କନପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ ମୋଦି: ବିଶେଷ ମୂହୁର୍ତ୍ତ ସହ ରହିଛି ଏଭଳି ସଂଯୋଗ !

ନୂଆଦିଲ୍ଲୀ,୩୦।୪: ଭାରତୀୟ ଜନତା ପାର୍ଟି(ଭାଜପା) ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୂର୍ଣ୍ଣ ଶକ୍ତି ସହିତ ନାମାଙ୍କନ ଭରିିବେ। ଏକ ବିଶେଷ ସମୟରେ ଏହି ନାମାଙ୍କନ ପ୍ରକ୍ରିୟା ଶେଷ…

12 months ago
ଭାରତୀୟ ନୌସେନାକୁ ମିଳିଲା ନୂତନ ମୁଖ୍ୟ; ଆଡମିରାଲ ଦୀନେଶ ତ୍ରିପାଠୀ ସମ୍ଭାଳିବେ ଦାୟିତ୍ୱଭାରତୀୟ ନୌସେନାକୁ ମିଳିଲା ନୂତନ ମୁଖ୍ୟ; ଆଡମିରାଲ ଦୀନେଶ ତ୍ରିପାଠୀ ସମ୍ଭାଳିବେ ଦାୟିତ୍ୱ

ଭାରତୀୟ ନୌସେନାକୁ ମିଳିଲା ନୂତନ ମୁଖ୍ୟ; ଆଡମିରାଲ ଦୀନେଶ ତ୍ରିପାଠୀ ସମ୍ଭାଳିବେ ଦାୟିତ୍ୱ

ନୂଆଦିଲ୍ଲୀ,୩୦।୪: ଭାରତୀୟ ନୌସେନାକୁ ମିଳିଛି ନୂତନ ମୁଖ୍ୟ। ଆଡମିରାଲ ଦୀନେଶ କୁମାର ତ୍ରିପାଠୀ ମଙ୍ଗଳବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ନୌସେନାର ଉପମୁଖ୍ୟ…

12 months ago
ଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତ

ଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତ

ପୁଣେ,୨୮।୪: ଦେଶରେ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଛି। ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନର ୨ ପର୍ଯ୍ୟାୟ ଶେଷ ହୋଇଛି।…

12 months ago
ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ । ଏଥିରେ…

12 months ago
ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର ରଣନୀତି…

1 year ago
‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ ପାଠକଙ୍କ…

1 year ago