ନେଚର ପାର୍କରେ ନଷ୍ଟ ହେଲାଣି ଫାଇବର ପ୍ରତିମୂର୍ତ୍ତି, ଜଳ ଫୁଆରା, ମୁହଁ ଫେରାଉଛନ୍ତି ପର୍ଯ୍ୟଟକ ଦାରିଙ୍ଗବାଡ଼ି,୨୩ା୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବୁଲି ଆସୁଥିବା ପର୍ଯ୍ୟଟକ ଏବେ ଏକାଧିକ ପର୍ଯ୍ୟଟନକ୍ଷେତ୍ରର ଅବ୍ୟବସ୍ଥାକୁ ଦେଖି ନାକ ଟେକିବା ଆରମ୍ଭ କରିଛନ୍ତି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ରହିଛି, ଯାହା ଏକ ଦଶନ୍ଧି ପୂର୍ବରୁ ଏହାର...