ମୁଖ୍ୟମନ୍ତ୍ରୀଙ୍କ ‘ମିଛ ଓ ଗୁଜବ’ ମନ୍ତବ୍ୟକୁ ନେଇ ଏମିତି ପ୍ରତିକ୍ରିୟା ଦେଲେ ମନମୋହନ ସାମଲ ଭୁବନେଶ୍ୱର,୧୦।୩(ଅସମାପିକା ସାହୁ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ କାତ୍ତିକ ପାଣ୍ଡିଆନ୍ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ତାଙ୍କର ସୋସିଆଲ ମିଡିଆରେ ଏହି ଭିଡିଓ ଶେୟାର କରିଛନ୍ତି।...
ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର, ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ ଭୁବନେଶ୍ୱର,୨୭।୨: ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ବଡ଼ ଉପହାର । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ। ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦...
ଅଟଳ ବିହାରୀ ବାଜପେୟୀଙ୍କ ଆଶୀର୍ବାଦରେ ମୁଖ୍ୟମନ୍ତ୍ରୀ ହେବା ପରେ ସ୍ବାର୍ଥ ଲାଗି ଭାଜପା ଛଡ଼ିଥିଲେ ନବୀନ ବାବୁ: ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ୱର,୨୧।୧: ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ଭାଜପାରେ ଯୋଗ ଦେଇଛନ୍ତି। ଏ ନେଇ ସେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ଭାଜପାରେ ମିଶିଛି। ଏହା ସହ ଓଡ଼ିଶାରେ ଅନ୍ଧ, ମୂକ...
ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ: ଜଳସେଚନ ପ୍ରକଳ୍ପ, କ୍ୟାନସର ହସ୍ପିଟାଲ କଲେ ଲୋକାର୍ପଣ ବରଗଡ଼,୨୦।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ ବରଗଡ଼ ଜିଲା ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି । ପ୍ରଥମେ ଜିଲାର ବିଜେପୁର ବ୍ଲକର କନାପାଲିରେ ପହଞ୍ଚି ଗଙ୍ଗାଧର ପ୍ରକଳ୍ପର ମଡେଲସ୍ଥଳକୁ ପରିଦର୍ଶନ କରିଥିଲେ। ପରେ ଆୟୋଜିତ ଜନସଭାରେ...
କେବଳ ଓଡ଼ିଶାରେ ନୁହେଁ ଦେଶରେ ପ୍ରଥମ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ଭୁବନେଶ୍ୱର,୧୯। ୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେବଳ ରାଜ୍ୟ ନୁହେଁ ଦେଶରେ ମଧ୍ୟ ଲୋକପ୍ରିୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁଠାରୁ ଅଧିକ ଲୋକପ୍ରିୟ ସିଏମ୍ । ‘ମୁଡ ଅଫ ଦି ନେସନ’ ସର୍ଭେ ରିପୋର୍ଟ ଅନୁଯାୟୀ, ଜନପ୍ରିୟ ନେତା ଭାବେ...
ଜଗତସିଂହପୁର ଗସ୍ତରେ ଯାଇ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନେ ପକାଇଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୧୬।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜଗତସିଂହପୁର ଜିଲା ଗସ୍ତରେ ଯାଇ ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାରାଦୀପ ଆସିଲେ ମୋର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନକୁ ଆସେ...
୩୪ ହଜାର ୮୧୦ ଜଣ ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି: ପାରାଦୀପ୍ରେ ୩ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଜଗତ୍ସିଂହପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରାଦୀପରେ ୩ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଜେଏସ୍ଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ...
ଶେରଗଡକୁ ଏନଏସି ମାନ୍ୟତା ଦେଲେ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର,୧୪।୨: ଗଞ୍ଜାମ ଜିଲା ଶେରଗଡକୁ ଏନଏସି ମାନ୍ୟତା ମିଳିଛି। ଏନଏସି ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଶେରଗଡ ସଭାରେ ସମ୍ବୋଧନ ବେଳେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଏଭଳି ଘୋଷଣା ପରେ...
ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ ଦେଲା ବିଜେଡି, ମୁଖ୍ୟମନ୍ତ୍ରୀ କହିଲେ… ଭୁବନେଶ୍ବର,୧୪।୨: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। କେନ୍ଦ୍ର ରେଳମନ୍ତ୍ରୀଙ୍କୁ ବିଜେଡି ପୁଣି ଥରେ ସମର୍ଥନ ଦେଇଛି। ଏ ନେଇ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧିବଦ୍ଧ ଭାବେ ସମର୍ଥନ ଘୋଷଣା କରିଛନ୍ତି। ପ୍ରେସ...
ଯୁକ୍ତ ୩ ଓ ପିଜି ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟ ମନ୍ତ୍ରୀ, ବର୍ଷକୁ ମିଳିବ… ଯାଜପୁର, ୧୩।୨: ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି ।...
ଭି.ସୁଜ୍ଞାନ କୁମାରୀ ଦେଓ କିଏ, ଯାହାଙ୍କୁ ଭେଟିବାକୁ ଅଚାନକ ଚେନ୍ନାଇ ଗଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୯ା୨(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସନ୍ଧ୍ୟାରେ ସ୍ବତନ୍ତ୍ର ବିମାନ ଯୋଗେ ଚେନ୍ନାଇ ଯାଇଛନ୍ତି। ବିଜେଡିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲକୁ ଗସ୍ତ...
ଆଜି ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ, କର୍ମୀମାନଙ୍କୁ ମନ୍ତ୍ର ଦେବେ ନବୀନ ଭୁବନେଶ୍ୱର,୧୪।୧୨(ଅନିଲ ଦାସ): ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ପୂର୍ବାହ୍ନରେ ଶଙ୍ଖ ଭବନରେ ଅନୁଷ୍ଠିତ ହେବ। ଏଥିରେ ସଭାପତି ନବୀନ ପଟ୍ଟନାୟକ ଦଳୀୟ ନେତା ଓ କର୍ମୀମାନଙ୍କୁ ସମ୍ବୋଧନ କରିବେ। ରାଜ୍ୟ କାର୍ଯ୍ୟକାରିଣୀର ସମସ୍ତ ସଦସ୍ୟା, ସଦସ୍ୟଙ୍କ ସହ ସମସ୍ତ...