Tag Archives: nepal

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଥରିଲା କୋଠା, ଦେଖନ୍ତୁ ଭିଡିଓ

କାଠମାଣ୍ଡୁ,୨୮।୨: ନେପାଳରେ ଶୁକ୍ରବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରହିଛି। ସମଗ୍ର ହିମାଳୟ ଅଞ୍ଚଳରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି। ଦୁଇଥର ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ପ୍ରଥମ ଥର ପାଇଁ କାଠମାଣ୍ଡୁ...

ଉଡ଼ାଣ ବେଳେ ଜଳିଗଲା ବିମାନ, କ୍ର୍ୟୁ ସଦସ୍ୟଙ୍କୁ ମିଶାଇ ଥିଲେ ୧୯ ଜଣ

ନୂଆଦିଲ୍ଲୀ,୨୪।୦୭: ନେପାଳରୁ ଏକ ଦୁର୍ଘଟଣାର ବଡ ଖବର ସାମ୍ନାକୁ ଆସିଛି । କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ବିମାନ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁଯାୟୀ, ବିମାନବନ୍ଦରରେ ବିମାନଟି ଉଡ଼ାଣ ଭରୁଥିବା ବେଳେ ଏହା...

ବହୁମତ ହାସଲରେ ବିଫଳ ପରେ ଭାଙ୍ଗିଲା ସରକାର, ପ୍ରଧାନମନ୍ତ୍ରୀ ଦେଲେ ଇସ୍ତଫା

ନୂଆଦିଲ୍ଲୀ, ୧୨।୦୭: ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହଲ ପ୍ରଚଣ୍ଡଙ୍କୁ ବଡ଼ ଝଟ୍‌କା ଲାଗିଛି । ପ୍ରଚଣ୍ଡ ସଂସଦରେ ଫ୍ଲୋର ଟେଷ୍ଟରେ ବହୁମତ ହାସଲ କରିବାରେ ବିଫଳ ହୋଇଛନ୍ତି । ୧୯ ମାସ ସରକାରରେ ରହିବା ପରେ ଏବେ ତାଙ୍କୁ...

ପ୍ରଧାନମନ୍ତ୍ରୀ ପଦରୁ ହଟାଇବାକୁ ଚାଲିଛି ବଡ଼ ଯୋଜନା

କାଠମାଣ୍ଡୁ,୩ା୭(ପି.ଟି.) : ନେପାଳ ପ୍ରଧାନମନ୍ତ୍ରୀ ପଦରୁ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ଙ୍କୁ ହଟାଇବା ପାଇଁ ଦୁଇ ବୃହତ୍‌ ଦଳ ନେପାଳୀ କଂଗ୍ରେସ ଏବଂ ସିପିଏନ୍‌-ୟୁଏମ୍‌ଏଲ୍‌ ମଧ୍ୟରେ ସୋମବାର ରାତିଅଧିଆ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଉକ୍ତ ଡିଲ୍‌ ଅନୁଯାୟୀ ମେଣ୍ଟ ସରକାର...

ରେକର୍ଡ କଲେ ନେପାଳ ପର୍ବତାରୋହୀ, ଏଭ୍‌ରେଷ୍ଟ ଚଢ଼ିଲେଣି ଏତିକି ଥର…

କାଠମାଣ୍ଡୁ,୧୨ା୫: ନେପାଳର ‘ଏଭରେଷ୍ଟ ମ୍ୟାନ୍‌’ ଭାବରେ ଜଣାଶୁଣା କାମି ରୀତା ଶେର୍ପା ରବିବାର ୨୯ତମ ଥର ପାଇଁ ବିଶ୍ୱର ସର୍ବୋଚ୍ଚ ଶିଖର ମାଉଣ୍ଟ ଏଭରେଷ୍ଟ ଉପରକୁ ଚଢ଼ି ନିଜର ରେକର୍ଡ ଭାଙ୍ଗିଛନ୍ତି। ୫୪ ବର୍ଷୀୟ ଶେର୍ପା ପର୍ବତାରୋହୀ ତଥା ଗାଇଡ୍‌...

ନେପାଳ ଜନସଂଖ୍ୟା ବୃଦ୍ଧିରେ ଲାଗିଲା ରୋକ, ଅବସ୍ଥା ଖରାପ

ନୂଆଦିଲ୍ଲୀ,୯।୫: ନେପାଳର ଜନସଂଖ୍ୟା ବୃଦ୍ଧି କ୍ରମାଗତ ଭାବେ ହ୍ରାସ ପାଉଛି। ଗତ ଦଶନ୍ଧିରେ ନେପାଳର ଜନସଂଖ୍ୟା ଅଭିବୃଦ୍ଧି ହାର ପ୍ରତିବର୍ଷ ୦.୯୨ ପ୍ରତିଶତ ରହିଛି। ଗତ ୮ ଦଶନ୍ଧି ମଧ୍ୟରେ ଏହା ସର୍ବନିମ୍ନ ଅଟେ। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନଏସଓ)...

ନେପାଳ ପିଏମ୍‌ଙ୍କ ପାଖରେ ୨୫ ମନ୍ତ୍ରଣାଳୟ; ପ୍ରଧାନମନ୍ତ୍ରୀ ହିଁ ପ୍ରତିରକ୍ଷା ମନ୍ତ୍ରୀ-ବୈଦେଶିକ ମନ୍ତ୍ରୀ-ଗୃହ ମନ୍ତ୍ରୀ…

କାଠମାଣ୍ଡୁ,୬।୩: ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ ନେପାଳ କଂଗ୍ରେସ ସହ ପୁରୁଣା ସହଭାଗିତାକୁ ଭାଙ୍ଗି ଏକ ନୂତନ ସରକାର ଗଠନ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱରେ ନେପାଳର ଦ୍ୱିତୀୟ ବୃହତ୍ତମ ଦଳ କମ୍ୟୁନିଷ୍ଟ...

ରାମ ମନ୍ଦିର ଉଦଘାଟନରେ ନେପାଳର ୨୧ ହଜାର ପୁରୋହିତ କରିବେ ଏହି ସ୍ବତନ୍ତ୍ର କାମ…

ଅଯୋଧ୍ୟା,୧୧।୧ : ଅଯୋଧ୍ୟାରେ ଶ୍ରୀ ରାମ ମନ୍ଦିରର ଉଦଘାଟନ ପାଇଁ ପ୍ରସ୍ତୁତି ଚାଲିଛି। କିନ୍ତୁ ଏହା ପୂର୍ବରୁ ଅଯୋଧ୍ୟାରେ ରାମ ନାମ ମହା ଯଜ୍ଞ ଅନୁଷ୍ଠିତ ହେବ। ବିଶେଷ କଥା ହେଉଛି ନେପାଳର ୨୧ ହଜାର ପୁରୋହିତଙ୍କ ଦ୍ୱାରା ଏହି...

ଚାଇନା ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଇଲା ନେପାଳ

କାଠମାଣ୍ଡୁ,୧୩ା୧୧: ନେପାଳର ପୁଷ୍ପ କମଲ ଦହଲ ସରକାର ଚାଇନା ବିରୋଧରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ନେପାଳର ଯୋଗାଯୋଗ ମନ୍ତ୍ରୀ ସୋମବାର କହିଛନ୍ତି, କ୍ୟାବିନେଟ୍‌ ବୈଠକରେ ନେପାଳ ସରକାର ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଏପରି...

ନେପାଳରେ ଆସିବ ଆହୁରି ଶକ୍ତିଶାଳୀ ଭୂମିକମ୍ପ! ୮.୦ ରୁ ଅଧିକ ତୀବ୍ରତାର ଭୂକମ୍ପ ଆସିବା ଚେତାବନୀ ଦେଲେ ବୈଜ୍ଞାନିକ

ନୂଆଦିଲ୍ଲୀ,୭/୧୧: ନେପାଳରେ ଗତ କିଛି ମାସ ହେବ ବଡ଼ ଭୂମିକମ୍ପ ଲାଗି ରହିଛି। ନିକଟରେ ୫.୪ ତୀବ୍ରତାର ଭୂମିକମ୍ପ ପ୍ରଭାବରେ କ୍ଷୟକ୍ଷତିରୁ ଲୋକମାନେ ଭାରି ନଥିବା ବେଳେ ପାହାଡି ଦେଶରେ ଆହୁରି ଶକ୍ତିଶାଳୀ ଭୂମିକମ୍ପ ଆସିବା ନେଇ ଚେତାବନୀ ଦେଇଛନ୍ତି।...

ଶୋଇଥିବା ବେଳେ ହୋଇଥିଲା ଭୂକମ୍ପ, ବଢ଼ିଚାଲିଛି ମୃତକଙ୍କ ସଂଖ୍ୟା

କାଠମାଣ୍ଡୁ,୪ା୧୧: ଶୁକ୍ରବାର ରାତିରେ ନେପାଳରେ ହୋଇଥିବା ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ଭୂକମ୍ପ ୮ ବର୍ଷ ମଧ୍ୟରେ ସବୁଠାରୁ ଭୟଙ୍କର ଭୂକମ୍ପ ବୋଲି କୁହାଯାଉଛି। ଏହି ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା ୧୫୭ ଲୋକ ପ୍ରାଣ ହରାଇ ସାରିଲେଣି। ହଜାର...

ନେପାଳରେ ଅନୁଭୂତ ହେଲା ଶକ୍ତିଶାଳୀ ଭୂମିକମ୍ପ, ରିକ୍ଟର ସେଲରେ ତୀବ୍ରତା ୬.୧

ନୂଆଦିଲ୍ଲୀ, ୨୨।୧୦: ପାହାଡ଼ି ଦେଶ ନେପାଳରେ ସକାଳୁ ସକାଳୁ ୬.୧ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ସକାଳ ୭ତା ୩୯ ମିନିଟ ସମୟରେ ଭୂକମ୍ପ ହୋଇଥିଲା ଯାହା ଦେଶର ବିଭିନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image