ଭୁବନେଶ୍ୱର,୨୪।୯: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ୧୩୧ତମ ରାଜ୍ୟସ୍ତରୀୟ ଏକକ ବାତାୟନ କମିଟି ( ସିଙ୍ଗଲ ଓ୍ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି) ବୈଠକ ଆଜି ଅପରାହ୍ଣରେ…