ନୂଆଦିଲ୍ଲୀ,୧୬ା୧୦: ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍…