ହ୍ରାସ ପାଉଛି କର ସଂଗ୍ରହ, ସିଗାରେଟ ଉପରୁ ବ୍ୟାନ୍ ହଟାଇବେ ନ୍ୟୁଜିଲାଣ୍ଡ ସରକାର ନୂଆଦିଲ୍ଲୀ,୨୭।୧୧: ବିଶ୍ୱର ପ୍ରଥମ ଦେଶ ଭାବେ ସିଗାରେଟ ବ୍ୟାନ୍ କରିଥିବା ନ୍ୟୁଜିଲାଣ୍ଡ ସରକାର ଏହି ପ୍ରତିବନ୍ଧକକୁ ହଟାଇବାକୁ ଯାଉଛନ୍ତି। ଦେଶରେ କର ସଂଗ୍ରହ ହ୍ରାସ ପାଉଥିବା ଚିନ୍ତା ଦର୍ଶାଇ ନୂତନ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଦେଶରେ ଥିବା ଜସିଣ୍ଡା...