କ୍ୟାପିଟାଲ ହସ୍ପିଟାଲରେ ଡଷ୍ଟବିନରୁ ମିଳିଲା ନବଜାତକଙ୍କ ମୃତଦେହ ଭୁବନେଶ୍ୱର,୨୩।୯: କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଯାଏ ମହିଳାଙ୍କୁ ସଶକ୍ତ କରିବା ଲାଗି ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ଏବେ ବି ଅଲୋଡା ଶିଶୁକନ୍ୟା। ସୋମବାର ଏକ ଆଶ୍ଚର୍ଯ୍ୟଜନକ ଘଟଣା କ୍ରମେ...