ଡିଭାଇଡର୍ ଉପରେ ଚଢ଼ିଗଲା କାର୍, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ...