ସ୍ୱୀକାର କଲେ ଜଷ୍ଟିନ ଟ୍ରୁଡୋ, କାନାଡ଼ା ପାଖରେ ନାହିଁ ନିଜ୍ଜାର ହତ୍ୟାର ପ୍ରମାଣ ନୂଆଦିଲ୍ଲୀ, ୧୬ା୧୦: ବୁଧବାର କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସ୍ୱୀକାର କରିଛନ୍ତି ଯେ କାନାଡା ମାଟିରେ ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ହତ୍ୟାକୁ ନେଇ ତାଙ୍କ ସରକାର ଭାରତକୁ ପ୍ରକୃତ ପ୍ରମାଣ ଦେଇନାହାଁନ୍ତି। ତେବେ ଏହି ଘଟଣାରେ ଟ୍ରୁଡୋ...