ପୁରୀ,୧୯ା୭(ଅଜିତ୍ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ମହାପ୍ରଭୁ। ଭଉଣୀଭାଇଙ୍କ ସହ ସିଂହଦ୍ୱାର ସମ୍ମୁଖରେ ତିନିରଥ ଉପରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ।…