ଅବପାତରେ ପରିଣତ ହେଲା ଲଘୁଚାପ; ୪ ଜିଲାକୁ ରେଡ୍ ଓ୍ବାର୍ନିଂ ଭୁବନେଶ୍ୱର,୧୯।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ପୁରୀ ଠାରୁ ଦକ୍ଷିଣପୂର୍ବ ଦିଗରେ ପ୍ରାୟ ୭୦ କିମି ଦୂରରେ ଏବଂ ଗୋପାଳପୁରରୁ ପୂର୍ବରେ ୧୩୦ କିମି ଦୂରରେ ଏବେ ଅବପାତ ରହିଛି। ଆସନ୍ତା କାଲି ସକାଳ ସୁଦ୍ଧା...