OISF-OSSF ରେ ଖୁବ୍ଶୀଘ୍ର ୧୨୦୦୦ ପୋଲିସ ପଦବୀ ପୂରଣ କରାଯିବ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପ୍ରାୟ ୧୨,୦୦୦ ଖାଲି ପୋଲିସ ପଦବୀ ପୂରଣ ପାଇଁ ଏକ ଯୋଜନା ଉନ୍ମୋଚନ କରିଛନ୍ତି। ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ତାଙ୍କର ସାକ୍ଷାତ ପରେ ଏହି ଘୋଷଣା କରାଯାଇଛି।...
ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ବଡ଼ ଶିଳ୍ପ ପାଇଁ ହେବ ବୁଝାମଣାପତ୍ର ସ୍ୱାକ୍ଷରିତ ଭୁବନେଶ୍ୱର,୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏଠାରେ ରାଜ୍ୟ ସରକାର ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (IOCL), ପେଟ୍ରୋନେଟ LNG, ଏବଂ ଇଣ୍ଡିଆନ ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ ସମେତ ପ୍ରମୁଖ ଉଦ୍ୟୋଗ ସହିତ...
ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୨୬ା୩: ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ”ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ମୋଟାମୋଟି ଭାବେ ଶାନ୍ତିପୂର୍ଣ୍ଣ ଅଛି। ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସାମ୍ପ୍ରଦାୟିକ...
ବଢ଼ିଲା ମୁଖ୍ୟମନ୍ତ୍ରୀ ଆର୍ଥିକ କ୍ଷମତା: ଏଣିକି ୧୦୦ କୋଟି ଟଙ୍କା ପର୍ଯ୍ୟନ୍ତ ମଞ୍ଜୁରୀ କରିପାରିବେ, ମନ୍ତ୍ରୀ, ସଚିବଙ୍କ ହେଲା ସୁବିଧା ଭୁବନେଶ୍ୱର,୧୧।୩: ନିର୍ଣ୍ଣୟ ଗ୍ରହଣକୁ ସୁବ୍ୟବସ୍ଥିତ କରିବା ଏବଂ ସ୍ୱଚ୍ଛତା ବୃଦ୍ଧି କରିବା ପାଇଁ ଓଡିଶା ସରକାର ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଏବଂ ବରିଷ୍ଠ ଅମଲାଙ୍କ ପାଇଁ ଆର୍ଥିକ ଅନୁମୋଦନ ସୀମା ପୁନଃଗଠନ କରିଛନ୍ତି। ଆର୍ଥିକ କ୍ଷମତା ନିୟମ, ୧୯୭୮ ରେ ସଂଶୋଧନର...
ଗତ ୫ ବର୍ଷ ମଧ୍ୟରେ ଓଡ଼ିଶାରେ ୭୨ ଜଣ ଛାତ୍ର ଆତ୍ମହତ୍ୟା କରିଛନ୍ତି: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୧୦ା୩: ଗତ ୫ ବର୍ଷ ମଧ୍ୟରେ ଓଡ଼ିଶାରେ ମୋଟ ୭୨ ଜଣ ଛାତ୍ର ଆତ୍ମହତ୍ୟା କରି ମୃତ୍ୟୁବରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ଛାତ୍ର ଆତ୍ମହତ୍ୟା ଏବଂ ଏହି ଘଟଣା ପଛର...
‘ଆମେ ମିଛ କହିବା ସରକାର ନୁହଁ, କାମ କରିବା ସରକାର’: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୩ା୩: ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ନବମ ପାଳି। ଲୋକଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି ସରକାର। ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ...
ମହାନଦୀରେ ନିର୍ମାଣ ହେବ ୧୬ ଡ୍ୟାମ୍, ୧୫ ବ୍ୟାରେଜ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୨୧।୨(ବନ୍ଦନା ସେଠୀ): ରାଜ୍ୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ମହାନଦୀରେ ଆଉ ୧୬ ଡ୍ୟାମ୍ ଏବଂ ୧୫ ବ୍ୟାରେଜ୍ ପ୍ରକଳ୍ପ ନିର୍ମାଣ ହେବ। ଏଥିସହ ମହାନଦୀରେ ୪୧ଟି ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକ୍ଚର ନିର୍ମାଣ କରିବାକୁ ଯୋଜନା ରହିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ...
Odisha Budget 2025-26: ୨.୯୦ ଲକ୍ଷ କୋଟିର ବଜେଟ୍, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ଟଙ୍କା ଭୁବନେଶ୍ୱର,୧୭।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଯିଏକି ନିଜ ନିକଟରେ ଅର୍ଥ...
ପୂର୍ବତନ କଂଗ୍ରେସ ସଭାପତି ଜୟଦେବ ଜେନାଙ୍କୁ ମିଳିଲା ହତ୍ୟା ଧମକ, ଅଧ ରାତିରେ ଫୋନ୍ କରି କଥା ହେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ୬।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ଜୟଦେବ ଜେନାଙ୍କୁ ଦିଆଯାଇଥିବା ହତ୍ୟା ଧମକ ଉପରେ ଗଭୀର ଚିନ୍ତା ପ୍ରକାଶ କରିଛନ୍ତି ଏବଂ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ...
ନିଯୁକ୍ତି ପାଇବେ ୨୭୬୭ ଜଣ ଅଧ୍ୟକ୍ଷ, ଶିକ୍ଷକ-ଶିକ୍ଷୟିତ୍ରୀ, ମୁଖ୍ୟମନ୍ତ୍ରୀ କରିବେ… ଭୁବନେଶ୍ୱର, ୬।୨: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ଆମ ରାଜ୍ୟ ସରକାରଙ୍କ ପ୍ରାଥମିକତା । ଏହିକ୍ରମରେ ଭୁବନେଶ୍ବର ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଆସନ୍ତାକାଲି ଆୟୋଜିତ ହେବ ନିଯୁକ୍ତି...
ଷୋଡଶ ଅର୍ଥ କମିଶନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ଆଗାମୀ ପାଞ୍ଚ ବର୍ଷ ପାଇଁ କଲେ ଏତିକି କୋଟି ଦାବି ଭୁବନେଶ୍ୱର,୬।୧: ୨୦୨୬-୩୧ ବର୍ଷ ପାଇଁ ରାଜ୍ୟ ସରକାର ଓଡିଶା ପାଇଁ ୧୨,୫୯,୧୪୮ କୋଟି ଟଙ୍କାର ଦାବି ଉପସ୍ଥାପନ କରିଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୬ଶ ଅର୍ଥ କମିଶନଙ୍କ ସହିତ ଆଲୋଚନା ପରେ ଗଣମାଧ୍ୟମ ଆଗରେ ବିବୃତ୍ତିରଖି ଏହା...
ବଦ୍ରି ପାତ୍ରଙ୍କ ବିସ୍ଫୋରକ ବୟାନ, ରାଜ୍ୟ ସରକାରଙ୍କୁ କଲେ ସମାଲୋଚନା, କହିଦେଲେ ମଞ୍ଜ କଥା ଭୁବନେଶ୍ୱର,୩୧।୧: ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର। ନୂଆ ଯୋଜନାକୁ ନେଇ ନୂଆ ସରକାରଙ୍କୁ ସମାଲୋଚନା କରିଛନ୍ତି। ବଦ୍ରିନାରାୟଣ କହିଛନ୍ତି, ବିଜେଡି ସରକାରର ଯୋଜନାକୁ ଭାଜପା ନୂଆ ନାଁ ଦେଇଛି। ଆମ ଗାଁ, ଆମ ବିକାଶ’କୁ...