Tag Archives: Odisha Govt

IAS ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ନେଲେ ସରକାର

ଭୁବନେଶ୍ୱର,୧୭ା୧୨(ଅନିଲ ଦାସ): ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସଚିବ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗ ପ୍ରମୁଖ ସଚିବ ପଦବୀରୁ...

୧୦ ତାରିଖ ସୁଦ୍ଧା କାର୍ଯ୍ୟରେ ଯୋଗଦିଅ ନ ହେଲେ ୧୧ରେ ସସ୍‌ପେଣ୍ଡ

ଭୁବନେଶ୍ୱର,୯ା୧୨(ସୁନିତ୍‌ ମିଶ୍ର): ଓଏଏସ୍‌ ଅଫିସରଙ୍କ ଲାଗି ବାହାରୁଥିବା ବଦଳି ନିର୍ଦ୍ଦେଶକୁ ଅଧିକାଂଶ ପାଳନ କରୁନାହାନ୍ତି, ଏନେଇ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍‌ ଅଫିସରଙ୍କୁ କଡ଼ା ନିର୍ଦ୍ଦେଶ ଶୁଣାଇ ଦିଆଯାଇଛି। କେତେଜଣ ଅଫିସର ବଦଳି...

ବିଦ୍ୟୁତ କମ୍ପାନୀ ଉପରେ ସରକାରଙ୍କ ବଡ଼ ବାକି, ଫେରିବାର ସମ୍ଭାବନା ଶୂନ

ଭୁବନେଶ୍ୱର,୪।୧୨: ରାଜ୍ୟର ଚାରୋଟି ବିଦ୍ୟୁତ ବିତରଣ କମ୍ପାନୀ (ଡିସକମ୍) ଉପରେ ଓଡ଼ିଶା ସରକାରଙ୍କ ୬,୫୮୭ କୋଟି ଟଙ୍କା ବକେୟା ରହିଛି। ବୁଧବାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ଶକ୍ତି ବିଭାଗର ମନ୍ତ୍ରୀ ଭାବେ ସିଂ...

ଏଥର ସରୋଗେସି ମାତୃତ୍ୱ କ୍ଷେତ୍ରରେ ମିଳିବ ଛୁଟି: ମହିଳା କର୍ମଚାରୀଙ୍କୁ ୧୮୦ଦିନ, ପୁରୁଷଙ୍କୁ ୧୫ଦିନ

ଭୁବନେଶ୍ୱର,୨୬।୯(ଶର୍ମିଷ୍ଠା ପାଣିଗ୍ରାହୀ): ଏଥର ଉଧାର ମାତୃତ୍ୱ ଅର୍ଥାତ ସରୋଗେସି ପାଇଁ ମିଳିବ ଛୁଟି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ଉଧାର ମାତୃତ୍ୱ ପାଇଁ ମହିଳା ସରକାରୀ କର୍ମଚାରୀଙ୍କୁ ୧୮୦ଦିନର ମାତୃତ୍ୱ ଛୁଟି ଓ ପୁରୁଷ...

ଓଡ଼ିଶା ଭିତରେ ଗ୍ରୁପ୍-ଏ ଅଧିକାରୀମାନେ ବିମାନରେ ଯାତ୍ରା କରିପାରିବେ: ସରକାର ଦେଲେ ଅନୁମତି

ଭୁବନେଶ୍ୱର,୨୪।୯: ଏଣିକି ସରକାରୀ କାର୍ଯ୍ୟରେ ରାଜ୍ୟ ଭିତରେ ବିମାନଯୋଗେ ଯାତ୍ରା କରିପାରିବେ ସରକାରୀ ଅଧିକାରୀ। ଏନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ଅନୁମତି ଦିଆଯାଇଛି। ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ ଗ୍ରୁପ୍-ଏ ବର୍ଗର (ଲେଭେଲ-୧୨ ଏବଂ...

ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବେ ସରକାର: ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ

ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି। କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ...

ଭାଙ୍ଗିଲା ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ

ଭୁବନେଶ୍ୱର,୪ା୯: ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ...

୮ ତାରିଖରେ ବନ୍ଦ ରହିବ ଏସବୁ ଅଫିସ, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩ା୭: ଚଳିତବର୍ଷ ରଥଯାତ୍ରା ଦୁଇଦିନ ଧରି ଅନୁଷ୍ଠିତ ହେବ। ଏହା ଏକ ବିରଳ ରଥଯାତ୍ରା। ତେଣୁ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୨ ଦିନ ଛୁଟି ଘୋଷଣା କରିଛନ୍ତି। ଆସନ୍ତା ୭ ଓ ୮ ତାରିଖରେ ସରକାରୀ...

କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ? ରେସ୍‌ରେ ଅଛନ୍ତି…

ଭୁବନେଶ଼୍ବର, ୨୬।୦୬: ରାଜ୍ୟରେ ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରିବାକୁ ଯାଉଛି । ବରିଷ୍ଠ ଆଇଏଏସ୍‌ ଅଧିକାରୀ ପ୍ରଦୀପ ଜେନା ଦକ୍ଷତାର ସହ କାର୍ଯ୍ୟଭାର ତୁଲାଇ ପ୍ରଶଂସା ସାଉଁଟିଛନ୍ତି । ହେଲେ ତାଙ୍କ ପରେ କିଏ...

ରାଜ୍ୟ କର୍ମଚାରୀଙ୍କ ଡିଏ ବଢ଼ାଇଲେ ସରକାର

ଭୁବନେଶ୍ୱର,୧୪ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସରକାରୀ କର୍ମଚାରୀ ଏବଂ ପେନ୍‌ସନ୍‌ଭୋଗୀଙ୍କ ପାଇଁ ଡିଏ ଏବଂ ଟିଆଇ ବୃଦ୍ଧି ଘୋଷଣା କରିଛନ୍ତି। ପୂର୍ବରୁ ଡିଏ ୪୬ ପ୍ରତିଶତ ଥିବା ବେଳେ ୪ ପ୍ରତିଶତ ବୃଦ୍ଧି ହୋଇ ୫୦ ପ୍ରତିଶତରେ ପହଞ୍ଚିଛି।...

ବିଭିନ୍ନ ବିଭାଗରେ ୧୨୯୪ ନୂତନ ଅଧିକାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ...

ବର୍ଷିଲା ଭାଜପା: ବାରମିଶା ଚାଉଳରେ ମହାପ୍ରସାଦ ରାନ୍ଧି ଶ୍ରୀମନ୍ଦିର ପରମ୍ପରାକୁ ନଷ୍ଟ କରିଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର,୬।୨(ସୁନିତ୍‌ ମିଶ୍ର): ପୁରୀ ଶ୍ରୀମନ୍ଦିରରୁ ଗତ ୨ ଦିନ ମଧ୍ୟରେ ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିଛି, ଯାହା ଅଗଣିତ ଜଗନ୍ନାଥପ୍ରେମୀଙ୍କ ଆସ୍ଥା, ବିଶ୍ୱାସ ଉପରେ କୁଠାରାଘାତ ପହଞ୍ଚାଇବା ସହ ଜଗନ୍ନାଥ ସଂସ୍କୃତି ଏବଂ ପରମ୍ପରାକୁ ଧୂଳିସାତ କରିଛି। ଏନେଇ ସାରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri