odisha

ରତ୍ନଭଣ୍ଡାର ଖୋଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ବଡ଼ ବୟାନ, ଜାଣନ୍ତୁ କ’ଣ କହିଲେ…

ପୁରୀ ଅଫିସ,୧୪।୭: ଦୀର୍ଘ ୪୬ ବର୍ଷ ପରେ ଖୋଲିଛି ରତ୍ନଭଣ୍ଡାର। ରବିବାର ୧୧ ଜଣିଆ ଟିମ୍‌ ଶ୍ରୀମନ୍ଦିର ଯାଇ ନିର୍ଦ୍ଧାରିତ ସମୟ ୧ଟା ୨୮ ମିନିଟ୍‌ରେ ରତ୍ନଭଣ୍ଡାର…

2 months ago

ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କଲେ ଜଷ୍ଟିସ୍‌ ବିଶ୍ୱନାଥ, କହିଲେ-ମା’ ସାଆନ୍ତାଣୀଙ୍କ ଅନୁମତି ନେଇ…

ପୁରୀ,୧୪।୭: ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବାକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରବିବାର ଶୁଭ ମୂହୁର୍ତ୍ତରେ ଏହା ଖୋଲାଯିବାକୁ ଥିବା ବେଳେ ତା ପୂର୍ବରୁ ତଦାରଖ…

2 months ago

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ୪ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୩।୭: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀବାୟୀ ସକ୍ରିୟ ରହିଥିବାରୁ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା…

2 months ago

ଆସନ୍ତା ସୋମବାର ପୁଣି ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସକାଳ ୮ରୁ ପଞ୍ଜୀକରଣ

ଭୁବନେଶ୍ୱର,୧୨।୭(ଅସମାପିକା ସାହୁ) - ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୫ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସେହିଦିନ ପୂର୍ବାହ୍ନ ୧୧ଟାରୁ ଶୁଣାଣି…

2 months ago

ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ: ସ୍ବାସ୍ଥ୍ୟମନ୍ତ୍ରୀ

କଟକ,୧୨ା୭(ଶିଳ୍ପା ପ୍ରିୟଦର୍ଶିନୀ)- ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ରହିଛି। ଆଗାମୀ ଦିନରେ ଯାଜଯୁର, କନ୍ଧମାଳ…

2 months ago

ଲୋକସେବା ଭବନରୁ କାର୍ଯ୍ୟାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓ

ଭୁବନେଶ୍ୱର,୧୨ା୭(ଅନିଲ ଦାସ): ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଇଷ୍ଟ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରି ଶୁକ୍ରବାର ଲୋକସେବା ଭବନସ୍ଥିତ ନିଜ କାର୍ଯ୍ୟାଳୟରୁ କାର୍ଯ୍ୟାରମ୍ଭ କରିଛନ୍ତି।  ଏହି ଅବସରରେ…

2 months ago

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ମୁଖ୍ୟ ଯୋଗାଣ ଅଧିକାରୀ, ୫୦ ହଜାର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା…

ବଲାଙ୍ଗୀର,୧୨।୭: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଭାକର ପାତ୍ର। ଶୁକ୍ରବାର ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଧରା ପଡ଼ିଛନ୍ତି।…

2 months ago

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦୀପାଳି ଦାସ, ଭାଜପା ବିଧାୟକଙ୍କ ବିରୋଧରେ ଆଣିଲେ ବଡ଼ ଅଭିଯୋଗ…

ଝାରସୁଗୁଡ଼ା/କଟକ,୧୨।୭: ପୁଣି ଚର୍ଚ୍ଚାରେ ଦୀପାଳି ଦାସ। ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ କରି ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଭାଜପା ବିଧାୟକ ଟଙ୍କଧର ତ୍ରିପାଠୀ ମିଥ୍ୟା…

2 months ago

ଭାଜପା ସରକାରରେ ଆଇଏଏସ ସ୍ତରରେ ପ୍ରଥମ ବଡ଼ ଅଦଳବଦଳ

ଭୁବନେଶ୍ୱର, ୧୦।୭: ନୂଆ ସରକାର ଆସିବା ପରେ ରାଜ୍ୟରେ ପ୍ରଥମ ଥର ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି ସରକାର। ବିଜେଡି ସରକାରରେ ଦୀର୍ଘ ଦିନ ପର୍ଯ୍ୟନ୍ତ…

2 months ago

ଜାପାନରେ ଗାଡ଼ି ଚଳାଇବେ ଓଡ଼ିଶା ଡ୍ରାଇଭର; ସାରା ଦେଶରେ ପ୍ରଥମ

ଭୁବନେଶ୍ୱର,୧୦ା୭: ଓଡ଼ିଶାର ଚାଳକଙ୍କ ପାଇଁ ବିଦେଶ ନିଯୁକ୍ତିର ସଫଳତା। ଜାପାନରେ ଉଚ୍ଚ ବେତନ ଓ ସୁବିଧା ସହ ଚାକିରି କରିବାକୁ ଯିବେ ଜଣେ ମହିଳାଙ୍କୁ ସମେତ ଓଡିଶାର…

2 months ago

‘ନବୀନ ସରକାରଙ୍କ ନିଷ୍ପତ୍ତିକୁ ମୋହର ମାରିଛନ୍ତି ସରକାର’: ବିଜେଡି

ଭୁବନେଶ୍ୱର,୧୦।୭: ବୁଧବାର ରାଜ୍ୟ କ୍ୟାବିନେଟ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ଘୋଷଣା କରିବା ପରେ ଏହାକୁ କଟାକ୍ଷ କରିଛି ବିଜେଡି। ଶଙ୍ଖ ଭବନରେ ବିଜେଡି ଏକ ଖବରଦାତା…

2 months ago

ରାଜ୍ୟରେ ୫,୯୯୨.୯୨ କୋଟି ମୂଲ୍ୟର ୨୬ ଟି ପ୍ରକଳ୍ପକୁ ଅନୁମୋଦନ; ସୃଷ୍ଟି ହେବ ୧୯,୩୬୪ ଚାକିରି

ଭୁବନେଶ୍ୱର,୧୦।୭: ବୁଧବାର ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କ ନେତୃତ୍ୱରେ ବସିଥିବା ରାଜ୍ୟ ସ୍ତରୀୟ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୫,୯୯୨.୯୨ କୋଟି ମୂଲ୍ୟର ୨୬…

2 months ago