odisha

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି।…

4 months ago

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ।…

4 months ago

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ ୧୯୯୫ରେ…

4 months ago

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ ୧.୦୫…

4 months ago

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା

ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ…

4 months ago

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌, ନିର୍ଦ୍ଦେଶ ଜାରି କଲେ ଜିଲାପାଳ

ପୁରୀ,୪ା୫: ପ୍ରଧାନମନ୍ତ୍ରୀଙ୍କ ନବରଙ୍ଗପୁର ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି। ଚିକିଲିରେ ପ୍ରଧାନମନ୍ତ୍ରୀଙ୍କ ସଭା ଥିବାରୁ ଡ୍ରୋନ ଉଡ଼ାଣ ଉପରେ ରୋକ୍‌ ଲଗାଯାଇଛି। ଶନିବାରଠାରୁ…

5 months ago

ବିଜୟ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ୱର ଫେରିଲେ

ଭୁବନେଶ୍ୱର,୪।୫: କଂଗ୍ରେସର ବରିଷ୍ଠ ନେତା ତଥା ପାରଳାଖେମୁଣ୍ଡି ବିଧାନସଭା ପ୍ରାର୍ଥୀ ବିଜୟ ପଟ୍ଟନାୟକ ଅସୁସ୍ଥ। ପ୍ରଚଣ୍ଡ ଖରାରେ ପ୍ରଚାର କରିବା ଯୋଗୁ ତାଙ୍କୁ ଅଂଶୁଘାତ ହୋଇଯାଇଥିଲା। ଏଥିସହ…

5 months ago

‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି। ଏହି…

5 months ago

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି ଏବଂ…

5 months ago

୧୦ରେ ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ମୋଦି

ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦ ତାରିଖରେ…

5 months ago

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

ଭୁବନେଶ୍ୱର,୪।୫: ଓଡ଼ିଶାରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଓଡିଶା ଆସିବେ କଂଗ୍ରେସ ହେବିୱେଟ୍। ଶନିବାର କଂଗ୍ରେସ ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ…

5 months ago

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ଅଞ୍ଜନି…

5 months ago