odisha

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି ତାଙ୍କ…

5 months ago

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ। ଫଳରେ…

5 months ago

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ ଦେଖାଯାଉଛି।…

5 months ago

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ ଧରି…

5 months ago

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

5 months ago

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ…

5 months ago

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ ପ୍ରାର୍ଥୀ…

5 months ago

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ ଜେନା,…

5 months ago

୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧ ଏବଂ…

5 months ago

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ରାଜ୍ୟର…

5 months ago

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଏକ…

5 months ago

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଦେଇଛି।…

5 months ago