odisha

ଟ୍ରାଏଲ୍‌ ରନ୍‌ ସମୟରେ ଟ୍ରେନ୍‌ରେ କଟି ୨ଜଣଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି ଗ୍ରାମବାସୀ

ରାୟଗଡା/ଜେକେପୁର,୨୫।୧(ଆଶିଷ ରଞ୍ଜନ ପଣ୍ଡା/ନିଧି ଗାଣ୍ଡେଚା): ରାୟଗଡ଼ା- ଜେକେପୁର ମଧ୍ୟରେ ତୃତୀୟ ରେଳ ଲାଇନ ନିର୍ମାଣ ହେବା ପରେ ବୁଧବାର ରାତିରେ ଟ୍ରାଏଲ ରନ୍‌ କରାଯାଇଥିଲା। ଏହି ସମୟରେ…

8 months ago

ଓଡ଼ିଶାରେ ହ୍ରାସ ପାଉଛି ଲିଙ୍ଗଗତ ଅସମାନତା, ୭ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୨୪।୧: ଓଡ଼ିଶାରେ ହ୍ରାସ ପାଇବାରେ ଲାଗିଛି ଲିଙ୍ଗଗତ ଅସମାନତା। ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ସାତୋଟି ଜିଲାରେ ଏହା ଚିନ୍ତାଜନକ ସ୍ଥିତିରେ ରହିଛି। ବୁଧବାର ଦେଶ ଜାତୀୟ…

8 months ago

ଆଇପିଏସ ସ୍ତରରେ ବଡ଼ ଅଦଳବଦଳ, ବଦଳିଲେ ୬ ଜିଲାର ଏସ୍‌ପି

ଭୁବନେଶ୍ୱର,୨୪।୧: ଆଇପିଏସ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର। କଟକ-ଭୁବନେଶ୍ୱର ନୂଆ କମିଶନର ଭାବେ ନିଯୁକ୍ତି ପାଇଛନ୍ତି ୧୯୯୪ ବ୍ୟାଚ୍ ଆଇପିଏସ ଅଫିସର ସଂଜୀବ ପଣ୍ଡା।…

8 months ago

୧୨ ଜିଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ, ୨ ଦିନ ପରେ ବଢିବ ଶୀତ

ଭୁବନେଶ୍ୱର,୨୪।୧: ଓଡ଼ିଶା ଉପରେ ଗୁରୁଚାପ ବଳୟ ସକ୍ରିୟ ରହିଥିବାରୁ ରାଜ୍ୟକୁ କ୍ରମାଗତ ଭାବେ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ…

8 months ago

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା, ପୁଣି ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖିଲେ ହାଇକୋର୍ଟ

କଟକ,୨୪ା୧ (କାର୍ତ୍ତିକ ସାହୁ) ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ନେଇ ଆଗତ ମାମଲାରେ ହାଇକୋର୍ଟ ପୁଣି…

8 months ago

କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ: ପୁଣି ଧର୍ମେନ୍ଦ୍ର-ପ୍ରଣବ କଥା କଟାକଟି

ଭୁବନେଶ୍ୱର, ୨୨।୧ (ଅସମାପିକା ସାହୁ): କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ ନେଇ ପୁଣି ରବିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ରାଜ୍ୟ ସାଙ୍ଗଠନିକ…

8 months ago

ରଣଜୀ ମ୍ୟାଚରେ ସନ୍ଦୀପଙ୍କ ଲଢୁଆ ଶତକ, ଜମ୍ମୁ-କଶ୍ମୀର ଆଗରେ ବିଜୟ ଲକ୍ଷ୍ୟ ୧୪୯ ରନ୍‌

ଭୁବନେଶ୍ୱର, ୨୧।୧: କଟକସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଜମ୍ମୁ-କଶ୍ମୀର ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ପାଇଁ ଲଢୁଆ ଶତକ ହାସଲ କରିଛନ୍ତି ସନ୍ଦୀପ ପଟ୍ଟନାୟକ।…

8 months ago

ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମାନ୍ୟ ବର୍ଷା, ୨୫ ପର୍ଯ୍ୟନ୍ତ ଜାରି ରହିବ ଏଭଳି ସ୍ଥିତି

ଭୁବନେଶ୍ୱର,୨୧।୧: ରାଜ୍ୟର କେତେକ ଅଞ୍ଚଳରେ ବୁଧବାରଠାରୁ ସାମାନ୍ୟ ବର୍ଷା ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଏଭଳି ପରିସ୍ଥିତି ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ…

8 months ago

ସାଧାରଣତନ୍ତ୍ର ଦିବସ ୨୦୨୪: ଜାଣନ୍ତୁ, କିଏ କେଉଁଠି କରିବେ ପତାକା ଉତ୍ତୋଳନ ?

ଭୁବନେଶ୍ୱର,୨୧।୧: ଆସନ୍ତା ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ରଘୁବର ଦାସ ଭୁବନେଶ୍ୱରର ଲୋୟର ପିଏମଜିରେ ପତାକା ଉତ୍ତୋଳନ କରିବେ। ଏହାବାଦ୍ ୧୭ ଜଣ ମନ୍ତ୍ରୀ ୧୭ ଟି ଜିଲାର…

8 months ago

ୟୁଜିସି ନିୟମ ପାଳନ କରିବାରେ ବିଫଳ ଓଡ଼ିଶାର ୧୧ଟି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୧୯ା୧: ଓଡିଶାର ପ୍ରାୟ ୧୧ ଟି ସରକାରୀ ବିଶ୍ୱବିଦ୍ୟାଳୟ ୟୁଜିସି (ରେଡ୍ରେସାଲ୍ ଅଫ୍ ଷ୍ଟୁଡେଣ୍ଟସ୍ ଅଫ୍ ରେଗୁଲେସନ୍) ନିୟମାବଳୀ ଅନୁଯାୟୀ କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କ ଅଭିଯୋଗର ସମାଧାନ ପାଇଁ…

8 months ago

ଓଡ଼ିଶାରୁ ଚଳିତ ଖରିଫ୍‌‌ ଋତୁରେ ଅଧିକ ୧୦ ଲକ୍ଷ ମେଟ୍ରିକ୍‌‌ ଟନ୍‌‌ ଚାଉଳ କିଣିବେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୯ା୧: ଚଳିତ ଖରିଫ୍‌‌ ଋତୁରେ ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍‌‌ ଟନ୍‌‌ ଉଷୁନା ଚାଉଳ ଏଫ.ସି.ଆଇ ଜରିଆରେ କେନ୍ଦ୍ର ସରକାର କିଣିବେ ବୋଲି କେନ୍ଦ୍ର ଖାଉଟି…

8 months ago

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ମାମଲା: ଆବେଦନକାରୀଙ୍କୁ ଆୟର ଉତ୍ସ ସଂକ୍ରାନ୍ତରେ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୬ା୧ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ଦାୟର ମାମଲାରେ ଆବେଦନକାରୀଙ୍କୁ ଆୟର ଉତ୍ସ ସଂକ୍ରାନ୍ତରେ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି।…

8 months ago