Tag Archives: odisha

ଓଡ଼ିଶାରେ ବାଂଲାଦେଶୀଙ୍କ ଅନୁପ୍ରବେଶ ଆଶଙ୍କା; ୩ ଜିଲାକୁ ଆଲର୍ଟ ଜାରି କଲା ପୋଲିସ

କଟକ, ୮ା୮: ପଡୋଶୀ ବାଂଲାଦେଶରେ ବର୍ତମାନ ଅଶାନ୍ତ ରହିଥିଲା ବେଳେ ସେଠାରୁ ଲୋକେ ଦେଶଛାଡ଼ି ଅନ୍ୟତ୍ର ଯିବାକୁ ଉଦ୍ୟମ କରୁଛନ୍ତି। ଭାରତ ସବୁଠାରୁ ନିକଟବର୍ତୀ ସୁରକ୍ଷିତ ସ୍ଥାନ ହୋଇଥବାରୁ ସମସ୍ତେ ଭାରତ ଆସିବାକୁ ଚେଷ୍ଟା ଚଳାଇଛନ୍ତି। ଗତ ଦୁଇ ଦିନ...

ବଡ଼ ବୟାନ ଦେଲେ ମନ୍ତ୍ରୀ; ଓଡ଼ିଶାରେ ଆଉ ଖୋଲିବ ନାହିଁ ମଦ ଦୋକାନ

ଭୁବନେଶ୍ୱର, ୮ା୮: ରାଜ୍ୟରେ ଦେଶୀ ମଦ ବନ୍ଦ କରିବାକୁ କଥା ଦେଇ ସରକାରକୁ ଆସିଥିବା ଭାଜପା ସରକାର ଓଡ଼ିଶାରେ ଆଉ ମଦ ଦୋକାନ ନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ଼ ବୟାନ ଦେଇଛନ୍ତି। ”ଓଡ଼ିଶାରେ...

ଆସୁଛି ଆଉ ଏକ ବଡ଼ ଲଘୁଚାପ: ଏହି ୭ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୮: ମୌସୁମୀ ସକ୍ରିୟ ହୋଇଥିବା ବେଳେ ବାରମ୍ବାର ଲଘୁଚାପ ସୃଷ୍ଟି ହେଉଛି। ଗୋଟିଏର ପ୍ରଭାବ ସରିନି, ଆସିଲାଣି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ବୁଧବାର ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।...

୨୦୨୪ ନିର୍ବାଚନରେ ମୋଟା ଅଙ୍କର ଟଙ୍କା ଖର୍ଚ୍ଚ କରିଛି ବିଜେଡି; ସାମ୍ନାକୁ ଆସିଲା ତଥ୍ୟ

ଭୁବନେଶ୍ୱର, ୬।୮: ୨୦୨୪ ନିର୍ବାଚନରେ ବିଜୁ ଜନତା ଦଳ ଓଡ଼ିଶାରେ କ୍ଷମତାଚ୍ୟୁତ ହୋଇଥିବା ବେଳେ ଲୋକ ସଭାରେ ଦଳକୁ ଗୋଟିଏ ହେଲେ ଆସନ ମିଳିନାହିଁ। ଏହାରି ମଧ୍ୟରେ ଗତ ନିର୍ବାଚନରେ ଦଳ କେତେ ଟଙ୍କା ଖର୍ଚ୍ଚ କରିଛି, ସେନେଇ ତଥ୍ୟ...

୧.୫୦ ଟ୍ରିଲିଅନ୍ ଡଲାରରେ ପହଞ୍ଚିବ ଓଡ଼ିଶା ଅର୍ଥନୀତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୮: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ମଙ୍ଗଳବାର ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ବି.ଭି.ଆର୍ ସୁବ୍ରମନିୟମ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ...

ରାଜ୍ୟ ବ୍ୟବସାୟୀ ଓ ଶୀତଳ ଭଣ୍ଡାର ସଂଘ ସହ ଆଲୋଚନା କଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର, ୬।୮: ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ...

ବିଶ୍ୱସ୍ତରୀୟ ହେବ ରାଜ୍ୟର ୭୫ ହଜାର କିଲୋମିଟର ରାସ୍ତା

ଭୁବନେଶ୍ୱର, ୦୬।୦୮: ରାଜ୍ୟର ୭୫ ହଜାର କିଲୋମିଟର ରାସ୍ତାକୁ ବିଶ୍ୱସ୍ତରୀୟ ରାସ୍ତାରେ ପରିଣତ କରିବା ପାଇଁ ସରକାରୀ ସ୍ତରରେ ପଦକ୍ଷେପ ଗ୍ରହଣ କରାଯାଇଛି । ରାଜ୍ୟ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏ ନେଇ...

୨୦୩୦ ମସିହା ସୁଦ୍ଧା ରାଜ୍ୟକୁ ଜଳାତଙ୍କ ମୁକ୍ତ କରିବା ସରକାରଙ୍କ ଲକ୍ଷ୍ୟ; ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୮: ରାଜ୍ୟକୁ ୨୦୩୦ ମସିହା ସୁଦ୍ଧା ଜଳାତଙ୍କମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ୍‍ କହିଛନ୍ତି । ସେ କହିଛନ୍ତି, ଏହି ଲକ୍ଷ୍ୟ ହାସଲ କରିବାପାଇଁ ବୁଲାକୁକୁରଙ୍କୁ ଟିକ ଦିଆଯିବା ନେଇ...

ଏହି ୪ ଜିଲାକୁ ପ୍ରବଳ ବର୍ଷା, ହାଇଆଲର୍ଟ ଜାରି

ଭୁବନେଶ୍ୱର,୧ା୮: ରାଜ୍ୟରେ କିଛିଦିନ ହେବ ବର୍ଷା ଲାଗି ରହିଛି। ତେବେ କିଛି ଜିଲାକୁ ପ୍ରବଳ ବର୍ଷା ହେବା ନେଇ ଜିଲାପାଳଙ୍କୁ ସତର୍କ କରାଇଛନ୍ତି ଏସ୍‌ଆର୍‌ସି ସତ୍ୟବ୍ରତ ସାହୁ। ତେବେ ବଲାଙ୍ଗୀର, ମୟୂରଭଞ୍ଜ, ସମ୍ବଲପୁର ଓ ପୁରୀ ଜିଲାପାଳଙ୍କୁ ହାଇଆଲର୍ଟ ଜାରି...

ସାବଧାନ! ଆଜିଠୁ ପରିବହନ ବିଭାଗର ଦୁଇ ଦିନିଆ ସ୍ପେଶାଲ ଡ୍ରାଇଭ୍

ପୁରୀ,୨୯ା୭: ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଆଜିଠୁ ଦୁଇ ଦିନିଆ ସ୍ପେଶାଲ ଡ୍ରାଇଭ୍ ଆରମ୍ଭ ହୋଇଛି। ବିଭାଗ ପକ୍ଷରୁ ରାଜ୍ୟବ୍ୟାପୀ ଚେକିଂ ଜୋରଦାର ଚାଲିଛି। ବିଶେଷକରି ନାବାଳକଙ୍କ ଗାଡ଼ି ଡ୍ରାଇଭ ରୋକିବାକୁ ଚେକିଂ କରାଯାଉଛି। ଯଦି କେଉଁଠାରେ ନାବାଳକ ଗାଡ଼ି...

କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍, ଜଣେ ମୃତ

ଭୁବନେଶ୍ୱର,୨୯।୭: ସକାଳୁ ସକାଳୁ କାଉଡ଼ିଆଙ୍କ ଉପରେ ମାଡ଼ିଗଲା, ଜଣେ ମୃତ। ସାଲେପୁର ନିଶ୍ଟିନ୍ତକୋଇଲି ତହସିଲ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା। ବାବୁଜଙ୍ଗରୁ ୩୭ ଜଣ କାଉଡ଼ିଆ ମିଶି ପାଣି ନେଇ ପାଇକରାପୁର ଯାଉଥିବା ସମୟରେ ଏକ ଦ୍ରୁତଗାମୀ କାର୍...

ଓଡ଼ିଶା ଅଙ୍ଗନୱାଡ଼ିରେ ୨୫୪୫ ପଦବୀରେ ନିଯୁକ୍ତି ପାଇଁ ଚାଲିଛି ଆବେଦନ, ଜାଣନ୍ତୁ ଶେଷ ତାରିଖ

ଭୁବନେଶ୍ୱର,୨୮ା୭: ଓଡ଼ିଶାରେ ଥିବା ଅଙ୍ଗନୱାଡ଼ି ମାନଙ୍କରେ ନିଯୁକ୍ତି ପାଇଁ ଆବେଦନ ଜାରି ରହିଛି। ଏହି ପ୍ରକ୍ରିୟାରେ ଅଙ୍ଗନୱାଡ଼ି କର୍ମୀ ଓ ହେଲପର ନିଯୁକ୍ତ ହେବେ। ଯେଉଁ ଆଶାୟୀମାନେ ଖାଲି ପଦବୀରେ ନିଯୁକ୍ତି ପାଇଁ ଆଗ୍ରହୀ ଏବଂ ସମସ୍ତ ଯୋଗ୍ୟତା ମାନଦଣ୍ଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri