Tag Archives: odisha

ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, CMOରୁ ୨୨ ଅଧିକାରୀ ବିଦା

ଭୁବନେଶ୍ୱର,୧୯।୬: ଓଡ଼ିଶାରେ ଭାଜପା ପ୍ରଥମ ଥର ଲାଗି ସରକାର ଗଢ଼ିଛି। ନୂଆ ସରକାର ଆସିବା ପରେ ପ୍ରଶାସନିକ ସ୍ଥରରେ ବ୍ୟାପକ ପରିବର୍ତ୍ତନ ଦେଖିବାକୁ ମିଳୁଛି । ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେବା ପରଠାରୁ ଆକ୍ସନ ମୁଡ୍‌ରେ...

ବରଗଡ଼ରେ ସାଧାରଣ ଲୋକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଅଭିଯୋଗପତ୍ର ଗ୍ରହଣ କଲେ, ଆଶ୍ୱାସନା ଦେଲେ

ଭୁବନେଶ୍ୱର,୧୮।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଙ୍ଗଳବାର ବରଗଡ଼ରେ ପିଏମ୍‌ କିଶାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଯୋଗ ଦେବାପରେ ବରଗଡ଼ ସର୍କିଟ ହାଉସରେ ସାଧାରଣ ଲୋକଙ୍କ ସହିତ ମିଶିଛନ୍ତି। ବିଭିନ୍ନ ସ୍ଥାନୀୟ କୃଷକ ସଂଗଠନ, ସାମାଜିକ ସଂଗଠନର ପ୍ରତିନିଧିମାନଙ୍କ ସହିତ...

ରାଜ୍ୟର ସମସ୍ତ ସ୍ବାସ୍ଥ୍ୟ ଅଧିକାରୀଙ୍କୁ  ଅଫିସିଆଲ ‘ଏକ୍ସ’ ଆକାଉଣ୍ଟ ଖୋଲିବାକୁ ନିର୍ଦ୍ଦେଶ 

ଭୁବନେଶ୍ୱର,୧୮।୬ (ଅସମାପିକା ସାହୁ): ସୋସିଆଲ ମିଡିଆ ‘ଏକ୍ସ’ରେ ଆକାଉଣ୍ଟ ଖୋଲିବେ ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ନିର୍ଦ୍ଦେଶକ୍ରମେ କର୍ମଚାରୀଙ୍କୁ  ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟଠାରୁ ପ୍ରାଥମିକ ସ୍ବାସ୍ଥ୍ୟ...

ପିଏମ୍‌ କିଶାନ ଯୋଜନାରେ ଗଞ୍ଜାମର ୨.୬୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ହଜାର ଟଙ୍କା

ଛତ୍ରପୁର, ୧୮।୬(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ )- ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମେ ପିଏମ୍‌ କିଷାନ ସମ୍ମାନ ନିଧି ପ୍ରଦାନ ସମ୍ବନ୍ଧୀୟ ଫାଇଲରେ ଦସ୍ତଖତ କରିଥିଲେ । ମଙ୍ଗଳବାର...

ଆକାଉଣ୍ଟକୁ ଆସିନାହିଁ କି ପିଏମ୍‌ କିଶାନ ଟଙ୍କା? ଏଠାରେ କରନ୍ତୁ ଅଭିଯୋଗ, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପିଏମ୍‌ କିଶାନ ସମ୍ମାନ ନିଧି ଯେଜନାର ୧୭ତମ କିସ୍ତି ଜାରି କରିଛନ୍ତି। ଦେଶର ପ୍ରାୟ ୯.୨୬ କୋଟି କୃଷକଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଯାଇଛି। ତେବେ ଯଦି କୌଣସି କାରଣରୁ କାହା ଆକାଉଣ୍ଟକୁ...

ଡ୍ରେନ୍‌ରେ ପଡ଼ି ନାବାଳକଙ୍କ ମୃତ୍ୟୁ ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର,୧୮।୬(ଅସମାପିକା ସାହୁ): ରାଜଧାନୀ ଭୁବନେଶ୍ୱରରେ ମୁକୁଳା ଡ୍ରେନ୍‌ରେ ପଡ଼ି ନାବାଳକ ମୃତ୍ୟୁ ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମୃତକଙ୍କ ପରିବାରକୁ ସେ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବା ସହ...

ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି ଗୁଳୁଗୁଳି। ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ଏହିଭଳି ଗୁଳୁଗୁଳି ଲାଗି ରହିବ ବୋଲି ଭୁବନେଶ୍ୱର...

ସୂର୍ଯ୍ୟବଂଶୀ ସୂରଜ ହେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୫।୬: ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ୩ ଦିନ ପରେ ମୋହନ ମାଝି ସରକାରଙ୍କ ମନ୍ତ୍ରିପରିଷଦର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏଥିରେ ଯୁବ ନେତା ଭାବେ ଚର୍ଚ୍ଚାରେ ରହୁଥିବା ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା ବିଭାଗ ମିଳିଛି।...

ରାଜ୍ୟରେ ବନ୍ଦ ହୋଇଯିବ କି ମିଶନ ଶକ୍ତି ଯୋଜନା? ଆସିଲା ନୂଆ ଅପ୍‌ଡେଟ୍‌, ଜାଣନ୍ତୁ…

ଭୁବନେଶ୍ୱର,୧୫।୬: ଦୀର୍ଘ ୨୫ ବର୍ଷର ବିଜେଡି ଶାସନରେ ବିରାମ ଲାଗିଛି। ୨୦୨୪ ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ଭାଜପା ରାଜ୍ୟରେ ସରକାର ଗଢ଼ିଛି। ନିକଟରେ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆକ୍ସନ ମୁଡ୍‌ରେ ଅଛନ୍ତି।...

ରାସ୍ତାରେ ଅଟକି ପିଲା, ସାଧାରଣ ଲୋକଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ଶର୍ମିଷ୍ଠା ପାଣିଗ୍ରାହୀ) – ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ସାଧାରଣ ଜନତାଙ୍କ ସହ ମିଶୁଛନ୍ତି। ସମସ୍ୟା ବୁଝି ସମାଧାନ ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ଏପରିକି ରାସ୍ତାରେ ଯିବାବେଳେ ଯଦି କେହି ତାଙ୍କୁ ଭେଟିବାକୁ...

ଇଡି,ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇପାରିବ ନାହିଁ: ତାରା

ଭୁବନେଶ୍ୱର,୧୪ା୬-ଆଗାମୀ ଦିନରେ କଂଗ୍ରେସ ବିରୋଧୀ ଦଳ କାମ କରିବ । କାରଣ ଇଡି, ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇ ପାରିବ ନାହିଁ । କଂଗ୍ରେସ ହିଁ ଆସନ୍ତା ୫ ବର୍ଷ ପାଇଁ ବିରୋଧୀ ଦଳ ଭୂମିକା...

ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୧୩ା୬: ଆଗାମୀ ୫ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରକୁ ହିଟ୍‌ଓ୍ବେଭ୍‌ ଓ୍ବାର୍ନିଂ ଜାରି ହୋଇଛି। ଚଳିତବର୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri