Tag Archives: odisha

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ। ଏଥର କିନ୍ତୁ ସେ ବିଜେଡିରେ ଯୋଗଦେଇ ଟିକେଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ଏମ୍‌ପି ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜୟ କେତନ ବିଜେଡ଼ିରେ ଯୋଗଦେଇଛନ୍ତି ।...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧ ଏବଂ ୨୨ ତାରିଖରେ କାଳବୈଶାଖୀ ପ୍ରଭାବ ହେତୁ ୨୧ରୁ ୨୪ ମଧ୍ୟରେ ରାଜ୍ୟର...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ ୪୩.୬ ଡିଗ୍ରୀ, ଝାରସୁଗୁଡା ୪୨.୬ ଡିଗ୍ରୀ,ବାଲେଶ୍ୱର ୪୨.୨ ଡିଗ୍ରୀ,ସମ୍ବଲପୁର: ୪୧.୭...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି । ସେ କହିଛନ୍ତି,...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ, ପଦ୍ମପୁରରୁ ବାଲ୍ମୀକି ନାୟକ, ଢେଙ୍କାନାଳରୁ ଭାରତ କୁମାର...

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ...

ଓଡ଼ିଶାରେ କେଉଁଠି, କେଉଁ ସମୟରେ ଭୋଟ୍‌; ଜାଣନ୍ତୁ…

ଭୁବନେଶ୍ୱର,୧୮।୪: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ ୧୩ ତାରିଖରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ହେବ। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ...

ଦିନ ସାଢ଼େ ୧୧ଟାରେ ୪୦ ଟପିଲା ଭୁବନେଶ୍ବର ତାପମାତ୍ରା

ଭୁବନେଶ୍ୱର,୧୮।୪: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଭୟଙ୍କର ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ସକାଳ ୮ ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡିଛି। ଗୁରୁବାର ଦିନ ସାଢ଼େ...

ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୧୮।୪: କଂଗ୍ରେସ ପକ୍ଷରୁ ଓଡ଼ିଶାର ଆଉ ଚାରି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ମାହାଙ୍ଗା ପାଇଁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ବର ମଧ୍ୟ ପାଇଁ ପ୍ରକାଶ ଜେନା ଏବଂ ଭୁବନେଶ୍ବର ଉତ୍ତର...

ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି, ଆହୁରି ୨ ରୁ ୪ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର, ୧୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ବାୟୁମଣ୍ଡଳର ନିମ୍ନଭାଗରେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଥିବାରୁ ତାପମାତ୍ରା ବୃଦ୍ଧି ପାଇଛି। ଏଥିସହିତ ସୂର୍ଯ୍ୟକିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ...

ଆସନ୍ତା ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୬।୪(ସୁନିତ୍‌ ମିଶ୍ର): : ପୂର୍ବତନ ମନ୍ତ୍ରୀ ଭକ୍ତଚରଣ ଦାସ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ପ୍ରଥମ ଥର ରାଜ୍ୟ ପ୍ରଚାର କମିଟି ବୈଠକ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଅଧ୍ୟକ୍ଷତାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri