Tag Archives: odisha

ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୧୮।୪: କଂଗ୍ରେସ ପକ୍ଷରୁ ଓଡ଼ିଶାର ଆଉ ଚାରି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ମାହାଙ୍ଗା ପାଇଁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ବର ମଧ୍ୟ ପାଇଁ ପ୍ରକାଶ ଜେନା ଏବଂ ଭୁବନେଶ୍ବର ଉତ୍ତର...

ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି, ଆହୁରି ୨ ରୁ ୪ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର, ୧୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ବାୟୁମଣ୍ଡଳର ନିମ୍ନଭାଗରେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଥିବାରୁ ତାପମାତ୍ରା ବୃଦ୍ଧି ପାଇଛି। ଏଥିସହିତ ସୂର୍ଯ୍ୟକିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ...

ଆସନ୍ତା ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୬।୪(ସୁନିତ୍‌ ମିଶ୍ର): : ପୂର୍ବତନ ମନ୍ତ୍ରୀ ଭକ୍ତଚରଣ ଦାସ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ପ୍ରଥମ ଥର ରାଜ୍ୟ ପ୍ରଚାର କମିଟି ବୈଠକ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଅଧ୍ୟକ୍ଷତାରେ...

ୟୁପିଏସ୍‌ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି)ରେ ୨୪ ର଼୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ମୟୂରଭଞ୍ଜ ଜିଲା କରଞ୍ଜିଆ ନିବାସୀ ମା’ ମୀରାବାଲା, ବାପା...

ମା’ବାପାଙ୍କୁ ହରାଇଥିଲେ, ଚାକିରିରେ ଥାଇ ୟୁପିଏସ୍‌ସି ପ୍ରସ୍ତୁତି; କିଛି ଏଭଳି ଆଇଏଏସ୍‌ ଅନିମେଶଙ୍କ ସଂଘର୍ଷ କାହାଣୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ୨୦୨୩ ୟୁପିଏସ୍‌ସି ପରୀକ୍ଷାଫଳ ପ୍ରକାଶିତ ହୋଇଛି। ସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଅନୁଗୋଳ ଜିଲାର ଅନିମେଶ ପ୍ରଧାନ। ବ୍ୟକ୍ତିଗତ ଜୀବନରେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରୁଥିଲେ ହେଁ ଧୌର୍ଯ୍ୟର...

ରେକର୍ଡସ୍ତରରେ ସୁନା ଦର: ଏବେ ୧୦ ଗ୍ରାମକୁ ଗଣିବେ…

ଭୁବନେଶ୍ୱର,୧୬।୪: ପୁଣି ବଢ଼ିଲା ସୁନା ଦର। ପ୍ରଥମ ଥର ପାଇଁ ସୁନା ସର୍ବକାଳୀନ ନୂଆ ରେକର୍ଡ ସହ ୭୪ ହଜାର ଟଙ୍କା ପାର କରିଛି। ୨୪ କ୍ୟାରେଟ୍‌ ସୁନା ୭୪ ହଜାରରୁ ଅଧିକ ଟଙ୍କାରେ ବିକ୍ରି ହେଉଛି। ସେହିପରି ୨୨...

ଭିଡିଓ କଲ୍‌ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍‌ଡେଟ୍‌…

ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍‌ କଲ୍‌ ପରେ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ କଲ୍‌ରେ ଲୋକମାନଙ୍କ ନିକଟରୁ ସେମାନଙ୍କ ଅଞ୍ଚଳରେ ହେଉଥିବା ଉନ୍ନୟନମୂଳକ କାମର ଅପଡେଟ ନେଇଛନ୍ତି।...

ଦଳରେ ଅଣଦେଖା! ବିଶେଶ୍ୱର ଟୁଡୁଙ୍କୁ ଟିକେଟ ଦେଇନି ଭାଜପା

ଭୁବନେଶ୍ବର,୧୬।୪: ରାଜ୍ୟରେ ଆଉ ୨୧ ବିଧାନସଭା ଆସନ ଲାଗି ଭାଜପା ପକ୍ଷରୁ ମଙ୍ଗଳବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଦଳ ରାଉରକେଲାରୁ ବରିଷ୍ଠ ନେତା ଦିଲୀପ ରାୟଙ୍କୁ ଟିକେଟ ଦେଇଛି । ସେହିଭଳି ଜଗତସିଂହପୁରରୁ ଅମରେନ୍ଦ୍ର ଦାସ, ରଣପୁରରୁ...

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା; ଏହିସବୁ ଜିଲାକୁ ହିଟ୍‌ଓ୍ବେଭ୍‌ ୱାର୍ନିଂ

ଭୁବନେଶ୍ୱର,୧୪।୪: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ଅପରାହ୍ନ ଠାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କେତେକ ଜିଲାରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ନିଜୁଲି ଘଡ଼ଘଡ଼ି ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି। ଏହା ବ୍ୟତୀତ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ...

ରାଜ୍ୟକୁ ପୁଣି ଫେରିଲା ତାତି, ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,୧୩ା୪: ରାଜ୍ୟକୁ ପୁଣି ତାତି ଫେରିଛି। ବର୍ଷା ହୋଇଥିବାରୁ କିଛିଦିନ ପାଗ ଟିକେ ଥଣ୍ଡା ଥିଲା। ତେବେ ଶନିବାର ପୁଣି ତାତିରେ ସିଝିଛନ୍ତି ଲୋକେ। ଆଜି ରାଜ୍ୟର ଦୁଇ ସହରର ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ଥିବା ବେଳେ ପାରଳାଖେମୁଣ୍ଡି...

ନାମାଙ୍କନ ନ ହେଉଣୁ ବଢ଼ିଲାଣି ନିର୍ବାଚନୀ ତାତି, ଗୋଟିଏ ଦଳକୁ ଟାର୍ଗେଟ କରୁଛି ଆଉ ଏକ ଦଳ

ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୈତିକ ଉଷ୍ଣତା ସେତିକି ବଢ଼ିବାରେ ଲାଗିଛି। ବରଗଡ଼ ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହିଁ । ବରଗଡ଼ର ଏକ ହୋଟେଲ ସମ୍ମିଳନୀ କକ୍ଷରେ ଭାଜପାର ମିଶ୍ରଣ ପର୍ବରେ ଦଳର ଜିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri