Tag Archives: odisha

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି: ଜାଣନ୍ତୁ ବିଧାନସଭା-ଲୋକ ସଭା ନିର୍ବାଚନ ଲାଗି କିଏ ପାଇଲେ ଟିକେଟ…

ଭୁବନେଶ୍ୱର,୨୭।୩: ଆଗାମୀ ସାଧାରଣ ନିର୍ବାଚନ ଲାଗି ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରାଯାଇଛି। ବିଧାନସଭା ଏବଂ ଲୋକ ସଭା ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତାଲିକାରେ...

ପୂର୍ବରୁ ଥିଲା ଶତ୍ରୁତା, ବଚସା ପରେ ଯୁବକଙ୍କୁ ମଦ କାଚ ଭୁସି ହତ୍ୟା

ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ସହରର ରାମକୃଷ୍ଣ ନଗରରେ ଜଣେ ଯୁବକଙ୍କୁ ମଦ କାଚରେ ଭୁସି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ କ୍ରିଷ୍ଣା କଣ୍ଡାଗରି (୩୦)। ତାଙ୍କ ଘର ରାୟଗଡ଼ା ସହରର ରେଳବାଇ କୋଲୋନୀରେ। ଘାସିରାମ ଝୋଡିଆ ନାମକ ଯୁବକ...

ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ’ ପୁଅ, ଆମେ ତାକୁ ଜିତାଇବା: ସୁର ରାଉତରାୟ

ଭୁବନେଶ୍ୱର,୨୭।୩: ବିଜେଡିରେ ସାମିଲ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ବୁଧବାର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ମନ୍ମଥ ଭୁବନେଶ୍ୱର...

‘ମୋଦିଙ୍କୁ ଆଣିବାକୁ ହେଲେ ଅପରାଜିତାଙ୍କୁ ଜିତାଇବାକୁ ପଡ଼ିବ’

ଭୁବନେଶ୍ୱର,୨୭।୩: ଆଗାମୀ ସାଧାରଣ ନିର୍ବାଚନରେ ଭୁବନେଶ୍ୱର ଲୋକ ସଭା ଆସନରୁ ଲଢ଼ିବେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରାର୍ଥୀଭାବେ ଟିକେଟ ଘୋଷଣା ପରେ ବୁଧବାର ସେ ଭୁବନେଶ୍ୱର ଫେରିଛନ୍ତି। ଏହି ଅବସରରେ ତାଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।...

ବିଜେଡିରେ ମିଶିଲେ ମନ୍ମଥ ରାଉତରାୟ, ଜଟଣୀ ଆସନରୁ ଲଢ଼ିବା ନେଇ ଚର୍ଚ୍ଚା !

ଭୁବନେଶ୍ୱର,୨୭।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ଆୟୋଜିତ ଏହି ମିଶ୍ରଣ ପର୍ବରେ ବିଜେଡି ଏମ୍‌ପି ମାନସ ମଙ୍ଗରାଜ, ପୂର୍ବତନ ବିଧାୟକ...

୬ ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା

ଭୁବନେଶ୍ୱର, ୨୫।୩(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ରବିବାର ଓଡ଼ିଶାର ୧୮ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ପ୍ରାର୍ଥୀ ଘୋଷଣାରେ ଏବେ ବିଜେଡି ଏବଂ କଂଗ୍ରେସ ପଛରେ ପଡ଼ିଯାଇଛନ୍ତି। ହେଲେ ୬ଟି ଲୋକ...

ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା; ଆଗାମୀ ୪ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ବଢ଼ିବା ସମ୍ଭାବନା

ଭୁବନେଶ୍ୱର,୨୪।୩: ରାଜ୍ୟରେ ଗ୍ରୀଷ୍ମ ଉତ୍ତାପ କ୍ରମଶଃ ବଢ଼ିବାରେ ଲାଗିଛି । ଗତକାଲି ବଲାଙ୍ଗିରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ସେଲ୍‌‌ସିୟସ ରେକର୍ଡ କରାଯାଇଥିବାବେଳେ ୫ଟି ସହରର ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଥିବା ଜଣାପଡିଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର...

କମିଶନରେଟ ପୋଲିସ ହାତରେ କୋଟିପତି ଲୁଟେରା; ନଗଦ ୨୧ ଲକ୍ଷ ଟଙ୍କା, ୭ କେଜି ରୁପା, ସୁନା ଅଳଙ୍କାର ଜବତ

ଭୁବନେଶ୍ୱର,୨୪।୩: ଗତ ଏକ ବର୍ଷ ମଧ୍ୟରେ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ କଳାକନା ବୁଲାଇଥିବା ହାଇ ପ୍ରୋଫାଇଲ୍ ଲୁଟେରା ଗ୍ୟାଙ୍ଗକୁ ବାନ୍ଧିଛି କମିଶନରେଟ ପୋଲିସ। ଅଭିଯୁକ୍ତ ପର୍ଶୁରାମ ଗିରି ଏକାକୀ ଚୋରି କରୁଥିଲେ ଏବଂ ଅଧିକାଂଶ ସମୟରେ ପରିତ୍ୟକ୍ତ ଘର ଗୁଡ଼ିକୁ...

ପୁଅ ପାଇଁ ଅଣ୍ଟା ଭିଡ଼ିଲେ ସୁର

ଖୋର୍ଦ୍ଧା,୨୪ା୩(ପ୍ରଭାତ ପାଣିଗ୍ରାହୀ): ନିର୍ବାଚନ ବିଗୁଲ ବାଜି ସାରିଛି। ଏବେ ଭୋଟରମୁହାଁ ହେଲେଣି ନେତା। ଜନତାଙ୍କ ନିକଟତର ହେବାଲାଗି ଅଙ୍କକଷା ଆରମ୍ଭ ହୋଇଗଲାଣି। ପ୍ରଚାର ମଇଦାନରେ ନେତା। ନିର୍ବାଚନ ଦୌଡ଼ରେ ପରିବାର ସଦସ୍ୟଙ୍କୁ ଥଇଥାନ ଲାଗି ଚାଲିଛି ଛକାପଞ୍ଝା। ରାଜନୀତିର ଜଣେ...

କୁଚିଣ୍ଡାରେ ଗୁରୁ-ଶିଷ୍ୟ ଲଢ଼େଇ

ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହୋଇଆସୁଥିବାରୁ କାହାର ଟିକେଟ କଟିବ ଓ କେଉଁଠି କାହାକୁ ଟିକେଟ ମିଳିବ, ସେ ନେଇ ଆଶାୟୀମାନେ ଚିନ୍ତାରେ ରହିଥିଲେ। ଶୁକ୍ରବାର ମେଣ୍ଟ ଆଲୋଚନାରେ ବିରାମ ଲାଗିବା ପରେ ଏବେ ଦୁଇ...

ଡରାଇଲାଣି ତାତି, ୩ ଦିନରେ ୪୦ ଡିଗ୍ରୀ ଛୁଇଁବ ପାରଦ

ଭୁବନେଶ୍ୱର,୨୪।୩(ଅନିଲ ଦାସ): କାଳବୈଶାଖୀ ବର୍ଷା ପରେ ସାରା ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗତ ୨୦ ତାରିଖରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୧ରୁ ୨୬ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଥିବା ବେଳେ ଗତ ୩ ଦିନ ମଧ୍ୟରେ ଏହା ୧୦ରୁ...

ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ଆକ୍ରାନ୍ତ ମୃତ

ସମ୍ବଲପୁର,୨୪ା୩ (ପ୍ରମୋଦ ବହିଦାର): ସମ୍ବଲପୁରର ଶିଳ୍ପନଗରୀ ହୀରାକୁଦରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୩ ଦିନ ମଧ୍ୟରେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ରୋଗୀଙ୍କୁ ବୁର୍ଲା ଭିମ୍‌ସାରକୁ ସ୍ଥାନାନ୍ତର କରାଯାଇଛି। ଭିମ୍‌ସାର୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ବିଶେଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri