Tag Archives: odisha

ସମ୍ବଲପୁର-ପୁରୀ-ଭୁବନେଶ୍ୱର ପାଇଁ ପ୍ରାର୍ଥୀ ଫାଇନାଲ କଲା ଭାଜପା! ଜାଣନ୍ତୁ ୩ ସମ୍ଭାବ୍ୟ ପ୍ରାର୍ଥୀ କିଏ…

ଭୁବନେଶ୍ୱର,୨୪।୩: ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ସମସ୍ତ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିବା ପରେ ଏବେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ ଦିଲ୍ଲୀରେ ରାଜ୍ୟ ଭାଜପା ନେତାଙ୍କୁ ନେଇ ଘନଘନ ବୈଠକ ବସୁଛି। ଏହି...

ବିଏସ୍‌ଇଟି ସୋସାଇଟି ସଭାପତି ପଦ ଛାଡ଼ିଲେ ପ୍ରୟାସକାନ୍ତି

ଭଦ୍ରକ,୨୪।୩(ସନାତନ ରାଉତ): ଦୀର୍ଘଦିନ ଧରି ବିବାଦରେ ଥିବା ଭଦ୍ରକ ବରପଦା ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଟେକ୍ନୋଲୋଜି (ବିଏସ୍‌ଇଟି) ସୋସାଇଟି ସଭାପତି ପଦରୁ ପ୍ରୟାସକାନ୍ତି ସାମଲ ଶନିବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ଏନେଇ ଏକ ଖବରଦାତା ସମ୍ମିଳନୀରେ ତାଙ୍କର ଇସ୍ତଫା ଘୋଷଣା...

ସ୍ବର୍ଗତ ପିତାଙ୍କ ଋଣ ଶୁଝିବାକୁ ଅନାଥ ପୁଅଙ୍କୁ ସମନ, ହସ୍ତକ୍ଷେପ କରିବାକୁ ରାଷ୍ଟ୍ରପତିଙ୍କୁ ନିବେଦନ

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ମା’ବାପା ଛେଉଣ୍ଡ ଦୁଇ ନାବାଳଙ୍କ ନାମରେ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ବରଗଡ଼ ଶାଖା ପକ୍ଷରୁ ପିତାଙ୍କ ନାମରେ ଥିବା ଋଣ ଶୁଝିବାକୁ ସମନ ଜାରି କରାଯାଇଛି। ଏ ନେଇ ନାବାଳକ ଦ୍ୱୟ ପତ୍ର ମାଧ୍ୟମରେ ରାଷ୍ଟ୍ରପତି ଓ ଜାତୀୟ...

Video: ଶେଷ କିଷାନଙ୍କ ଜୀବନୀ ଉପରେ ତିଆରି ହେବ ଫିଲ୍ମ

ଭୁବନେଶ୍ୱର,୨୩।୩: ଯୁବ ବୈଜ୍ଞାନିକ ଡ. ଶେଷ କିଷାନଙ୍କ ଯିବନି ଉପରେ ନିର୍ମାଣ ହେବ ଫିଲ୍ମ। ଶେଷ’ ଉତ୍କଟ ଦାରିଦ୍ରତାର ଶେଷ ସୀମାରୁ ସଂଘର୍ଷ କରି କିପରି ସଫଳ ହୋଇ ପାରିଛନ୍ତି ତାହା ଏହି ସିନେମାରେ ଦର୍ଶକେ ଦେଖିବାକୁ ପାଇବେ। ଫିଲ୍ମର...

ଏପ୍ରିଲ ପ୍ରଥମ ସପ୍ତାହରେ ଆସିପାରେ ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୩।୩: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ଏହାର ପ୍ରଥମ ପ୍ରାର୍ଥୀ ତାଲିକା ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରକାଶ କରିପାରେ। ରିପୋର୍ଟ ଅନୁଯାୟୀ ନବୀନ ନିବାସରେ ଆଗାମୀ ନିର୍ବାଚନରେ ବଡ଼ ଲଢେଇ ପାଇଁ ପ୍ରସ୍ତୁତି ଚାଲିଛି। ଏହାରି...

ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଦା ହେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର,୨୨।୩: ପ୍ରଦେଶ କଂଗ୍ରେସ କମିଟି(ପିସିସି) ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକ ବିଦା ହୋଇଛନ୍ତି। ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି।...

ଅପରାଜିତାଙ୍କ ବଡ଼ ବୟାନ: କହିଲେ ‘ମେଣ୍ଟକୁ ନେଇ ବିଜେଡିର ନିବେଦନକୁ ଭାଜପା ପ୍ରତ୍ୟାଖ୍ୟାନ କରିଛି’

ଭୁବନେଶ୍ୱର,୨୨।୩: ରାଜ୍ୟରେ ଭାଜପା ସହ ମେଣ୍ଟ କରିବାକୁ ବିଜେଡି ନିବେଦନ କରିଥିଲା। କିନ୍ତୁ ଭାଜପା ବିଜେଡିର ନିବେଦନକୁ ପ୍ରତ୍ୟାଖ୍ୟାନ କରିଛି ବୋଲି ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ରାଜ୍ୟରେ କିଛି ଦିନ ଧରି ଜାରି ରହିଥିବା...

ବଦଳିଲେ ୨୮ ଓଏଏସ୍‌ ଅଫିସର

ଭୁବନେଶ୍ୱର,୨୨।୩: ରାଜ୍ୟ ସରକାରଙ୍କ ପକ୍ଷରୁ ୨୮ ଓଏଏସ୍‌ ଅଫିସରଙ୍କ ବଦଳି କରାଯାଇଛି। ଏନେଇ ଶୁକ୍ରବାର ବିଧିବଦ୍ଧ ଭାବେ ବଦଳି ବିଜ୍ଞପ୍ତି ଜାରି ହୋଇଛି। ସମ୍ପୃକ୍ତ ଅଫିସରମାନଙ୍କୁ ଅପରାହ୍ନରେ ରିଲିଭ୍‌ କରି ନୂଆ ସ୍ଥାନରେ ତୁରନ୍ତ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।...

‘ଏମିତି ତମ କୋଳରେ ଆଉଥରେ ନିଶ୍ଚିତ ଜନ୍ମ ନେବି’

ଭୁବନେଶ୍ୱର,୨୨।୩: ଗୋଟିଏ ଝିଅ ପାଇଁ ତା’ ବାପାଙ୍କ ସ୍ଥାନ ସ୍ବତନ୍ତ୍ର। ତାଙ୍କ ଆବର୍ତ୍ତମାନରେ ଝିଅ ଜୀବନରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି ହୁଏ। ଠିକ୍‌ ଏଭଳି ବିଜେଡିର ବରିଷ୍ଠ ନେତା ଡା. ଦାମୋଦର ରାଉତଙ୍କ ପରଲୋକ ଗମନ ପରେ ଭାଙ୍ଗି...

ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲେ ଧର୍ମେନ୍ଦ୍ର! ମନମୋହନଙ୍କ ପୋଷ୍ଟକୁ କଲେ ରିପୋଷ୍ଟ

ଭୁବନେଶ୍ୱର,୨୨।୩: ଆସନ୍ତା ଲୋକ ସଭା ନିର୍ବାଚନରେ ଏକାକୀ ଲଢ଼ିବ ଭାଜପା। ଶୁକ୍ରବାର କିଛି ଏଭଳି କଥା ସୋସିଆଲ ମିଡିଆରେ ପୋଷ୍ଟ କରି ମେଣ୍ଟ ଚର୍ଚ୍ଚାକୁ ନୂଆ ମୋଡ ଦେଇଥିଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଏହାପରେ ତାଙ୍କ ପୋଷ୍ଟକୁ...

ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ: ମନମୋହନ

ଭୁବନେଶ୍ୱର,୨୨।୩: ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ନୂଆ ମୋଡ ନେଇଛି। ଏହାକୁ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋସିଆଲ ମିଡିଆରେ ବଡ଼ ସୂଚନା ଦେଇଛନ୍ତି। ସେ ତାଙ୍କ ଏକ୍ସ ଆକାଉଣ୍ଟରେ ଏକ ପୋଷ୍ଟ କରି ଭାଜପା ଏଥର...

ଆଦର୍ଶ ଆଚରଣ ବିଧି ପାଳନର ତଦାରଖ କରିବା ପାଇଁ ମୁଖ୍ୟ ଶାସନ ସଚିବ ଗଠନ କଲେ କମିଟି

ଭୁବନେଶ୍ୱର,୨୨ା୩: ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗରେ ଆଦର୍ଶ ଆଚରଣ ବିଧି କିପରି ଠିକ୍‌‌ ଭାବେ ପାଳନ ହେବ ସେ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଯାଞ୍ଚ କମିଟି ଗଠନ ହୋଇଛି । ଏଥିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri