Tag Archives: odisha

ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଦା ହେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର,୨୨।୩: ପ୍ରଦେଶ କଂଗ୍ରେସ କମିଟି(ପିସିସି) ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକ ବିଦା ହୋଇଛନ୍ତି। ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି।...

ଅପରାଜିତାଙ୍କ ବଡ଼ ବୟାନ: କହିଲେ ‘ମେଣ୍ଟକୁ ନେଇ ବିଜେଡିର ନିବେଦନକୁ ଭାଜପା ପ୍ରତ୍ୟାଖ୍ୟାନ କରିଛି’

ଭୁବନେଶ୍ୱର,୨୨।୩: ରାଜ୍ୟରେ ଭାଜପା ସହ ମେଣ୍ଟ କରିବାକୁ ବିଜେଡି ନିବେଦନ କରିଥିଲା। କିନ୍ତୁ ଭାଜପା ବିଜେଡିର ନିବେଦନକୁ ପ୍ରତ୍ୟାଖ୍ୟାନ କରିଛି ବୋଲି ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ରାଜ୍ୟରେ କିଛି ଦିନ ଧରି ଜାରି ରହିଥିବା...

ବଦଳିଲେ ୨୮ ଓଏଏସ୍‌ ଅଫିସର

ଭୁବନେଶ୍ୱର,୨୨।୩: ରାଜ୍ୟ ସରକାରଙ୍କ ପକ୍ଷରୁ ୨୮ ଓଏଏସ୍‌ ଅଫିସରଙ୍କ ବଦଳି କରାଯାଇଛି। ଏନେଇ ଶୁକ୍ରବାର ବିଧିବଦ୍ଧ ଭାବେ ବଦଳି ବିଜ୍ଞପ୍ତି ଜାରି ହୋଇଛି। ସମ୍ପୃକ୍ତ ଅଫିସରମାନଙ୍କୁ ଅପରାହ୍ନରେ ରିଲିଭ୍‌ କରି ନୂଆ ସ୍ଥାନରେ ତୁରନ୍ତ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।...

‘ଏମିତି ତମ କୋଳରେ ଆଉଥରେ ନିଶ୍ଚିତ ଜନ୍ମ ନେବି’

ଭୁବନେଶ୍ୱର,୨୨।୩: ଗୋଟିଏ ଝିଅ ପାଇଁ ତା’ ବାପାଙ୍କ ସ୍ଥାନ ସ୍ବତନ୍ତ୍ର। ତାଙ୍କ ଆବର୍ତ୍ତମାନରେ ଝିଅ ଜୀବନରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି ହୁଏ। ଠିକ୍‌ ଏଭଳି ବିଜେଡିର ବରିଷ୍ଠ ନେତା ଡା. ଦାମୋଦର ରାଉତଙ୍କ ପରଲୋକ ଗମନ ପରେ ଭାଙ୍ଗି...

ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲେ ଧର୍ମେନ୍ଦ୍ର! ମନମୋହନଙ୍କ ପୋଷ୍ଟକୁ କଲେ ରିପୋଷ୍ଟ

ଭୁବନେଶ୍ୱର,୨୨।୩: ଆସନ୍ତା ଲୋକ ସଭା ନିର୍ବାଚନରେ ଏକାକୀ ଲଢ଼ିବ ଭାଜପା। ଶୁକ୍ରବାର କିଛି ଏଭଳି କଥା ସୋସିଆଲ ମିଡିଆରେ ପୋଷ୍ଟ କରି ମେଣ୍ଟ ଚର୍ଚ୍ଚାକୁ ନୂଆ ମୋଡ ଦେଇଥିଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଏହାପରେ ତାଙ୍କ ପୋଷ୍ଟକୁ...

ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ: ମନମୋହନ

ଭୁବନେଶ୍ୱର,୨୨।୩: ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ନୂଆ ମୋଡ ନେଇଛି। ଏହାକୁ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋସିଆଲ ମିଡିଆରେ ବଡ଼ ସୂଚନା ଦେଇଛନ୍ତି। ସେ ତାଙ୍କ ଏକ୍ସ ଆକାଉଣ୍ଟରେ ଏକ ପୋଷ୍ଟ କରି ଭାଜପା ଏଥର...

ଆଦର୍ଶ ଆଚରଣ ବିଧି ପାଳନର ତଦାରଖ କରିବା ପାଇଁ ମୁଖ୍ୟ ଶାସନ ସଚିବ ଗଠନ କଲେ କମିଟି

ଭୁବନେଶ୍ୱର,୨୨ା୩: ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗରେ ଆଦର୍ଶ ଆଚରଣ ବିଧି କିପରି ଠିକ୍‌‌ ଭାବେ ପାଳନ ହେବ ସେ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଯାଞ୍ଚ କମିଟି ଗଠନ ହୋଇଛି । ଏଥିରେ...

କାହିଁକି ବିଜେଡି-ବିଜେପି ମେଣ୍ଟ ଆଲୋଚନାରେ ଅଟକିଛି

ଭୁବନେଶ୍ୱର,୨୧।୩: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ହେବାକୁ ଥିବା ସମ୍ଭାବ୍ୟ ମେଣ୍ଟ ଆସନ ଭାଗବଣ୍ଟାରେ ଅଟକିଛି। ରାଜ୍ୟରେ ଏକା ସାଙ୍ଗରେ ହେବାକୁ ଥିବା ବିଧାନସଭା ଏବଂ ଲୋକସଭା ନିର୍ବାଚନକୁ ଆଉ ଗୋଟିଏ ସପ୍ତାହ...

ଇଣ୍ଡିଆ ମେଣ୍ଟ: ପ୍ରାର୍ଥୀ ଦେବାକୁ ଦାବିକଲା ସିପିଆଇ (ଏମ୍‌ଏଲ୍‌)

ଗୁଣପୁର,୨୧ା୩(ପ୍ରଦୀପ କୁମାର ପାଢ଼ୀ): କୋରାପୁଟ ଲୋକ ସଭା ସହ ଗୁଣପୁର ବିଧାନସଭା ନିର୍ବାଚନ ମେ’ ୧୩ ତାରିଖରେ ଅନୁଷ୍ଠିତ ହେବ। ନିର୍ବାଚନ ତାରିଖ ଘୋଷଣା ପରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବିଭିନ୍ନ ଦଳ ପକ୍ଷରୁ...

ବୀରମିତ୍ରପୁରରେ ଆଶଙ୍କାରେ ଭାଜପା,ବିଜେଡି ଆଶାୟୀ

କୁଆଁରମୁଣ୍ଡା,୨୧ା୩ (ମହେନ୍ଦ୍ର କୁମାର ସାହୁ): ନିର୍ବାଚନ ତାରିଖ ଘୋଷଣା ହୋଇସାରିଥିଲେ ମଧ୍ୟ ଓଡ଼ିଶା – ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ସୁନ୍ଦରଗଡ ଜିଲାର ବୀରମିତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରମୁଖ ଦଳ ଭାଜପା,ବିଜେଡିର ଟିକେଟ ଆଶାୟୀ ସଂଶୟରେ ପଡ଼ିଯାଇଛନ୍ତି। ୨୦୧୯ରେ ଏଠାରୁ ଭାଜପା...

କଟକ ମେୟରଙ୍କୁ ନେଇ ବଢ଼ିଲା ରାଜନୈତିକ ଚର୍ଚ୍ଚା

କଟକ,୨୧ା୩(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ସମୟ ପାଖେଇ ଆସୁଥିବାବେଳେ ସମସ୍ତ ଦଳରେ ଅଙ୍କ କଷା ଜାରି ରହିଛି। ଆଶାୟୀଙ୍କ ତାଲିକା ଲମ୍ବା ରହିଛି ସତ ହେଲେ ଦଳ କାହାକୁ ଟିକେଟ ଦେବ ସେ ନେଇ ଏବେ ନାନା କଳ୍ପନା ଜଳ୍ପନା ଚାଲିଛି।...

ଭାଜପା ଟିକେଟ ଆଶାରେ ୪ ଆଶାୟୀ

ଭଣ୍ଡାରିପୋଖରୀ, ୨୧।୩(ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୯ରୁ ଏହି ଆସନକୁ ବିଜେଡି ଅକ୍ତିଆର କରିଆସିଛି। ବିଜେଡିର ବରିଷ୍ଠ ନେତା ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ଏହି ଆସନରୁ କ୍ରମାଗତ ୩ ଥର ବିଧାୟକ ନିର୍ବାଚିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri