Tag Archives: odisha

ଦୀପାବଳି ବାଣଫୁଟା ଯୋଗୁଁ ବଢ଼ିଲା ରାଜ୍ୟର ବାୟୁପ୍ରଦୂଷଣ ମାତ୍ରା

ଭୁବନେଶ୍ୱର,୧୩ା୧୧: ଦୀପାବଳିରେ ବାଣଫୁଟା ଯୋଗୁଁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର କେତେକ ସହରର ବାୟୁର ଗୁଣାତ୍ମକ ସୂଚକାଙ୍କ ବୃଦ୍ଧି ପାଇଛି । ଆତସବାଜିରେ ଥିବା କ୍ଷତିକାରକ ରାସାୟିକ ପଦାର୍ଥ ଓ ଧୂଳିକଣା ବାୟୁମଣ୍ଡଳରେ ପ୍ରବେଶ କରି ବାୟୁର ମାନକୁ ହ୍ରାସ...

ଓଡ଼ିଶାରେ ସେମିକଣ୍ଡକ୍ଟର ଭିଭିଭୂମିକୁ ବଡ଼ ସଫଳତା, ସିନୋପ୍‌ସିସ୍‌ ଇଣ୍ଡିଆର ବୈଷୟିକ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର,୧୦/୧୧: ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ ଡିଜାଇନ ଅଟୋମେସନ (ଇଡିଏ) ଉପକରଣ ଅଗ୍ରଣୀ ଯୋଗାଣକାରୀ ସଂସ୍ଥା ସିନୋପ୍‌ସିସ୍‌ର ଡିଜାଇନ, ଗବେଷଣା ଓ ବିକାଶ କେନ୍ଦ୍ରକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି । ପୂର୍ବ ଭାରତରେ ସିନୋପ୍‌ସିସର ଏହା...

ଆନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, ୯।୧୧: ଆଦିବାସୀ ସମ୍ପ୍ରଦାୟର ଜୀବିକା ଏବଂ ପୋଷଣ ଉପରେ ଧ୍ୟାନ ଦେଇ ଏକ ଲୋକାଭିମୁଖୀ ମିଲେଟ ମିଶନ ପ୍ରସ୍ତୁତ କରିବାରେ ଓଡ଼ିଶା ଅଗ୍ରଣୀ ଭୂମିକା ନେଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଭୁବନେଶ୍ୱରର ଜନତା ମଇଦାନଠାରେ ମୁଖ୍ୟମନ୍ତ୍ରୀ...

ପ୍ରଶାସନର ଉଦାସୀନତା: ଶହୀଦଙ୍କ ମୂକସାକ୍ଷୀ କୁଦୋପାଲି ଅବହେଳିତ

ସମ୍ବଲପୁର,୯ା୧୧(ଭବାନୀ ଶଙ୍କର ଭୋଇ): ମହାନ୍‌ ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କର ଉଲଗୁଲାନର ମୂକସାକ୍ଷୀ ହେଉଛି ସମ୍ବଲପୁରର କୁଦୋପାଲି ଘାଟି। ଇଂରେଜମାନଙ୍କ ଗୁଳିରେ ଗୋଟିଏ ଦିନରେ ପ୍ରାଣ ହରାଇଥିବା ୫୩ ଜଣ ସଂଗ୍ରାମୀଙ୍କ ସହ ଇଂରେଜ ହାତରେ ଧରାପଡ଼ି ଫାଶୀଖୁଣ୍ଟରେ...

ଫେଲ୍‌ ମାରିଛି ମିଶନ ଉଦ୍ଧାର-୨: ଏବେ ବି ଦାଦନ ଖଟିବାକୁ ଯାଉଛନ୍ତି…

ଲାଠୋର,୯ା୧୧(ଭୁବନେଶ୍ୱର ବାରିକ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକରୁ ପ୍ରତିବର୍ଷ ହଜାର ହଜାର ଶ୍ରମିକ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥାନ୍ତି। ଅନେକ ସେଠାରେ ନିର୍ଯାତନାର ଶିକାର ହୋଇଥାନ୍ତି। ଏପରିକି କେତେକ ଅକର୍ମଣ୍ୟ ଅଥବା ଜୀବନ ହରାଇଥାନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଓ ଅନ୍ୟାନ୍ୟ...

ରାଉରକେଲାରେ ବୃଦ୍ଧି ହେଉଛି ଆବର୍ଜନାଜନିତ ପ୍ରଦୂଷଣ

ରାଉରକେଲା, ୯ା୧୧(ବିପ୍ଳବରଞ୍ଜନ ଦାଶ): ଦିନକୁ ଦିନ ସ୍ମାର୍ଟସିଟି ରାଉରକେଲାରେ ଜନବସତି ବଢି ଚାଲିଛି। ଜନସଂଖ୍ୟା ବୃଦ୍ଧି ସହ ଅଳିଆ ଆବର୍ଜନା ମାତ୍ରା ବି ବୃଦ୍ଧି ପାଇବାକୁ ଲାଗିଛି। ସହରକୁ ଆବର୍ଜନା ଜନିତ ପ୍ରଦୂଷଣରୁ ମୁକ୍ତ କରିବା ପାଇଁ ଆର୍‌ଏମ୍‌ସି ତରଫରୁ...

ଜାତୀୟ କ୍ରୀଡା: ସ୍ବସ୍ତି ସିଂଙ୍କୁ ସ୍ବର୍ଣ୍ଣ ପଦକ, ଖୋ ଖୋରେ ୨ ରୌପ୍ୟ, ଓଡ଼ିଶାର ପଦକ ସଂଖ୍ୟା ୫୦ ପାର

ଭୁବନେଶ୍ୱର,୮ା୧୧: ଗୋଆରେ ଅନୁଷ୍ଠିତ ୩୭ ତମ ଜାତୀୟ କ୍ରୀଡାରେ ଓଡ଼ିଶା ଖେଳାଳିଙ୍କ ଚମତ୍କାର ପ୍ରଦର୍ଶନ ଜାରି ରହିଛି। ବୁଧବାର ଓଡ଼ିଆ ସାଇକ୍ଲିଷ୍ଟ ସ୍ବସ୍ତି ସିଂ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ଓଡ଼ିଶାର ପଦକ ସଂଖ୍ୟା ୫୦ ପାର କରିଛି।...

ଡିସେମ୍ବର ୧ରୁ ରାଜ୍ୟରେ ବସ୍‌ ଧର୍ମଘଟ, ନଭେମ୍ବର ୨୨ରୁ ବିଧାନସଭା ସମ୍ମୁଖରେ ମାଲିକଙ୍କ ଧାରଣା

ଭୁବନେଶ୍ୱର,୮।୧୧ : ଡିସେମ୍ବର ୧ରୁ ରାଜ୍ୟରେ ପୁଣି ବସ୍‌ ଧର୍ମଘଟ ଡାକରା ଦେଇଛି ଘରୋଇ ମାଲିକ ସଂଘ। ଏନେଇ ମାଲିକ ସଂଘ କର୍ମକର୍ତ୍ତା ବରଦା ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ଏହି ସମୟରେ ଶୀତକାଳୀନ ଅଧିବେଶନ ଥିବା ବେଳେ ନଭେମ୍ବର ୨୨ରୁ...

୨୦୨୪ ପାଇଁ ସରକାରୀ ଛୁଟି ତାଲିକା ଘୋଷଣା: କର୍ମଚାରୀଙ୍କୁ ମିଳିବ ବର୍ଷକୁ ୩୦, ୬ ଇଚ୍ଛାଧୀନ ଛୁଟି

ଭୁବନେଶ୍ୱର,୭ା୧୧(ଅନିଲ ଦାସ): ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି କରିଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ମଙ୍ଗଳବାର ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ତାଲିକାରେ ୩୦ଟି ସରକାରୀ ଛୁଟି...

କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ଗଲେ

ଭୁବନେଶ୍ବର,୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍‌ ଚାଲିବ ଏବଂ ସବୁ...

IPS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ…

ଭୁବନେଶ୍ୱର,୩୧।୧୦: ରାଜ୍ୟ ସରକାର ଆଇପିଏସ୍‌ସ୍ତରରେ ମଙ୍ଗଳବାର ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ୧୯୮୮ ବ୍ୟାଚ ଆଇପିଏସ ଅଫିସର ଅରୁଣ କୁମାର ରାୟଙ୍କୁ ସରକାରୀ ପ୍ରେସ ନିର୍ଦ୍ଦେଶକ ଭାବରେ...

ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶା ସରକାର ଖର୍ଚ୍ଚ କରିବେ ୨ ହଜାର କୋଟି ଟଙ୍କା, ପ୍ରତି ଘରୁ ବାହାରିବେ ଯୋଦ୍ଧା

ଭୁବନେଶ୍ୱର,୨୯ା୧୦: ବିପର୍ଯ୍ୟ ମୁକାବିଲାରେ ଓଡ଼ିଶା ସରକାର ଅନ୍ୟ ରାଜ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରୁଥିବା ବେଳେ ବର୍ତ୍ତମାନ ଆଉ ଏ ଦିଗରେ ଆଉ ଏକ ଐତିହାସିକ ନିଷ୍ପତି ନେଇଛନ୍ତି। ରବିବାର ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri