ଓଇଜିର ନୂଆ ମାଇଲଷ୍ଟୋନ୍ ଭୁବନେଶ୍ୱର,୧୫ା୭(ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଓଡିଏମ୍ ଏଜୁକେଶନାଲ ଗ୍ରୁପ୍ (ଓଇଜି) ନିକଟରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ସହ ନୂଆ ମାଇଲଷ୍ଟୋନ୍ ହାସଲ କରିଛି। ଉଲ୍ଲେଖଯୋଗ୍ୟ, କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଓଇଜିର ୧୪୨ଜଣ...