OPSC ପରିଚାଳିତ ପରୀକ୍ଷାରେ ପୁଣି ତ୍ରୁଟି ଅଭିଯୋଗ କଟକ,୩୦ା୩: OPSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ଥିବା ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ। ସେମାନେ ଅଭିଯୋଗ କରିଛନ୍ତି ଯେ, ୧୦୦ ମାର୍କ ପ୍ରଶ୍ନ ବଦଳରେ ରହିଛି...