ପହଣ୍ଡି ଅଘଟଣ: ପରିଚାଳନା କମିଟି ନେଲା ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଲେ… ପୁରୀ,୧୦ା୭: ଆଡ଼ପ ପହଣ୍ଡିରେ ଅଘଟଣ ନେଇ ପରିଚାଳନା କମିଟିରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୁଧବାର ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଘଟଣାର ତଦନ୍ତ କରିବା ପାଇଁ ୩ ଜଣିଆ...