୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ ୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ପୈଠ କରୁଥିବା ଲୋକଙ୍କୁ ପେନସନ...