ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୩ କୋଟି ଘର, ସହରୀ ଆବାସ ପାଇଁ ୧୦ ଲକ୍ଷକୋଟି ଘୋଷଣା ନୂଆଦିଲ୍ଲୀ, ୨୩।୭: ମୋଦି ସରକାରଙ୍କ ତୃତୀୟ ପାଳିର ସାଧାରଣ ବଜେଟ ଉପସ୍ଥାପନ ସଂସଦରେ ଆରମ୍ଭ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୋଟିଏ ପରେ ଗୋଟିଏ ବିଭାଗ ପାଇଁ ଘୋଷଣା ଜାରି ରଖିଛନ୍ତି । ଏହି କ୍ରମରେ ଦେଶର ଗରିବ...