ଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଭୁବନେଶ୍ୱର,୧ା୧୨: ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ଦିଲ୍ଲୀ ଫେରିଯାଇଛନ୍ତି। ଡିଜିପି-ଆଇଜିପି ସମ୍ମିଳନୀ ଶେଷ ହେବା ପରେ ଦୁଇ ହେଭିଓ୍ବେଟ୍ ଓଡ଼ିଶାରୁ ବିଦାୟ ନେଇଛନ୍ତି। ଲୋକସେବା ଭବନରୁ...
ଗୋଟି ଗୋଟି ଟଙ୍କାର ହିସାବ ନେବେ ପ୍ରଧାନମନ୍ତ୍ରୀ, କାହିଁକି ଏମିତି କହିଲେ ସଞ୍ଜୟ ସେଠ୍… ରାଞ୍ଚି,୨୧ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୋଟି ଗୋଟି ଟଙ୍କାର ହିସାବ ନେବେ। ଏମିତି କହିଛନ୍ତି ଭାଜପା ଏମ୍ପି ସଞ୍ଜୟ ସେଠ୍। ସେ କହିଛନ୍ତି, ଭାଜପା ସରକାର ଗଠନ ପରେ ମହା ମେଣ୍ଟ ସରକାରରେ ଥିବା ସମସ୍ତ ଦୁର୍ନୀତିର ଯାଞ୍ଚ କରାଯିବ।...
ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କରିବା ନେଇ ଥାନାର ଦ୍ୱାରସ୍ଥ ହେଲା ଭାଜପା କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ,ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫୋଟଚିତ୍ରକୁ ବିକୃତ କରାଯାଇଥିବା ନେଇ ଭାଜପା ପକ୍ଷରୁ ଟାଉନଥାନାରେ ଅଭିଯୋଗ ହୋଇଛ। ସୂଚନାଯୋଗ୍ୟ, ରାଧାକାନ୍ତ ମହାନ୍ତ ଭାଜପା ରାଜ୍ୟ...
ମୋଦି ବି ପାଳନ କରିଛନ୍ତି ବୁଲ୍ଡୋଜର ଆଇନ: ଓଓ୍ବାଇସି ନୂଆଦିଲ୍ଲୀ,୧୩ା୧୧: ବୁଧବାର ସୁପ୍ରିମକୋର୍ଟ ‘ବୁଲ୍ଡୋଜର ଆଇନ’ର ଧାରା ଉପରେ ଦୃଢ଼ ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି ଯେ, ଅଧିକାରୀମାନେ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ପାରିବେ ନାହିଁ, ତାଙ୍କୁ ଅପରାଧୀ ବୋଲି କୁହାଯିବ। ଏହି ପ୍ରସଙ୍ଗରେ ଅଲ୍ ଇଣ୍ଡିଆ ମଜଲିସ-ଇ-ଇତେହାଦ୍ଦୁଲ...
‘ସେମାନଙ୍କ ସମସ୍ତ ଦୁର୍ନୀତିର ହିସାବନିକାଶ କରିବ ଏନ୍ଡିଏ ସରକାର’ ରାଞ୍ଚି,୧୦ା୧୧: ଏନ୍ଡିଏ ସରକାର ‘ସେମାନଙ୍କର ସମସ୍ତ ଦୁର୍ନୀତିର ହିସାବନିକାଶ କରିବ’ ବୋଲି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ସୋରେନ ସରକାରଙ୍କ ଉପରେ ବର୍ଷିଛନ୍ତି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ରବିବାର ବୋକାରୋ ଏବଂ ଗୁମଲାରେ ସାଧାରଣ...
ବିଜୟ ପରେ ମୋଦିଙ୍କୁ ପ୍ରଶଂସାରେ ପୋତିଲେ ଟ୍ରମ୍ପ; କହିଲେ ସମଗ୍ର ବିଶ୍ୱ… ନୂଆଦିଲ୍ଲୀ, ୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆମେରିକାର ରାଷ୍ଟ୍ରପତି ନିର୍ବାଚିତ ଡୋନାଲ୍ଡ ଟ୍ରମ୍ପଙ୍କୁ କଲ୍ କରି ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଚମତ୍କାର ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବାର୍ତ୍ତାଳାପ ସମୟରେ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କରିଥିଲେ,...
କେନ୍ଦ୍ର କ୍ୟାବିନେଟ୍ରେ ବିଦ୍ୟାଲକ୍ଷ୍ମୀ ଯୋଜନା ମଞ୍ଜୁରୀ, ଛାତ୍ରୀଛାତ୍ରଙ୍କୁ ମିଳିବ ପଢ଼ିବା ପାଇଁ ଋଣ ନୂଆଦିଲ୍ଲୀ,୬ା୧୧: ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟ୍ରେ ବୁଧବାର ମଞ୍ଜୁରୀ ମିଳିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ସହଜ ସରଳ ଉପାୟରେ ବିଦ୍ୟାର୍ଥୀଙ୍କୁ ଶିକ୍ଷା ଋଣ ମିଳିବ। ଏହି ଯୋଜନା ପାଇଁ ୬୩,୬୦୦ କୋଟିର ଏକ ମଞ୍ଜୁରୀ...
ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ… ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସାରା ଦେଶରେ ୭୦ ବର୍ଷରୁ...
ଦୁନିଆ ଦେଖିବ ଟାଟାର ଦମ୍, ରତନ ଟାଟାଙ୍କୁ ମନେ ପକାଇ ମୋଦି କହିଲେ… ନୂଆଦିଲ୍ଲୀ,୨୮ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମିଳିତ ଭାବେ ଭଦୋଦରାସ୍ଥିତ ଟାଟା ଆଡଭାନ୍ସ ସିଷ୍ଟମ ଲିମିଟେଡ୍ (TASL) କ୍ୟାମ୍ପସ୍ରେ C-295 ବିମାନ ନିର୍ମାଣ ପାଇଁ ଟାଟା ବିମାନ କମ୍ପ୍ଲେକ୍ସ ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନ ପରେ...
ଚଳିତ ବର୍ଷ ଦ୍ୱିତୀୟଥର ରୁଷିଆ ଯିବେ ମୋଦି, ଜାଣନ୍ତୁ କାହିଁକି ନୂଆଦିଲ୍ଲୀ,୧୮ା୧୦: ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ରୁଷିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ଗତ ଜୁଲାଇ ମାସରେ ଦୁଇ ନେତା ପ୍ରଥମଥର ପାଇଁ ସାକ୍ଷାତ କରିଥିଲେ। ଯେଉଁଥିରେ ଦୁଇ ଜଣଙ୍କ...
ଗୁଆଘିଅରେ ମହାପ୍ରସାଦ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହାସୁଆର ସେବାୟତ ନିଯୋଗ ପୁରୀ,୧୭ା୧୦: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍ଫେଡ୍ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେବା ପାଇଁ ଦାବି କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ...
ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସାରେ ଶତମୁଖ ଡୋନାଲ୍ଡ ଟ୍ରମ୍ପ: କହିଲେ-‘ମୋର ବନ୍ଧୁ, ସୁନ୍ଦର ମଣିଷ’ ନୂଆଦିଲ୍ଲୀ,୯ା୧୦: ଯୁକ୍ତରାଷ୍ଟ୍ରର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍ ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିବା ସହ ତାଙ୍କୁ ତାଙ୍କର ‘ବନ୍ଧୁ’ ଏବଂ ‘ସବୁଠାରୁ ସୁନ୍ଦର ମଣିଷ’ ବୋଲି କହିଛନ୍ତି। ଫ୍ଲାଗାଣ୍ଟ ପୋଡକାଷ୍ଟରେ ବିଶ୍ୱର...