Advertisement

Politics

ମେଣ୍ଟ ହେଲେ ୧୪୭ ପ୍ରାର୍ଥୀ ଯିବେ କୁଆଡ଼େ? ଚର୍ଚ୍ଚା ବଢ଼ୁଛି…ମେଣ୍ଟ ହେଲେ ୧୪୭ ପ୍ରାର୍ଥୀ ଯିବେ କୁଆଡ଼େ? ଚର୍ଚ୍ଚା ବଢ଼ୁଛି…

ମେଣ୍ଟ ହେଲେ ୧୪୭ ପ୍ରାର୍ଥୀ ଯିବେ କୁଆଡ଼େ? ଚର୍ଚ୍ଚା ବଢ଼ୁଛି…

ଭୁବନେଶ୍ୱର,୧୨।୩: ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ନେଇ ଚର୍ଚ୍ଚା ହେବା ଦିନଠାରୁ ଚିନ୍ତାରେ ପଡ଼ିଯାଇଛନ୍ତି ନେତା। ରାଜ୍ୟର ୩ ପ୍ରମୁଖ ଦଳର ଅଧିକାଂଶ ନେତା ବର୍ତ୍ତମାନ ନିଜର ରାଜନୈତିକ…

1 year ago
ମେଣ୍ଟ ଚର୍ଚ୍ଚା ଥମୁନି, ଏଣେ ମିଶ୍ରଣ ପର୍ବ ବନ୍ଦମେଣ୍ଟ ଚର୍ଚ୍ଚା ଥମୁନି, ଏଣେ ମିଶ୍ରଣ ପର୍ବ ବନ୍ଦ

ମେଣ୍ଟ ଚର୍ଚ୍ଚା ଥମୁନି, ଏଣେ ମିଶ୍ରଣ ପର୍ବ ବନ୍ଦ

ଭୁବନେଶ୍ୱର, ୧୨।୩: ଆଗକୁ ୨୦୨୪ ସାଧାରଣ ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର…

1 year ago
ଭାଜପାରେ କାର୍ତ୍ତିକ, ସୁବିଧାଜନକ ସ୍ଥିତିରେ ବିଭୂତିଭାଜପାରେ କାର୍ତ୍ତିକ, ସୁବିଧାଜନକ ସ୍ଥିତିରେ ବିଭୂତି

ଭାଜପାରେ କାର୍ତ୍ତିକ, ସୁବିଧାଜନକ ସ୍ଥିତିରେ ବିଭୂତି

କାମାକ୍ଷାନଗର, ୧୦ା୩ (ଅମଜାଦ ଖାନ୍‌): ଚାରିଆଡ଼େ ନିର୍ବାଚନୀ ପବନ ବହୁଛି। ନିଲମ୍ବନ, ବହିଷ୍କାର, ଦଳଡିଆଁ, ମିଶ୍ରଣପର୍ବ ଆଦି ଜାରି ରହିଛି। ବିଭିନ୍ନ ଦଳରେ ଟିକେଟକୁ ନେଇ ଟଣାଓଟରା…

1 year ago
ଆଶାୟୀଙ୍କଠୁ ଆଗରେ ଅରବିନ୍ଦଆଶାୟୀଙ୍କଠୁ ଆଗରେ ଅରବିନ୍ଦ

ଆଶାୟୀଙ୍କଠୁ ଆଗରେ ଅରବିନ୍ଦ

କେନ୍ଦ୍ରାପଡ଼ା,୧୦ା୩(ଜଗନ୍ନାଥ ଧଳ): ବିଜେଡିର ପ୍ରତିଷ୍ଠାତା ସଦସ୍ୟ ତଥ ଭାଜପା ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ନିକଟରେ ବିଜେଡିରେ ସାମିଲ ହେବା ପରେ କେନ୍ଦ୍ରାପଡ଼ା ଜିଲା ପାଟକୁରା…

1 year ago
ନୂଆ ତତ୍ପର, ପୁରୁଖା ଛାନିଆନୂଆ ତତ୍ପର, ପୁରୁଖା ଛାନିଆ

ନୂଆ ତତ୍ପର, ପୁରୁଖା ଛାନିଆ

ବରଗଡ଼, ୧୦।୩ (ପ୍ରେମାନନ୍ଦ ଖମାରୀ): ଓଡ଼ିଶାରେ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ଚାରିଆଡ଼େ ହୁରି ପଡ଼ିଛି। ହେଲେ ବରଗଡ଼ ଜିଲାରେ ତିନି ପ୍ରମୁଖ…

1 year ago
ଦଳ ଚାହିଁଲେ ଚାନ୍ଦବାଲିରୁ ଲଢ଼ିବି: ମନମୋହନଦଳ ଚାହିଁଲେ ଚାନ୍ଦବାଲିରୁ ଲଢ଼ିବି: ମନମୋହନ

ଦଳ ଚାହିଁଲେ ଚାନ୍ଦବାଲିରୁ ଲଢ଼ିବି: ମନମୋହନ

ଚାନ୍ଦବାଲି,୧୦।୩ (କିଷାନ ପାତ୍ର): ଓଡ଼ିଶାରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ଚାଲିଥିବା ବେଳେ ଶୁକ୍ରବାର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀରୁ ଫେରିବା ପରେ ମେଣ୍ଟରେ ପୂର୍ଣ୍ଣଚ୍ଛେଦ…

1 year ago
ଫେରାଦ ହେଲା ଭାଜପା: ୩ ବର୍ଷରୁ ଅଧିକ ସମୟ ଗୋଟିଏ ସ୍ଥାନରେ ଥିବା ଅଧିକାରୀଙ୍କୁ ତୁରନ୍ତ ବଦଳି କରାଯାଉଫେରାଦ ହେଲା ଭାଜପା: ୩ ବର୍ଷରୁ ଅଧିକ ସମୟ ଗୋଟିଏ ସ୍ଥାନରେ ଥିବା ଅଧିକାରୀଙ୍କୁ ତୁରନ୍ତ ବଦଳି କରାଯାଉ

ଫେରାଦ ହେଲା ଭାଜପା: ୩ ବର୍ଷରୁ ଅଧିକ ସମୟ ଗୋଟିଏ ସ୍ଥାନରେ ଥିବା ଅଧିକାରୀଙ୍କୁ ତୁରନ୍ତ ବଦଳି କରାଯାଉ

ଭୁୁବନେଶ୍ୱର,୯ା୩(ଅନିଲ ଦାସ): ଆଗକୁ ଲୋକ ସଭା ଓ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହି ନିର୍ବାଚନରେ ସରକାରୀ ଦଳ କଳବଳର ଅପପ୍ରୟୋଗ କରି ନିର୍ବାଚନ ଜିତିବାକୁ ଚାହୁଁଛି।…

1 year ago
‘ଏକାକୀ ଲୋକ ସଭା ନିର୍ବାଚନ ଲଢ଼ିବ ବିଏସ୍‌ପି, କଂଗ୍ରେସ ସହ ମେଣ୍ଟ ଖବର ଗୁଜବ’‘ଏକାକୀ ଲୋକ ସଭା ନିର୍ବାଚନ ଲଢ଼ିବ ବିଏସ୍‌ପି, କଂଗ୍ରେସ ସହ ମେଣ୍ଟ ଖବର ଗୁଜବ’

‘ଏକାକୀ ଲୋକ ସଭା ନିର୍ବାଚନ ଲଢ଼ିବ ବିଏସ୍‌ପି, କଂଗ୍ରେସ ସହ ମେଣ୍ଟ ଖବର ଗୁଜବ’

ନୂଆଦିଲ୍ଲୀ,୯।୩: କଂଗ୍ରେସ ସହ ମେଣ୍ଟ ନେଇ ସମସ୍ତ ଆଲୋଚନା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ବହୁଜନ ସମାଜ ପାର୍ଟି(ବିଏସ୍‌ପି) ସୁପ୍ରିମୋ ମାୟାବତୀ। ଏହି ଖବର ଗୁଜବ। ତାଙ୍କ ଦଳ…

1 year ago
‘ଲୋକ ସଭା ନିର୍ବାଚନରେ ୩୭୦ରୁ ଅଧିକ ଆସନରେ ଜିତିବ ଭାଜପା’‘ଲୋକ ସଭା ନିର୍ବାଚନରେ ୩୭୦ରୁ ଅଧିକ ଆସନରେ ଜିତିବ ଭାଜପା’

‘ଲୋକ ସଭା ନିର୍ବାଚନରେ ୩୭୦ରୁ ଅଧିକ ଆସନରେ ଜିତିବ ଭାଜପା’

ନୂଆଦିଲ୍ଲୀ,୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ପଦ୍ମ ବିଭୂଷଣ ତୁଳସୀ ପୀଠାଧୀଶ୍ୱର ସ୍ବାମୀ ରାମଭଦ୍ରାଚାର୍ଯ୍ୟ ମହାରାଜ ବଡ଼ ଭବିଷ୍ୟବାଣୀ କରିଛନ୍ତି। ନିର୍ବାଚନରେ ଭାଜପା ୩୭୦ରୁ ଅଧିକ…

1 year ago
ଭାଜପା-ବିଜେଡି ମେଣ୍ଟ ହେଲେ କେଉଁଠୁ କିଏ ପଡ଼ିବେ ବାଦ୍‌? ଚିନ୍ତାରେ ପଡ଼ିଗଲେଣି ନେତାଭାଜପା-ବିଜେଡି ମେଣ୍ଟ ହେଲେ କେଉଁଠୁ କିଏ ପଡ଼ିବେ ବାଦ୍‌? ଚିନ୍ତାରେ ପଡ଼ିଗଲେଣି ନେତା

ଭାଜପା-ବିଜେଡି ମେଣ୍ଟ ହେଲେ କେଉଁଠୁ କିଏ ପଡ଼ିବେ ବାଦ୍‌? ଚିନ୍ତାରେ ପଡ଼ିଗଲେଣି ନେତା

ଭୁବନେଶ୍ୱର,୮।୩: ଲୋକ ସଭା ନିର୍ବାଚନକୁ ନେଇ ଓଡ଼ିଶାର ପ୍ରମୁଖ ଦଳଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଉଥିଲା। କିଛି ନେତା ଦଳବଦଳ କରୁଥିବା ବେଳେ ଶାସନ କ୍ଷମତାରେ ଥିବା…

1 year ago
ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଏଥର ପୁଣି ଟ୍ରମ୍ପ୍‌-ବାଇଡେନ୍‌ ଲଢ଼େଇ…ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଏଥର ପୁଣି ଟ୍ରମ୍ପ୍‌-ବାଇଡେନ୍‌ ଲଢ଼େଇ…

ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଏଥର ପୁଣି ଟ୍ରମ୍ପ୍‌-ବାଇଡେନ୍‌ ଲଢ଼େଇ…

ଓ୍ବାଶିଂଟନ୍‌,୭।୩: ଆମେରିକା ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ରିପବ୍ଲିକାନ୍‌ ପାର୍ଟିରୁ ହେବା ଦୌଡ଼ରୁ ବୁଧବାର ଭାରତୀୟ ବଂଶୋଦ୍ଭବ ନିକ୍କି ହାଲି ଓହରିଯାଇଛନ୍ତି। ଫଳରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ…

1 year ago
ପରିବାରବାଦ ରାଜନୀତିରୁ ବାହାରିପାରେ ଅନୁଗୋଳପରିବାରବାଦ ରାଜନୀତିରୁ ବାହାରିପାରେ ଅନୁଗୋଳ

ପରିବାରବାଦ ରାଜନୀତିରୁ ବାହାରିପାରେ ଅନୁଗୋଳ

ଅନୁଗୋଳ, ୭।୩ (ଅମିତ କୁମାର ସାମଲ): ଦୀର୍ଘ ୨୪ ବର୍ଷର ବିଜେଡି ନେତୃତ୍ୱାଧୀନ ସରକାରରେ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ଚାଲିଛି ପରିବାରବାଦ ରାଜନୀତି। ୨୦୦୦ ମସିହାରୁ ଏହି…

1 year ago