Advertisement

Politics

ଝାଡ଼ଖଣ୍ଡରେ ଚମ୍ପାଇ ସୋରେନ୍‌ ସରକାର ନା ହେବ ରାଜନୈତିକ ଖେଳ? କିଛି ସମୟ ପରେ ରାଜ୍ୟପାଳଙ୍କୁ ଭେଟିବେ…ଝାଡ଼ଖଣ୍ଡରେ ଚମ୍ପାଇ ସୋରେନ୍‌ ସରକାର ନା ହେବ ରାଜନୈତିକ ଖେଳ? କିଛି ସମୟ ପରେ ରାଜ୍ୟପାଳଙ୍କୁ ଭେଟିବେ…

ଝାଡ଼ଖଣ୍ଡରେ ଚମ୍ପାଇ ସୋରେନ୍‌ ସରକାର ନା ହେବ ରାଜନୈତିକ ଖେଳ? କିଛି ସମୟ ପରେ ରାଜ୍ୟପାଳଙ୍କୁ ଭେଟିବେ…

ରାଞ୍ଚି,୧।୨: ହେମନ୍ତ ସୋରେନଙ୍କୁ ଗିରଫ କରାଯିବା ପରେ ଝାଡ଼ଖଣ୍ଡରେ ରାଜନୈତିକ ଅସ୍ଥିରତା ବଢ଼ିବାରେ ଲାଗିଛି। ମହାମେଣ୍ଟର ବିଧାୟକମାନଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯିବ ବୋଲି କୁହାଯାଉଥିବା ବେଳେ ସ୍ବତନ୍ତ୍ର…

1 year ago
ଝାଡ଼ଖଣ୍ଡ ରାଜଭବନ ନିଦରୁ ଉଠନ୍ତୁ, ସରକାର ଗଠନ ଲାଗି ଆମକୁ ଆମନ୍ତ୍ରଣ କରନ୍ତୁ: ଚମ୍ପାଇ ସୋରେନଝାଡ଼ଖଣ୍ଡ ରାଜଭବନ ନିଦରୁ ଉଠନ୍ତୁ, ସରକାର ଗଠନ ଲାଗି ଆମକୁ ଆମନ୍ତ୍ରଣ କରନ୍ତୁ: ଚମ୍ପାଇ ସୋରେନ

ଝାଡ଼ଖଣ୍ଡ ରାଜଭବନ ନିଦରୁ ଉଠନ୍ତୁ, ସରକାର ଗଠନ ଲାଗି ଆମକୁ ଆମନ୍ତ୍ରଣ କରନ୍ତୁ: ଚମ୍ପାଇ ସୋରେନ

ରାଞ୍ଚି,୧।୨: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ହେମନ୍ତ ସୋରେନ ଇସ୍ତଫା ଦେବା ପରେ ରାଜନୈତିକ ହଲଚଲ ଆରମ୍ଭ ହୋଇଛି। ଏବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ସରକାର ଗଠନ ଲାଗି…

1 year ago
ବିହାରରେ ରାହୁଲଙ୍କୁ କୁନି ବାଳକ ପଚାରିଲେ- ଆପଣ ବିବାହ କେବେ କରିବେ? ଜବାବରେ…ବିହାରରେ ରାହୁଲଙ୍କୁ କୁନି ବାଳକ ପଚାରିଲେ- ଆପଣ ବିବାହ କେବେ କରିବେ? ଜବାବରେ…

ବିହାରରେ ରାହୁଲଙ୍କୁ କୁନି ବାଳକ ପଚାରିଲେ- ଆପଣ ବିବାହ କେବେ କରିବେ? ଜବାବରେ…

ପାଟନା,୩୧।୧: ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ରେ ରାହୁଲ ଗାନ୍ଧୀ ବିହାରରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ଜଣେ ୬ ବର୍ଷର ୟୁଟ୍ୟୁବର୍‌ ବିବାହ କେବେ କରିବେ ବୋଲି ପ୍ରଶ୍ନ…

1 year ago
‘ଇଭିଏମ୍‌ ଅଛି ତ ମୋଦି ଅଛନ୍ତି’‘ଇଭିଏମ୍‌ ଅଛି ତ ମୋଦି ଅଛନ୍ତି’

‘ଇଭିଏମ୍‌ ଅଛି ତ ମୋଦି ଅଛନ୍ତି’

ନୂଆଦିଲ୍ଲୀ,୩୧।୧: ଚଣ୍ଡିଗଡ଼ ମେୟର ନିର୍ବାଚନରେ ଭାଜପାର ବିଜୟକୁ ନେଇ ଉଭୟ ଦଳ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି ଶିବସେନା ଏମ୍‌ପି ସଞ୍ଜୟ ରାଉତ। ଖୋଲାଖୋଲି…

1 year ago
ତେଜସ୍ବୀ ଯାଦବଙ୍କୁ ୮ ଘଣ୍ଟା ଯାଏ ପଚରାଉଚରା କଲା ଇଡି, ୬୦ ପ୍ରଶ୍ନର ଉତ୍ତର ମାଗିଲା…ତେଜସ୍ବୀ ଯାଦବଙ୍କୁ ୮ ଘଣ୍ଟା ଯାଏ ପଚରାଉଚରା କଲା ଇଡି, ୬୦ ପ୍ରଶ୍ନର ଉତ୍ତର ମାଗିଲା…

ତେଜସ୍ବୀ ଯାଦବଙ୍କୁ ୮ ଘଣ୍ଟା ଯାଏ ପଚରାଉଚରା କଲା ଇଡି, ୬୦ ପ୍ରଶ୍ନର ଉତ୍ତର ମାଗିଲା…

ପାଟନା,୩୦।୧: ଆର୍‌ଜେଡି ନେତା ତେଜସ୍ବୀ ଯାଦବଙ୍କୁ ‘ଲ୍ୟାଣ୍ଡ ଫର୍‌ ଜବ୍‌ ସ୍କାମ୍‌’ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୮ ଘଣ୍ଟା ଧରି ପଚରାଉଚରା କରିଛି। ମନି ଲଣ୍ଡରିଂ ଆଇନ ଅନୁଯାୟୀ…

1 year ago
ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ନୂଆ ରଣନୀତି, ସୋନିଆ ଯିବେ ରାଜ୍ୟ ସଭା! ପ୍ରିୟଙ୍କାଙ୍କୁ ନେଇ ବି ହେଉଛି…ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ନୂଆ ରଣନୀତି, ସୋନିଆ ଯିବେ ରାଜ୍ୟ ସଭା! ପ୍ରିୟଙ୍କାଙ୍କୁ ନେଇ ବି ହେଉଛି…

ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ନୂଆ ରଣନୀତି, ସୋନିଆ ଯିବେ ରାଜ୍ୟ ସଭା! ପ୍ରିୟଙ୍କାଙ୍କୁ ନେଇ ବି ହେଉଛି…

ନୂଆଦିଲ୍ଲୀ,୩୦।୧: ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନୂ ପୂର୍ବରୁ ଚର୍ଚ୍ଚାରେ କଂଗ୍ରେସର ନୂଆ ରଣନୀତି। ଦଳର ନେତା ସୋନିଆ ଗାନ୍ଧୀ ଅଥବା ପ୍ରିୟଙ୍କା ଗାନ୍ଧୀ ରାଜ୍ୟ…

1 year ago
Bihar Crisis: ଜେଡିୟୁ ରାସ୍ତାରେ ଆର୍‌ଜେଡି, ଲାଲୁ ପକାଇଲେ ମାଞ୍ଝିଙ୍କ ପୁଅକୁ ଉପମୁଖ୍ୟମନ୍ତ୍ରୀ କରିବା ଥୋପBihar Crisis: ଜେଡିୟୁ ରାସ୍ତାରେ ଆର୍‌ଜେଡି, ଲାଲୁ ପକାଇଲେ ମାଞ୍ଝିଙ୍କ ପୁଅକୁ ଉପମୁଖ୍ୟମନ୍ତ୍ରୀ କରିବା ଥୋପ

Bihar Crisis: ଜେଡିୟୁ ରାସ୍ତାରେ ଆର୍‌ଜେଡି, ଲାଲୁ ପକାଇଲେ ମାଞ୍ଝିଙ୍କ ପୁଅକୁ ଉପମୁଖ୍ୟମନ୍ତ୍ରୀ କରିବା ଥୋପ

ପାଟନା,୨୬।୧: ବିହାର ରାଜନୀତିରେ ହାଇଡ୍ରାମାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଗୋଟିଏ ପଟେ ନୀତୀଶ କୁମାର ଏନ୍‌ଡିଏ ସହ ଡିଲ୍‌ କରିବାକୁ ପ୍ରସ୍ତୁତ ଥିବା…

1 year ago
ବିଜେଡି ଗଡ଼ରେ ପ୍ରାର୍ଥୀ ଖୋଜୁଛି ଭାଜପାବିଜେଡି ଗଡ଼ରେ ପ୍ରାର୍ଥୀ ଖୋଜୁଛି ଭାଜପା

ବିଜେଡି ଗଡ଼ରେ ପ୍ରାର୍ଥୀ ଖୋଜୁଛି ଭାଜପା

କେନ୍ଦୁଝର,୨୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ସଂରକ୍ଷିତ (ଏସ୍‌ଟି) ବିଧାନସଭା ନିର୍ବାଚନ ମଣ୍ଡଳୀ କ୍ରମାଗତ ଚତୁର୍ଥଥର ବିଜେଡି ଦଖଲ କରିବାକୁ ଉଦ୍ୟମ ଚଳାଉଛି। ଭାଜପା ଉକ୍ତ…

1 year ago
TMC Vs Congress: ‘ଇଣ୍ଡିଆ’ ମହାମେଣ୍ଟର ହାତ ଛାଡ଼ି ଏକା ନିର୍ବାଚନ ଲଢ଼ିବା ପଛର କାରଣ କହିଲେ ମମତା, କଂଗ୍ରେସ ରଖିଲା ପ୍ରତିକ୍ରିୟାTMC Vs Congress: ‘ଇଣ୍ଡିଆ’ ମହାମେଣ୍ଟର ହାତ ଛାଡ଼ି ଏକା ନିର୍ବାଚନ ଲଢ଼ିବା ପଛର କାରଣ କହିଲେ ମମତା, କଂଗ୍ରେସ ରଖିଲା ପ୍ରତିକ୍ରିୟା

TMC Vs Congress: ‘ଇଣ୍ଡିଆ’ ମହାମେଣ୍ଟର ହାତ ଛାଡ଼ି ଏକା ନିର୍ବାଚନ ଲଢ଼ିବା ପଛର କାରଣ କହିଲେ ମମତା, କଂଗ୍ରେସ ରଖିଲା ପ୍ରତିକ୍ରିୟା

କୋଲକାତା, ୨୪।୧: ବିରୋଧୀ ମହାମେଣ୍ଟ ‘ଇଣ୍ଡିଆ’କୁ ବଡ଼ ଝଟ୍‌କା ଦେଇ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଆଗାମୀ ନିର୍ବାଚନରେ ଏକାକି ଲଢ଼ିବ ବୋଲି ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…

1 year ago
ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ

ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ

ଜଳେଶ୍ୱର,୨୦।୧(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଶନିବାର ଭୁବନେଶ୍ୱର…

1 year ago
ରାହୁଲଙ୍କ ‘ଭାରତ ଯୋଡ଼ୋ’ ନ୍ୟାୟ ଯାତ୍ରା ପୂର୍ବରୁ କଂଗ୍ରେସକୁ ଝଟ୍‌କା, ଦଳରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରାରାହୁଲଙ୍କ ‘ଭାରତ ଯୋଡ଼ୋ’ ନ୍ୟାୟ ଯାତ୍ରା ପୂର୍ବରୁ କଂଗ୍ରେସକୁ ଝଟ୍‌କା, ଦଳରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରା

ରାହୁଲଙ୍କ ‘ଭାରତ ଯୋଡ଼ୋ’ ନ୍ୟାୟ ଯାତ୍ରା ପୂର୍ବରୁ କଂଗ୍ରେସକୁ ଝଟ୍‌କା, ଦଳରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରା

ମୁମ୍ବାଇ,୧୪।୧: ଆଗାମୀ ଲୋକ ସଭା ନିର୍ବାଚନର ଠିକ୍‌ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ ସାଂସଦ ମିଲିନ୍ଦ ଦେଓରା ଦଳରୁ ଇସ୍ତଫା ଦେଇଛନ୍ତି। ରବିବାର ସେ…

1 year ago
ମନା କଲେ ନୀତୀଶ, ‘INDIA’ ମେଣ୍ଟର ମଙ୍ଗ ଧରିପାରନ୍ତି ମଲ୍ଲିକାର୍ଜୁନମନା କଲେ ନୀତୀଶ, ‘INDIA’ ମେଣ୍ଟର ମଙ୍ଗ ଧରିପାରନ୍ତି ମଲ୍ଲିକାର୍ଜୁନ

ମନା କଲେ ନୀତୀଶ, ‘INDIA’ ମେଣ୍ଟର ମଙ୍ଗ ଧରିପାରନ୍ତି ମଲ୍ଲିକାର୍ଜୁନ

ନୂଆଦିଲ୍ଲୀ,୧୩।୧: ‘ଇଣ୍ଡିଆ’ ମେଣ୍ଟର ସଂଯୋଜକ ହେବାକୁ ସଫାସଫା ମନା କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଶନିବାର ମେଣ୍ଟର ବୈଠକ ବସିଥିଲା। ଦୁଇ ଘଣ୍ଟା ଧରି ଚାଲିଥିବା…

1 year ago