Tag Archives: Politics

ଚର୍ଚ୍ଚାରେ ବିରାମ: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ନାହିଁ ହେମନ୍ତ ସୋରେନ୍‌

ରାଞ୍ଚି,୩।୧: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଇସ୍ତଫା ଦେବା ନେଇ ହେଉଥିବା ଚର୍ଚ୍ଚା ଉପରେ ବିରାମ ଲାଗିଛି। ବର୍ତ୍ତମାନ ସେ ଇସ୍ତଫା ଦେବେ ନାହିଁ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ଆବାସରେ ହୋଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ତେବେ ହେମନ୍ତ ଇସ୍ତଫା...

”ଇଣ୍ଡିଆ’ ମେଣ୍ଟର ସଂଯୋଜକ ହେବା ଲାଗି ନୀତୀଶଙ୍କଠାରୁ ଯୋଗ୍ୟ ନେତା ଆଉ କେହି ନାହାନ୍ତି’

ନୂଆଦିଲ୍ଲୀ,୨।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ନେଇ ଆର୍‌ଜେଡି ନେତା ତଥା ରାଜ୍ୟ ସଭା ଏମ୍‌ପି ମନୋଜ ଝା ବଡ଼ ବୟାନ ଦେଇଛନ୍ତି। ବିରୋଧୀଙ୍କ ମେଣ୍ଟ ‘ଇଣ୍ଡିଆ’ର ସଂଯୋଜକ ହେବା ଲାଗି ନୀତୀଶଙ୍କ ବ୍ୟତିତ ଆଉ କେହି ଯୋଗ୍ୟର ନେତା...

ସୋରେନ୍‌ଙ୍କ ମାଷ୍ଟରପ୍ଲାନ୍‌, ଇସ୍ତଫା ଦେବା ପରେ ପତ୍ନୀ କଳ୍ପନା ହେବେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ !

ରାଞ୍ଚି,୨।୧: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ତଦନ୍ତ ପରିସରକୁ ଆସିବା ପରଠାରୁ ରାଜନୈତିକ ହଲଚଲ ବଢ଼ିବାରେ ଲାଗିଛି। ଏବେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)ର ଜଣେ ବିଧାୟକ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି। ଏହାପରେ...

ଆଗକୁ ଭାଜପାରେ ଶିବରାଜଙ୍କ ଭବିଷ୍ୟତ କ’ଣ? ଦିଲ୍ଲୀ ଯିବେ ନା ରାଜଭବନ ସେନେଇ …

ଭୋପାଳ,୧୨।୧୨: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ନାମକୁ ନେଇ ଘୋଷଣା ହୋଇଛି। ୩ ଥର ବିଧାୟକ ରହିଥିବା ମୋହନ ଯାଦବଙ୍କୁ ସର୍ବସମ୍ମତିକ୍ରମେ ଭାଜପା ବିଧାୟକ ଦଳର ନେତା ଭାବେ ଚୟନ କରାଯାଇଛି। ଶିବରାଜ ସିଂ ଚୌହ୍ବାନ ମଧ୍ୟ ରାଜ୍ୟପାଳଙ୍କୁ ଭେଟି ନିଜର...

ଭାଜପା ପଇସା ଥୋଇ ରେଡ୍‌ କରାଇଛି: ସୁର ରାଉତରାୟ

ଭୁବନେଶ୍ୱର,୯।୧୨: ଆୟକର ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ ପରେ ମଦ ବ୍ୟବସାୟୀଙ୍କ ଭାଟି, କାର୍ଯ୍ୟାଳୟ ଏବଂ ବାସଭବନରୁ ଶତାଧିକ କୋଟି ଟଙ୍କା ଜବତ ହେବା ଘଟଣା ରାଜ୍ୟ ତଥା ଦେଶବ୍ୟାପୀ ଚର୍ଚ୍ଚାର ବିଷୟ ପାଲଟିଛି। ବିଶେଷକରି ପଶ୍ଚିମ ଓଡ଼ିଶାର ଅନଗ୍ରସର...

ମହୁଆଙ୍କୁ କହିବାକୁ ସୁଯୋଗ ଦିଆଗଲା ନାହିଁ: ମମତା ବାନାର୍ଜୀ

ନୂଆଦିଲ୍ଲୀ,୮।୧୨: ତୃଣମୂଳ କଂଗ୍ରେସ ଏମ୍‌ପି ମହୁଆ ମୋଇତ୍ରାଙ୍କ ଲୋକ ସଭା ସଦସ୍ୟତା ରଦ୍ଦ ହୋଇଯିବା ପରେ ପ୍ରତିକ୍ରିୟା ରଖିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ଏହାକୁ ଗଣତନ୍ତ୍ରର ହତ୍ୟା ବୋଲି କହିଛନ୍ତି। ମହୁଆଙ୍କ ବିରୋଧରେ ଲାଗିଥିବା ଅଭିଯୋଗକୁ ନେଇ...

ରାହୁଲଙ୍କ ଅଫିସକୁ ଏଏମ୍‌-ପିଏମ୍‌ ଭିତରେ ତଫାତ ଜଣାନାହିଁ, ଦିନେ ପିଏମ୍‌ଓ କିଭଳି ଚଳାଇବେ; କଂଗ୍ରେସ ନେତାଙ୍କ ଉପରେ ରାଗିଯାଇ…

ନୂଆଦିଲ୍ଲୀ,୭।୧୨: ଥମିବାର ନାଁ ନେଉନାହିଁ କଂଗ୍ରେସର ଅଡ଼ୁଆ। ପ୍ରଥମେ ଅଧୀର ରଞ୍ଜନ ଚୌଧୁରୀ ସଂସଦରେ ଦଳକୁ କଟାକ୍ଷ କରିବା ପରେ ଏବେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ନିଜର ପୁସ୍ତକରେ ଦଳକୁ ନେଇ ବଡ଼ ଖୁଲାସା...

ଇଡିର ସମନକୁ ‘ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ’ କହିଲେ କେଜ୍‌ରିଓ୍ବାଲ, ଭାଜପାର ଅନୁରୋଧ କ୍ରମେ…

ନୂଆଦିଲ୍ଲୀ,୨।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ପଚରାଉଚରା ଲାଗି ହାଜର ହେବାକୁ ସମନ କରାଯାଇଛି। ୬ ମାସ ପୂର୍ବେ ସିବିଆଇ ଏହି ମାମଲାରେ କେଜ୍‌ରିଓ୍ବାଲଙ୍କୁ ପ୍ରାୟ ୯ ଘଣ୍ଟା ଧରି...

କଂଗ୍ରେସକୁ ଝଟ୍‌କା: ଭାଜପାରେ ସାମିଲ ହେଲେ ସଚିନ ପାଇଲଟଙ୍କ ସମର୍ଥକ

ଜୟପୁର,୨୮।୧୦: ରାଜସ୍ଥାନରେ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା ଲାଗିଛି। ଜୟପୁରର ପୂର୍ବତନ ମେୟର ଜ୍ୟୋତି ଖଣ୍ଡେଲଓ୍ବାଲ ଭାଜପାରେ ସାମିଲ ହୋଇଛନ୍ତି। ଦଳ ପକ୍ଷରୁ ଟିକେଟ ନ ମିଳିବାକୁ ନେଇ ଜ୍ୟୋତି ଅସନ୍ତୁଷ୍ଟ ରହିଥିଲେ। ଏହାକୁ ନେଇ ସେ ଭାଜପାରେ ସାମିଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri