ପାଖରେ ଭୋଟ୍ ପରିଚୟପତ୍ର ନାହିଁ କି? ତଥାପି ଦେଇପାରିବେ ଭୋଟ୍… ଜାଣନ୍ତୁ କ’ଣ ରହିଛି ବ୍ୟବସ୍ଥା
ନୂଆଦିଲ୍ଲୀ,୨୪।୫: ସାଧାରଣ ନିର୍ବାଚନ ଲାଗି ବାଜିଛି ବିଗୁଲ। ଏପ୍ରିଲ ୧୯ରେ ଦେଶରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ୨୦୨୪ରେ ୭ଟି ପର୍ଯ୍ୟାୟରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳବାସୀ ଭୋଟ ଭୋଟ ଦେଉଛନ୍ତି। ଓଡ଼ିଶା ବିଷୟରେ...