ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ବୟାନ: ବାପାଙ୍କ ଠାରୁ ପୁଅ ଭିନେ ହୋଇଥିଲେ… ଭିନେଭୁବନେଶ୍ୱର,୩୦।୯: ପଞ୍ଚାୟତିରାଜ ମନ୍ତ୍ରୀ ରବୀ ନାରାୟଣ ନାୟକ ସୋମବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ବଡ଼ ବୟାନ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବାପାଙ୍କ ଠାରୁ ପୁଅ ଭିନେ ହୋଇ ଅଲଗା ପରିବାର କରିଥିଲେ ବି ଘର ମିଳିବ। ପୂର୍ବ ସରକାରରେ...