Tag Archives: priyanka gandhi

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା। ସଂସଦ ଭବନ ପରିସରରେ ଅନୁଷ୍ଠିତ ଏହି ବୈଠକରେ କେବଳ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଉପରେ...

ଅମିତ ଶାହାଙ୍କ ଭାଷଣକୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା, କହିଲେ ଏହି ସରକାର…

ନୂଆଦିଲ୍ଲୀ,୧୧ା୧୨: ଶିବସେନା (UBT) ଏମ୍‌ପି ପ୍ରିୟଙ୍କା ଚତୁର୍ବେଦୀ ପାର୍ଲାମେଣ୍ଟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଭାଷଣକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ନିର୍ବାଚନ ସଂସ୍କାର ଆଲୋଚନାରେ କଂଗ୍ରେସ ଏବଂ ନେହେରୁ-ଗାନ୍ଧୀ ପରିବାରକୁ ପ୍ରସଙ୍ଗରୁ ଦୂରେଇ ଯାଇ ବାରମ୍ବାର...

ମୋଦିଙ୍କୁ ପ୍ରିୟଙ୍କାଙ୍କ କଡ଼ା ଟାର୍ଗେଟ୍‌: କହିଲେ ସେ ସବୁ ଦେଶ ବୁଲୁଛନ୍ତି, ସାଙ୍ଗସାଥୀ ସୃଷ୍ଟି କରୁଛନ୍ତି, ହେଲେ ଏହାର ପରିଣାମ…

ନୂଆଦିଲ୍ଲୀ,୩୧ା୭: ସଂସଦର ମୌସୁମୀ ଅଧିବେଶନ ଚାଲିଛି। ଏପରି ପରିସ୍ଥିତିରେ ବିରୋଧୀ ଦଳ ସମସ୍ତ ପ୍ରସଙ୍ଗରେ ମୋଦି ସରକାରଙ୍କୁ ଘେରିବାକୁ ଚେଷ୍ଟା କରୁଛନ୍ତି, କିନ୍ତୁ ସବୁଠାରୁ ଚର୍ଚ୍ଚିତ ହେଉଛି ଭାରତ-ପାକିସ୍ତାନ ଯୁଦ୍ଧବିରତି ଉପରେ ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ। କଂଗ୍ରେସ ଏହି ପ୍ରସଙ୍ଗରେ...

‘ମୋ ମାଆଙ୍କ ଆଖିରୁ ସେତେବେଳେ ଲୁହ ଝରିଥିଲା ଯେତେବେଳେ….’, ଶାହାଙ୍କୁ ପ୍ରିୟଙ୍କାଙ୍କ ଜବାବ

ନୂଆଦିଲ୍ଲୀ,୨୯।୭: ମଙ୍ଗଳବାର (୨୯ ଜୁଲାଇ, ୨୦୨୫) ସଂସଦରେ ଅପରେଶନ ସିନ୍ଦୂର ଉପରେ ଆଲୋଚନା ସମୟରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ହତ୍ୟା କରାଯାଇଥିବା ସମୟର ଉଲ୍ଲେଖ କରିଥିଲେ। ପ୍ରିୟଙ୍କା ଗାନ୍ଧୀ ଭଦ୍ରା କହିଥିଲେ ଯେ...

‘ଏମରଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ଅନୁରୋଧ କଲେ କଙ୍ଗନା, ଜବାବ ମିଳିଲା…

ମୁମ୍ବାଇ: ବଲିଉଡ୍‌ ଅଭିନେତା-ନିର୍ଦ୍ଦେଶକ ତଥା ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କ ଫିଲ୍ମ ‘ଏମରଜେନ୍ସିଂ’ ନାନାଦି ବିବାଦ ପରେ ରିଲିଜ ହେଉଛି। ଜାନୁଆରୀ ୧୭ରେ ଏହା ପରଦାକୁ ଆସିବ। ଫିଲ୍ମରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ନଜର ଆସିବେ।...

ନୀଳ ଶାଢ଼ିରେ ପ୍ରିୟଙ୍କା, ନୀଳ ଟି-ଶର୍ଟରେ ରାହୁଲ ଆସିଲେ ସଂସଦ, ଏହା ପଛରେ ରହିଛି ଏପରି…

ନୂଆଦିଲ୍ଲୀ,୧୯ା୧୨: ଭୀମରାଓ ଆମ୍ବେଦକରଙ୍କ ଉପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ଯୋଗୁ ଦେଶରେ ରାଜନୀତି ଗରମ ହୋଇଛି। ଏହି ପ୍ରସଙ୍ଗରେ କଂଗ୍ରେସ ଶାହାଙ୍କ ଇସ୍ତଫା ଦାବି କରୁଛି। ଏ ସମ୍ପର୍କରେ କଂଗ୍ରେସ ଗୁରୁବାର ଶାହା ଏବଂ ଭାଜପା...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି ନିଜ ପ୍ରତିକ୍ରିୟା ରଖିଛନ୍ତି ପ୍ରିୟଙ୍କା। ଓଡ଼ିଶାରେ ଜଣେ ସେନା ମେଜର ଓ ବାନ୍ଧବୀଙ୍କ...

କୋଲକାତା ବଳାତ୍କାର-ହତ୍ୟା ମାମଲାକୁ ନେଇ ମମତାଙ୍କଠାରେ ଏହି ବଡ଼ ଦାବି କଲେ ପ୍ରିୟଙ୍କା, କହିଲେ ପୀଡ଼ିତାଙ୍କ…

ନୂଆଦିଲ୍ଲୀ,୧୨ା୮: ଅଗଷ୍ଟ ୯ରେ କୋଲକାତାର ଆର୍‌ଜି କର ମେଡିକାଲ କଲେଜରେ ଜଣେ ପିଜି ତାଲିମପ୍ରାପ୍ତ ମହିଳା ଡାକ୍ତରଙ୍କୁ ବଳାତ୍କାର କରାଯାଇ ହତ୍ୟା କରାଯାଇଥିଲା। ସେବେଠାରୁ ଏହି ପ୍ରସଙ୍ଗରେ ବିରୋଧ ବଢ଼ିବାରେ ଲାଗିଛି। ଏହି ସମୟରେ କଂଗ୍ରେସର ସାଧାରଣ ସମ୍ପାଦିକା ପ୍ରିୟଙ୍କା...

”ଜ୍ୟୋତିଷ ହାତ ଦେଖି କହିଥିଲେ ତୁମେ ପ୍ରଧାନମନ୍ତ୍ରୀ ହେବ”: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଦେଶର ଏବେ ଲୋକ ସଭା ନିର୍ବାଚନର ପରିବେଶ ବେଶ ସରଗରମ ରହିଛି। ସାତଟି ପର୍ଯ୍ୟାୟ ମଧ୍ୟରୁ ଚାରିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହାରି ମଧ୍ୟରେ କଂଗ୍ରେସ ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ଏକ ସାକ୍ଷାତକାରରେ ତାଙ୍କର ଏକ...

ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ​​କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଯେଉଁଥିରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଚା ’ବିକାଳିର ପୁଅ ଦଶ...

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଏକ ସାକ୍ଷାତକାରରେ କହିଛନ୍ତି ଯେ, ସେ...

ଆମେଠିରୁ ରାହୁଲ, ରାଏବରେଲି ଲୋକ ସଭା ଆସନରୁ ଲଢ଼ିବେ ପ୍ରିୟଙ୍କା!

ନୂଆଦିଲ୍ଲୀ,୭ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆମେଠିରୁ ଏବଂ ପ୍ରିୟଙ୍କା ଗାନ୍ଧୀ ରାଏବରେଲି ଲୋକ ସଭା ଆସନରୁ ନିର୍ବାଚନ ଲଢ଼ିବାର ସମ୍ଭାବନାକୁ ଏଡ଼ାଇ ଦେଇ ହେବନାହିଁ। ଯଦିଓ ରାହୁଲ କେରଳର ଓ୍ବୟାନାଡ ଲୋକ ସଭା ଆସନରୁ ତାଙ୍କ ନାମାଙ୍କନପତ୍ର ଦାଖଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri