Advertisement

Puri

୧୧ ମାସର ଶିଶୁକନ୍ୟା ବିଶାଖାପାଟଣାରୁ ଉଦ୍ଧାର୧୧ ମାସର ଶିଶୁକନ୍ୟା ବିଶାଖାପାଟଣାରୁ ଉଦ୍ଧାର

୧୧ ମାସର ଶିଶୁକନ୍ୟା ବିଶାଖାପାଟଣାରୁ ଉଦ୍ଧାର

ପୁରୀ, ୨୨।୧୦ (ଅଜିତ୍‌ ମହାନ୍ତି)୧୧ ମାସର ଶିଶୁକନ୍ୟାକୁ ବାପା ବିକ୍ରି କରିଥିବା ଅଭିଯୋଗ ହୋଇଛି। ସମୁଦ୍ରକୂଳ ଥାନା ଅନ୍ତର୍ଗତ ଧୋବାଖାଲ ବସ୍ତିରେ ଏପରି ଘଟଣା ଘଟିଛି। ପୋଲିସ…

2 years ago
ଭକ୍ତଙ୍କୁ ବଣ୍ଟାଯାଉନି ମାଗଣା ମହାପ୍ରସାଦଭକ୍ତଙ୍କୁ ବଣ୍ଟାଯାଉନି ମାଗଣା ମହାପ୍ରସାଦ

ଭକ୍ତଙ୍କୁ ବଣ୍ଟାଯାଉନି ମାଗଣା ମହାପ୍ରସାଦ

ପୁରୀ ଅଫିସ, ୮।୧: ମହାପ୍ରଭୁଙ୍କ ଶ୍ରୀମହାପ୍ରସାଦ କଣିକାଏ ପାଇଲେ ଜୀବ ମୁକ୍ତିଲାଭ କରେ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଠାକୁରଙ୍କ ନିକଟରେ ମହାପ୍ରସାଦ ଲାଗି ହେବା ପରେ…

5 years ago
ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମୃତ ବ୍ୟକ୍ତିଙ୍କୁ ଏକ ଘଣ୍ଟା ପର୍ଯ୍ୟନ୍ତ ଚାଲିଥିଲା ସାଲାଇନପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମୃତ ବ୍ୟକ୍ତିଙ୍କୁ ଏକ ଘଣ୍ଟା ପର୍ଯ୍ୟନ୍ତ ଚାଲିଥିଲା ସାଲାଇନ

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମୃତ ବ୍ୟକ୍ତିଙ୍କୁ ଏକ ଘଣ୍ଟା ପର୍ଯ୍ୟନ୍ତ ଚାଲିଥିଲା ସାଲାଇନ

ପୁରୀ ଅଫିସ,୩।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା। ମୃତ ବ୍ୟକ୍ତିଙ୍କଠାରେ ଏକ ଘଣ୍ଟା ପର୍ଯ୍ୟନ୍ତ ସାଲାଇନ ଚାଲିଥିବା ଅଭିଯୋଗ ଆସିଛି। ଚିକିତ୍ସାରେ ଅବହେଳା ନେଇ…

5 years ago
ଭିଜିଲାନ୍ସ ଜାଲରେ ଜିଆରଏସଭିଜିଲାନ୍ସ ଜାଲରେ ଜିଆରଏସ

ଭିଜିଲାନ୍ସ ଜାଲରେ ଜିଆରଏସ

ପୁରୀ ଅଫିସ୍‌,୧୫।୧୦: ପିପିଲି କୁଳସେଖର ପାଟଣା ଅଞ୍ଚଳର ଜିଆରଏସ ଲକ୍ଷ୍ମୀ ପ୍ରିୟା ସାହୁ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ବରାଗଡ଼ ଗ୍ରାମର ସିପୁ ସାଇଁଙ୍କଠାରୁ ବିଜୁ ପକ୍କାଘର ଯୋଜନାରେ…

6 years ago
ଶୋଭାବର୍ଦ୍ଧନ କରୁଛି ଗୋଷାଣୀ ଓ ନାଗାଶୋଭାବର୍ଦ୍ଧନ କରୁଛି ଗୋଷାଣୀ ଓ ନାଗା

ଶୋଭାବର୍ଦ୍ଧନ କରୁଛି ଗୋଷାଣୀ ଓ ନାଗା

ପୁରୀ ଅଫିସ,୮।୧୦: ଶାରଦୀୟ ପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଗୋଷାଣୀ ପୂଜା ଚାଲିଛି। ପୁରପଲ୍ଳୀଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଚାରିଆଡେ ମା’ ଦୁର୍ଗତିନାଶିନୀଙ୍କ ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଥିବାବେଳେ ପୁରୀରେ…

6 years ago
ଏମାର ମଠ ଉଚ୍ଛେଦ ପ୍ରକ୍ରିୟା ଜାରି:ଠାବହେଲା ୬ ଥାକିଆ ଭୂତଳ ଘରଏମାର ମଠ ଉଚ୍ଛେଦ ପ୍ରକ୍ରିୟା ଜାରି:ଠାବହେଲା ୬ ଥାକିଆ ଭୂତଳ ଘର

ଏମାର ମଠ ଉଚ୍ଛେଦ ପ୍ରକ୍ରିୟା ଜାରି:ଠାବହେଲା ୬ ଥାକିଆ ଭୂତଳ ଘର

ପୁରୀ ଅଫିସ, ୩୦-୮:ଭଙ୍ଗାଯାଇଛି ବହୁଚର୍ଚ୍ଚିତ ଏମାର ମଠ। ଚାଲିଛି ଉଚ୍ଛେଦ ପ୍ରକ୍ରିୟା। ଆଉ କିଛିଦିନ ପରେ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶିଯିବ ଦ୍ୱାଦଶ ଶତାବ୍ଦୀର ଏହି ମଠ।…

6 years ago
ଚକ୍ରନାରାୟଣଙ୍କ ଚାରି ଆଶ୍ରମ ପରିକ୍ରମାଚକ୍ରନାରାୟଣଙ୍କ ଚାରି ଆଶ୍ରମ ପରିକ୍ରମା

ଚକ୍ରନାରାୟଣଙ୍କ ଚାରି ଆଶ୍ରମ ପରିକ୍ରମା

ପୁରୀ ଅଫିସ, ୨୮ା୭: ଶ୍ରାବଣ କୃଷ୍ଣପକ୍ଷ ଏକାଦଶୀକୁ ଚକ୍ରବୁଲା ଏକାଦଶୀ କୁହାଯାଏ। ରବିବାର ଏହି ଚକ୍ରବୁଲା ଏକାଦଶୀରେ ପରମ୍ପରା ଅନୁଯାୟୀ, ଚକ୍ରନାରାୟଣ ଶ୍ରୀକ୍ଷେତ୍ରର ୪ ଆଶ୍ରମ ପରିକ୍ରମା…

6 years ago
ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୯।୫: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ।…

6 years ago
ସମୀରଙ୍କ ହାଟ୍ରିକ ବିଜୟ: କହିଲେ ଅଞ୍ଚଳର ବିକାଶ ମୋର ପ୍ରାଥମିକତାସମୀରଙ୍କ ହାଟ୍ରିକ ବିଜୟ: କହିଲେ ଅଞ୍ଚଳର ବିକାଶ ମୋର ପ୍ରାଥମିକତା

ସମୀରଙ୍କ ହାଟ୍ରିକ ବିଜୟ: କହିଲେ ଅଞ୍ଚଳର ବିକାଶ ମୋର ପ୍ରାଥମିକତା

ପୁରୀ ଅଫିସ, ୨୪।୫: ଜଗତ୍‌ସିଂହପୁର ଲୋକ ସଭା ଆସନ ଅନ୍ତର୍ଗତ ନିମାପଡ଼ା ବିଧାନସଭା ଆସନରୁ ବିଜେଡ଼ି ପ୍ରାର୍ଥୀ ସମୀର ରଞ୍ଜନ ଦାସ ବିଜୟୀ ହୋଇଛନ୍ତି। ସେ ୨୦୦୯,…

6 years ago
ମାଟ୍ରିକ ପରୀକ୍ଷା ଫଳ: ପୁରୀ ଜିଲାରେ ପାସ୍‌ହାର ୭୮.୨୫%ମାଟ୍ରିକ ପରୀକ୍ଷା ଫଳ: ପୁରୀ ଜିଲାରେ ପାସ୍‌ହାର ୭୮.୨୫%

ମାଟ୍ରିକ ପରୀକ୍ଷା ଫଳ: ପୁରୀ ଜିଲାରେ ପାସ୍‌ହାର ୭୮.୨୫%

ପୁରୀ ଅଫିସ, ୨୧।୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ମାଟ୍ରିକ) ଫଳ ମଙ୍ଗଳବାର ପୂର୍ବାହ୍ନ ୯ଟାରେ ପରୀକ୍ଷା ଫଳ ପ୍ରକାଶ ପାଇଛି ।…

6 years ago
ଶ୍ରୀମନ୍ଦିର କ୍ଷୟକ୍ଷତି ଅନୁଧ୍ୟାନ କଲେ ଧର୍ମେନ୍ଦ୍ର ପ୍ରଧାନ:ରଥଯାତ୍ରା ସୁଦ୍ଧା ଫେରିବ ସ୍ବାଭାବିକ ଅବସ୍ଥାଶ୍ରୀମନ୍ଦିର କ୍ଷୟକ୍ଷତି ଅନୁଧ୍ୟାନ କଲେ ଧର୍ମେନ୍ଦ୍ର ପ୍ରଧାନ:ରଥଯାତ୍ରା ସୁଦ୍ଧା ଫେରିବ ସ୍ବାଭାବିକ ଅବସ୍ଥା

ଶ୍ରୀମନ୍ଦିର କ୍ଷୟକ୍ଷତି ଅନୁଧ୍ୟାନ କଲେ ଧର୍ମେନ୍ଦ୍ର ପ୍ରଧାନ:ରଥଯାତ୍ରା ସୁଦ୍ଧା ଫେରିବ ସ୍ବାଭାବିକ ଅବସ୍ଥା

ପୁରୀ ଅଫିସ, ୧୯ା୫: ବାତ୍ୟାରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ସ୍ଥାନୀୟ ଦଳୀୟ…

6 years ago
Long queue at AAHAR centers of BhubaneswarLong queue at AAHAR centers of Bhubaneswar

Long queue at AAHAR centers of Bhubaneswar

In a sign of normalcy being restored after cyclone ‘fani’ devastated Bhubaneswar, Cuttack and Puri, as many as 21 AAHAAR…

6 years ago